-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ର ଶୁଭାରମ୍ଭ : ମତ୍ସ୍ୟ ପ୍ରାଣୀସମ୍ପଦର ଅଭିବୃଦ୍ଧି, ରାଜ୍ୟର ଚାଷୀଙ୍କ ସମୃଦ୍ଧି

19-Nov-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ଜିଲ୍ଲା ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ତଥା ଜିଲ୍ଲାପ୍ରଶାସନ ସୁବର୍ଣପୁର ତରଫରୁ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ଦ୍ବାରା ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପାଣିସମ୍ପଦ ମେଳା ଆଜି ସ୍ଥାନୀୟ ସଂସ୍କୃତି ଭବନ ପରିସରରେ ଶୁଭାରମ୍ଭ ହୋଇଯାଇଛି l ମୁଖ୍ୟ ଅତିଥିଭାବେ ସମ୍ମାନନୀୟ ଅଧ୍ୟକ୍ଷା ଜିଲ୍ଲାପରିଷଦ ଶ୍ରୀମତୀ ସୁପାର ଠେଲା ଯୋଗଦାନ କରି ଥିବା ବେଳେ ସମ୍ମାନିତ ଅତିଥିଭାବେ ଜିଲ୍ଲାପାଳ ସୁବର୍ଣ୍ଣପୁର ବିମଳେନ୍ଦୁ ରାୟ, ଆରକ୍ଷୀ ଅଧିକ୍ଷକ ଶ୍ରୀ ଅମରେଶ ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ, ଡ ରତ୍ନାକର ରାଉତ, ସି ଡି ଭି ଓ,ପ୍ରସନ୍ନ କୁମାର ପଟ୍ଟନାୟକ ଜିଲ୍ଲା ମତ୍ସ୍ୟ ଅଧିକାରୀ, କେ ଭି କେ କୃଷି ବୈଜ୍ଞାନିକ ତ୍ରିନାଥ ଖଣ୍ଡାୟତ ରାୟ ପ୍ରମୁଖ ଯୋଗଦାନ କରି ମତ୍ସ୍ୟ ପ୍ରାଣୀସମ୍ପଦର ଅଭିବୃଦ୍ଧିରେ ଜିଲ୍ଲାର ଚାଷୀଙ୍କ ସମୃଦ୍ଧି ହୋଇପାରିବ ବୋଲି ମତବ୍ୟକ୍ତ କରିଛନ୍ତି l ଚାଷୀ ଭାଇ ମାନେ ପାରମ୍ପରିକ ଚାଷ ତୁଳନାରେ ପ୍ରାଣୀ ସମ୍ପଦ ଓ ମତ୍ସ୍ୟ ଚାଷ ଅଧିକ ଅର୍ଥ ଲାଭକାରୀ ହେତୁ ଜିଲ୍ଲାର ଚାଷୀମାନେ ସରକାରଙ୍କ ବିଭିନ୍ନ ଯୋଜନା ରେ ଏହାର ଲାଭ ଉଠାଇବାକୁ ପରାମର୍ଶ ଦେଇଛନ୍ତିl ମେଳାରେ ମତ୍ସ୍ୟ, ପାଣିସମ୍ପଦ ବିଭାଗ ସହ ଅନ୍ୟାନ୍ୟ ବିଭାଗୀୟ କାର୍ଯ୍ୟକ୍ରମର ପ୍ରଦର୍ଶନୀ ଆୟୋଜିତ ହେବା ସାଙ୍ଗକୁ ଜୀବନ୍ତ ପ୍ରାଣୀ ଓ ମତ୍ସ୍ୟ ସମ୍ପଦର ପ୍ରଦର୍ଶନ କରାଯାଇଛି । କାର୍ଯ୍ୟକ୍ରମ ଅବସରରେ ସୁବର୍ଣ୍ଣପୁର ଜିଲ୍ଲାର ମତ୍ସ୍ୟ ଓ ପାଣିସମ୍ପଦ ବିକାଶ ରେ  ସଫଳ ଚାଷୀ ଉମେଶ କୁମାର ପୂଜାରୀ, ଏମ ଡି ମା ପୋଲଟାରୀ ଫାର୍ମ ରାମପୁର, ଡୁଙ୍ଗୁରିପାଲି ବ୍ଲକ, ତରଭା ବ୍ଲକ ର ଗୀତାଞ୍ଜଳି ରଣା ଙ୍କୁ ମାଛ ବିହନ ଉତ୍ପାଦନ ପାଇଁ, ଉଲୁଣ୍ଡା ର ମାଁ ମେଟାକାନି ଏସ ଏଚ ଜି ଙ୍କୁ ଗ୍ରାମ ପୋଖରୀ ରେ ମାଛ ଚାଷରେ ସଫଳତା ନିମନ୍ତେ ଅତିଥି ବୃନ୍ଦ ସମ୍ବର୍ଦ୍ଧିତ କରିଥିଲେ l ପୁନଶ୍ଚ ପ୍ରାଣୀ ପାଳନ ଓ ମତ୍ସ୍ୟଚାଷୀଙ୍କ ସଫଳ କାହାଣୀ ସହିତ ମତ୍ସ୍ୟ ଓ ପ୍ରାଣୀ ପାଳନ ବିକାଶ ବିଭାଗର ବିଭିନ୍ନ ଯୋଜନା, ନୂତନ ଜ୍ଞାନ କୌଶଳ ର ବ୍ୟବହାର ର ସଫଳ କାର୍ଯ୍ୟକାରିତା ନିମନ୍ତେ ବିଶେଷଜ୍ଞମାନେ  ଉପସ୍ଥିତ ଚାଷୀଙ୍କୁ ଉପଯୋଗୀ ପରାମର୍ଶ ପ୍ରଦାନ କରି  ଚାଷୀଙ୍କ ସହ ଭାବବିନିମୟ କରିଥିଲେ l ଆଜିର ଏହି କାର୍ଯ୍ୟକ୍ରମ ରେ ବିଭାଗ ର ମମତା ପଣ୍ଡା ସଂଯୋଜନା କରିଥିବା ବେଳେ, ଦେବାଶିଷ ପୁରୋହିତ ଧନ୍ୟବାଦ ଅର୍ପଣ କରିଥିଲେ l କାର୍ଯ୍ୟକ୍ରମ ଅବସରରେ ଡ କମଳଲୋଚନ ଦାଶ, ଏ ଡି ଭି ଓ,ଡ ଦୁର୍ଗା ପ୍ରସାଦ ତ୍ରିପାଠୀ, ଏସ ଡି ଭି ଓ, ଡ ସୁନାକର ସାମଲ, ଡେପୁଟି ଡିରେକ୍ଟର ହସ୍ପିଟାଲ, ଡ ସୁଧୀର କୁମାର ପଣ୍ଡା, ଏଡିଭିଓ, ପ୍ରାଣୀ ମଙ୍ଗଳ ପ୍ରମୁଖ ଉପସ୍ଥିତ ଥିଲେ l କାର୍ଯ୍ୟକ୍ରମ ଆରମ୍ଭରେ ଭୀମଭୋଇ କଲାପରିଷଦ ର କଳାକାର ମାନଙ୍କ ଦ୍ୱାରା ଆବାହନୀ ସଙ୍ଗୀତ ଗାନ କରାଯାଇଥିବା ବେଳେ ସାଂସ୍କୃତିକ ଅନୁଷ୍ଠାନ ପଏଁରୀ ଦ୍ୱାରା ଆୟୋଜିତ  ପାରମ୍ପରିକ ଲୋକ ଗୀତ ନୃତ୍ୟ ପରିବେଷଣ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026

You Might Also Like