-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||     

HOME   ଜିଲ୍ଲା

ଜେ. ଏସ. ଏମ୍ ବାଣିଜ୍ୟ ଏବଂ କଳା ମହାବିଦ୍ୟାଳୟରେ ଦ୍ୱାରା ରକ୍ତଦାନ ଶିବିର ଓ ୨୭ ୟୁନିଟ ରକ୍ର ସଂଗ୍ରହ

19-Nov-2023



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର): ଜେ.ଏସ.ଏମ୍  ବାଣିଜ୍ୟ ଏବଂ କଳା ମହାବିଦ୍ୟାଳୟ ଦ୍ୱାରା ବଲାଙ୍ଗିର  ଭୀମ ଭୋଇ ମେଡିକାଳ କଲେଜ ଓ ହସ୍ପିଟାଲର ବ୍ଲଡବେଙ୍କ ଠାରେ ଆଜି ଏକ ଦ୍ୱାରା ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଅଛି  |
ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି  ପ୍ରଶାନ୍ତ ସାହୁ, କମାଣ୍ଡଡେଣ୍ଟ୍ ୧୮୯ବେଟଲିୟେନ୍ ସି.ଆର୍.ପିଏପ୍ ଓ ସମାଜସେବୀ ଗୋପାଲଜୀ ପାଣିଗ୍ରାହି , ଜିଲ୍ଲା ଶାରୀରିକ ଶିକ୍ଷା ନିରୀକ୍ଷକ ପ୍ରଦୀପ କୁମାର ପାତ୍ର ଅତିଥି,  ଉପଦେଷ୍ଟା ସଦସ୍ୟ ମନୋରଂଜନ ସାହୁ, ଅଧ୍ୟକ୍ଷ ସି ଏ ଶ୍ରୀକାନ୍ତ ଶର୍ମା ଏବଂ ନିର୍ଦ୍ଦେଶକା ଶ୍ରୀମତୀ ସୁମନ ଶର୍ମାଙ୍କ ଓ ବଲାଙ୍ଗିର ଯୁବ ରେଡ କ୍ରସର ସଂଯୋଜକ ଡ ଦୈତାରି ପୁଝାରି,  ରାମନାରାୟଣ ଦାସ ଓ ଅନ୍ୟାନ୍ୟ ମାନ୍ୟଗନ୍ୟ ବ୍ୟକ୍ତିଙ୍କ  ଉପସ୍ଥିତିରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
ଜେ. ଏସ. ଏମ୍  ବାଣିଜ୍ୟ ଏବଂ କଳା ମହାବିଦ୍ୟାଳୟ ଯୁବା ରେଡକ୍ରସର ଅନେକ ସ୍ୱଚ୍ଛାସେବା ଯୁବକ, କଲେଜର କର୍ମକର୍ତ୍ତା ମାନେ ମଧ୍ୟ ଏହି ବହୁମୂଲ୍ୟ କାର୍ଯ୍ୟ ନିମନ୍ତେ ରକ୍ତଦାନ କରିଥିଲେ । ଆଜିର ରକ୍ତଦାନ ଶିବିରରେ ମୋଟ ୨୭ ୟୁନିଟ ସଂଗ୍ରହ ହୋଇଥିଲା । 

ସମ୍ମାନିତ ମୁଖ୍ୟ ଅତିଥିଗଣ ରକ୍ତଦାତା ମାନଙ୍କୁ ପ୍ରମାଣପତ୍ର ଦେବା ସହିତ ଅନେକ ପ୍ରଶଂସା କରିଥିଲେ  । 
ଶେଷରେ ଅଧ୍ୟକ୍ଷ ସିଏ ଶ୍ରୀକାନ୍ତ ଶର୍ମା ଛାତ୍ରଛତ୍ରୀମାନଙ୍କୁ, କର୍ମକର୍ତ୍ତାମାଙ୍କୁ ଉସାହ ପ୍ରଦାନ କରିବା ସହିତ ଧନ୍ୟବାଦ ପ୍ରଦାନ କରିଥିଲେ l ହସ୍ପିଟାଲ କର୍ମକର୍ତ୍ତା ମାନଙ୍କର

ସାହାଯ୍ୟ ସହଯୋଗ ନିମନ୍ତେ ଅନେକ ଧନ୍ୟବାଦ ପ୍ରଦାନ କରିଥିଲେ । ପୁଣି ଶିକ୍ଷକ ବିନୋଦ ପାଢି ଆଜିର ରକ୍ତଦାନ ଶିବିରର ସଂଯୋଜକ ଶ୍ରୀମତୀ ମହିମାନୀ ତ୍ରିପାଠୀ, ଅନ୍ୟାନ୍ୟ କର୍ମକର୍ତ୍ତା କୁମାରୀ ଭୁମିକା ଜୈନ, ନିରୋଜ ମିଶ୍ର, ଶୈଲେସ ପାଲ,  ଅଭିଜିତ୍ ତାଲି,  ରତିକାନ୍ତ ଦଲାଇ, ଶ୍ରୀମତୀ ସେସାଦ୍ରୀ ସ୍ୱାଇଁ, ଶ୍ରୀମତୀ ତନୁଜା ମିଶ୍ର, ଶ୍ରୀମତୀ ନିନିତା ମିଶ୍ର ଓ  ଅନ୍ୟ  ସମସ୍ତଙ୍କୁ ଏହି ସମସ୍ତ କାର୍ଯ୍ୟକ୍ରମରେ ସହାଯ୍ୟ ସହଯୋଗ କରିଥିବାରୁ  ଧନ୍ୟବାଦ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026

You Might Also Like