-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||     

HOME   ଜିଲ୍ଲା

ପଲଶାଗୋରା କଲେଜରେ ଜିଲ୍ଲାସ୍ତରୀୟ ଯୁବ ରେଡକ୍ରସ ତାଲିମ ଶିବିର ଉଦଘାଟିତ

19-Nov-2023



କଣ୍ଟାମାଳ( ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ପଲଶାଗୋରା ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ରବିବାର ଜିଲ୍ଲା ସ୍ତରୀୟ ଯୁବ ରେଡ଼କ୍ରସ ତାଲିମ ଶିବିର ଉଦଘାଟିତ ହୋଇଯାଇଛି |କଲେଜ ଅଧ୍ୟକ୍ଷ ଦେବେନ୍ଦ୍ର ନାରାୟଣ ପଣ୍ଡାଙ୍କ ସଭାପତିତ୍ବରେ ଆୟୋଜିତ ଉଦଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ କଣ୍ଟାମାଳ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ମହୀଧର ରଣା ଯୋଗଦେଇ ରେଡକ୍ରସ ପତାକାକୁ ଉତ୍ତୋଳନ କରିବା ପରେ ଶିବିରକୁ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ |ପରେ ଅଧ୍ୟକ୍ଷ ଶ୍ରୀ ପଣ୍ଡା ଙ୍କ ସଭାପତିତ୍ବରେ ସଚେତନତା ସଭାରେ ମୁଖ୍ୟଅତିଥି ଶ୍ରୀ ରଣା, ସମ୍ମାନିତ ଅତିଥି ଭାବେ ଜିଲ୍ଲା ରେଡକ୍ରସ ସମ୍ପାଦକ ଅଧ୍ୟାପକ ପ୍ରବୀର କୁମାର ଦାସ, ଜିଲ୍ଲା ରେଡକ୍ରସ ସଂଯୋଜକ ସୁରେଶ୍ୱର ଯୋଶୀ ମଞ୍ଚାସିନ ରହି ରେଡକ୍ରସ ର ବିଭିନ୍ନ କାର୍ଯ୍ୟ ବିଷୟରେ କହିଥିଲେ |ପରେ ରେଡକ୍ରସର ବିଭିନ୍ନ ତାଲିମ ଦେଇଥିଲେ |ଶିବିରରେ ଜିଲ୍ଲାର ସମସ୍ତ ଉଚ୍ଚ ମାଧ୍ୟମିକ ଓ ଡିଗ୍ରୀ କଲେଜର ରେଡକ୍ରସ

ସଂଯୋଜକ ଓ ତିନି ଜଣ ଲେଖାଏଁ ରେଡକ୍ରସ ବିଭାଗୀୟ ଛାତ୍ରଛାତ୍ରୀ ଯୋଗଦେଇଥିଲେ |କାର୍ଯ୍ୟକ୍ରମ ପରିଚାଳନାରେ ପଲଶାଗୋରା କଲେଜର ଯୁବ ରେଡକ୍ରସ ପରାମର୍ଶଦାତା ନାରାୟଣ ପ୍ରଧାନ, ତର୍କ ଓ ଦର୍ଶନ ଶାସ୍ତ୍ର ଅଧ୍ୟାପକ ବିଶେଶ୍ୱର ପାଣିଗ୍ରାହୀ, ଶିକ୍ଷା ଅଧ୍ୟାପକ ରାଧେଶ୍ୟାମ ପ୍ରଧାନ, ଅଧ୍ୟାପିକା ପ୍ରଜ୍ଞା ପରମିତା ମିଶ୍ର, ଅନାମିକା ମହାରଣା, ଗ୍ରନ୍ଥାଗାରିକ କୈଳାଶ ଚନ୍ଦ୍ର ବାରିକ, କିରାଣୀ ରମାକାନ୍ତ ସାହୁ, ଅମ୍ବିକା ପ୍ରଧାନ ସହ କଲେଜର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ |ଅର୍ଥନୀତି ଅଧ୍ୟାପିକା ପ୍ରଜ୍ଞା ପରିମିତା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026

You Might Also Like