-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||     

HOME   ଜିଲ୍ଲା

କଣ୍ଟାମାଳର ବିଭିନ୍ନ ସ୍ଥାନରେ ବିଶ୍ୱ ପାଇଖାନା ଦିବସ

19-Nov-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): କଣ୍ଟାମାଳ ବ୍ଲକ ଅନ୍ତର୍ଗତ ଘିକୁଣ୍ଡି ଗ୍ରାମ ପଞ୍ଚାୟତ କାର୍ଯ୍ୟାଲୟ ରେ ସରପଞ୍ଚ ସମରେନ୍ଦ୍ର ପ୍ରଧାନ ଙ୍କ ଅଧ୍ୟକ୍ଷତା ରେ ବିଶ୍ୱ ପାଇଖାନା ଦିବସ ପାଳିତ ହୋଇଯାଇଛି । ଏହି ଅବସର ରେ ଏକ ଗ୍ରାମ ସଭା ଅନୁଷ୍ଠିତ ହୋଇଥିଲା । ପଞ୍ଚାୟତ ନିର୍ବାହୀ ଅଧିକାରୀ ଜୟଦେବ ପ୍ରଧାନ ପରିମଳ ବିଭାଗ ର ମାଷ୍ଟର ଟ୍ରେନର ପୂର୍ଣ୍ଣ ଚରଣ ସାହୁ ଯୋଗ ଦେଇ ପାଇଖାନା ତିଆରି ଓ ଵ୍ୟବାହାର ଉପରେ ନିଜନିଜର ବକ୍ତବ୍ୟ ରଖିଥିଲେ । ଏହି ଗ୍ରାମ ସଭାରେ ସନ୍ତୋଷ କୁମାର ଗରିଆ , ନିରୁପମା ଗରିଆ , ଅକ୍ଷୟ କୁମାର ପ୍ରଧାନ , ଶଙ୍କର ମହାକୁଡ , ସତ୍ୟନାରାୟଣ ମହାକୁଡ , ଲଖପତି କାଲସେ ,ଙ୍କ ସମେତ ସମସ୍ତ ୱାଡ ସଭ୍ୟ ସଭ୍ୟା

ଯୋଗ ଦେଇଥିଲେ । ସେହି ପରି ବିଲାସପୁର ଗ୍ରାମ ପଞ୍ଚାୟତ ରେ ସରପଞ୍ଚ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ବିଶ୍ୱ ପାଇଖାନା ଦିବସ ଓ ଗ୍ରାମ ସଭାରେ ପଞ୍ଚାୟତ ନିର୍ବାହୀ ଅଧିକାରୀ  ରଞ୍ଜନ ମିଶ୍ର , ପୁରୋହିତ ସୁନା , ଯୋଗ ଦେଇ ସ୍ୱଚ୍ଛ ଭାରତ ମିଶନ (ଗ୍ରାମୀଣ) ସ୍ଵତନ୍ତ୍ର ଅଭିଯାନ ଉପରେ ନିଜନିଜର ବକ୍ତବ୍ୟ ରଖିଥିଲେ । ସେହି ପରି ଦପଲା ଗ୍ରାମ ପଞ୍ଚାୟତ ରେ ସରପଞ୍ଚ ଅନ୍ନପୂର୍ଣ୍ଣ ମହାକୁଡ ଙ୍କ ଅଧ୍ୟକ୍ଷତା ରେ ବିଶ୍ୱ ପାଇଖାନା ଦିବସ ଓ ଗ୍ରାମ ସଭା ଅନୁଷ୍ଠିତ ହୋଇ ଯାଇଛି । ସେହିପରି ରୁଣ୍ଡିମହୁଲ୍ ଗ୍ରାମ ପଞ୍ଚାୟତ ରେ ସରପଞ୍ଚ ପଞ୍ଚାନନ ସାହୁ ଙ୍କ ଅଧ୍ୟକ୍ଷତା ରେ ବିଶ୍ୱ ପାଇଖାନା ଦିବସ ଓ ଗ୍ରାମ ସଭା ଅନୁଷ୍ଠିତ ହୋଇ ଯାଇଛି । ସେହିପରି ସୁଣ୍ଡିପଦର୍ ପଞ୍ଚାୟତ ରେ ସରପଞ୍ଚ ଶ୍ରୀମତୀ ସୁଜାତା ଭୋଇ ଙ୍କ ଅଧ୍ୟକ୍ଷତା ରେ ବିଶ୍ୱ ପାଇଖାନା ଦିବସ ଓ ଗ୍ରାମ ସଭା ହୋଇ ଯାଇଛି ଏଥିରେ ପଞ୍ଚାୟତ ନିର୍ବାହୀ ଅଧିକାରୀ ପଙ୍କ ଜିନୀ ତାଣ୍ଡି ଓ ଡ଼ମନ୍ ଦାସ୍ ଯୋଗ ଦେଇ ବିଶ୍ୱ ପାଇଖାନା ଦିବସ ଉପରେ ବକ୍ତବ୍ୟ ରଖିଥିଲେ । ସେହି ପରି ବରଗୋଛା ଗ୍ରାମ ପଞ୍ଚାୟତ ରେ ସରପଞ୍ଚ ଲକି ଦନ୍ତା ଙ୍କ ଅଧ୍ୟକ୍ଷତା ରେ ବିଶ୍ୱ ପାଇଖାନା ଦିବସ ଅନୁଷ୍ଠିତ ହୋଇ ଯାଇଛି। ବର୍ ଗାଁ ଗ୍ରାମ ପଞ୍ଚାୟତ ରେ ସରପଞ୍ଚ ରଶ୍ମିତା ରଣା ଙ୍କ ଅଧ୍ୟକ୍ଷତା ରେ ବିଶ୍ୱ ପାଇଖାନା ଦିବସ ପାଳିତ ହୋଇଯାଇଛି  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026

You Might Also Like