-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||     

HOME   ଜିଲ୍ଲା

ମିଳିତ ପ୍ରାଥମିକ ଶିକ୍ଷକ ସଂଘ ଙ୍କ ଦ୍ୱାରା ଆୟୋଜିତ, ବ୍ଲକ ସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ -2023

19-Nov-2023



ଲୋଇସିଂହା, (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ ପଞ୍ଚୟତ ନୋଡାଲ ହାଇସ୍କୁଲ କୁଶଙ୍ଗ ଠାରେ ଲୋଇସିଂହା ବ୍ଲକ ସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି l ଏଥିରେ ବ୍ଲକ ସ୍ତରୀୟ ପ୍ରାଥମିକ ଶିକ୍ଷକ ଙ୍କ ଦ୍ୱାରା ପରିଚାଳନା ହୋଇଥିବା ବେଳେ  ଲୋଇସିଂହା ବ୍ଲକ ଶିକ୍ଷା ଅଧିକାରୀ ସୁଶ୍ରୀ ରୀନା କୁମାରୀ ବେହେରା ସଭାପତିତ୍ୱ କରିଥିଲେ l ମୁଖ୍ୟ ଅତିଥି ଭାବେ ଲୋଇସିଂହା ବିଧାୟକ ଡ଼ ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସମ୍ମାନିତ ଅତିଥି ଭାବେ କୁଶଙ୍ଗ ସରପଞ୍ଚ ଗୀତାଞ୍ଜଳି ପଟେଲ,ସମିତିସଭ୍ୟ ସୁରେନ୍ଦ୍ର ଛତ୍ରିଆ,ନୂଆପଡ଼ା ନୋଡାଲ କଲେଜ ଉଦ୍ଭିତ ବିଜ୍ଞାନ ଅଧ୍ୟାପକ କପିଳ ଦେବ ପାଣିଗ୍ରାହୀ, ବ୍ଲକ ସହ ଶିକ୍ଷା ଅଧିକାରୀ ରିଷି ମତୀ ତ୍ରିପାଠୀ, ଟଙ୍କଧର ଭୋଇ,ବ୍ୟାସଦେବ ରାୟ ମଂଚାସୀନ ରହିଥିବା ବେଳେ ପ୍ରାଥମିକ ଶିକ୍ଷକ ସଂଘ ସମ୍ପାଦକ ପର୍ଶୁରାମ ସୁନା,ଆବାହକ ଅଶୋକ କୁମାର ତ୍ରିପାଠୀ, ସଦାନନ୍ଦ ଭୋଇ,ସଂଯୋଜକ କରୁଣାକର ପଟେଲ ଓ ବିଷ୍ଣୁପ୍ରସାଦ ମିଶ୍ର,ସି ଆର ସି ସି ନେପାଳ ବର୍ଗେ,ପୂର୍ବ ସଂଯୋଜକ ଶିବ ପ୍ରସାଦ ତ୍ରିପାଠୀ,ପର୍ଯ୍ୟବେକ୍ଷକ ସୁନୀଲ ପାତ୍ର, ବିଚାରକ ମନୋଜ ମିଶ୍ର ଓ ସରୋଜ ହୋତା,ମଂଚାସୀନ ରହି ଥିଲେ l ଶିକ୍ଷକ ଯାଦବ ନାଏକ,ସଚ୍ଚିଦାନନ୍ଦ ସାହୁ, ନିତ୍ୟାନନ୍ଦ ବାଗ,କପିଳେଶ୍ୱର କୁମ୍ଭାର ମଞ୍ଚ ପରିଚାଳନା କରିଥିବା ବେଳେ ଅବନୀ କୁମାର ତ୍ରିପାଠୀ, ଉଦୟ ମଟାରୀ,ରାଜକୁମାର ଭୋଇ, ଅମ୍ବରୀଶ ଭୋଇ ଙ୍କ ସହିତ ଉପସ୍ଥିତ ଶିକ୍ଷକ ଶିକ୍ଷୟତ୍ରୀ କାର୍ଯ୍ୟକ୍ରମ କୁ ସହଯୋଗ କରିଥିଲେ l ଉକ୍ତ ବିଜ୍ଞାନ ପ୍ରଦର୍ଶନୀ ରେ ଲୋଇସିଂହା ବ୍ଲକ ରୁ ମୋଟ 131ଟି ପ୍ରକଳ୍ପ ସ୍ଥାନ ପାଇ ଥିବା ବେଳେ ସେଥିରୁ 5ଟି ପ୍ରକଳ୍ପ ଜିଲ୍ଲା ସ୍ତରକୁ ମନୋନୀତ ହୋଇଥିବା ବେଳେ କୁଇଚ ପ୍ରତିଯୋଗିତା ରେ 2ଜଣ ମଧ୍ୟ ଜିଲ୍ଲା ସ୍ତର କୁ ମନୋନୀତ ହୋଇଥିବା ପ୍ରକାଶ l କୃତି ପ୍ରତିଯୋଗୀ ମାନେ ହେଲେ ଓଏଭି ଝାରମୁଣ୍ଡା ର ଅନ୍ଵେଷା ପଧାନ, ଜିଏନଜିଏସ ଉପରବାହାଲ ର ଆର୍ତତ୍ରାଣ ପଧାନ, ଜିୟୁପିଏସ ନେଗୀପାଲି ର ମନୋଜ ଦ୍ୱାରି, ଓଏଭି ଝାରମୁଣ୍ଡା ର ସ୍ୱାଗତ କୁମାର ଦାସ, ଏଚଏଚଏନଏଚଏସ ଯୋଗୀସର୍ଡ଼l ର ପ୍ରତୀକ୍ଷା ହରପାଲ l କୁଇଜ ରୁ ମୋନିକା ରାଉତ ଓ ରିତମ ରାଉତ ଜିଲ୍ଲା ସ୍ତରକୁ ମନୋନୀତ ହୋଇଛନ୍ତି l ଏହି ପ୍ରଦର୍ଶନ ରେ ଲୋଇସିଂହା ବ୍ଲକ ର ସମସ୍ତ ବିଦ୍ୟାଳୟ ର ଶିକ୍ଷକ, ଶିକ୍ଷୟିତ୍ରୀ, ପ୍ରଧାନଶିକ୍ଷକ, ସିଆରସିସି, ବିଦ୍ୟାଳୟ ର ସମସ୍ତ କର୍ମକର୍ତା, ଗ୍ରାମବାସୀବୃନ୍ଦ ଙ୍କ ମିଳିତ ସହଯୋଗରେ ପ୍ରଦର୍ଶନୀ ର ସୁପରିଚାଳନା ସରସ ସୁନ୍ଦର ହୋଇଥିଲା l ଗାଇଡ଼ ଶିକ୍ଷକ ଦ୍ୱୟ ହେଲେ ବିକ୍ରମ ସାହୁ ଓ ପ୍ରିତିଶ ନାଏକ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା l ବ୍ଲକ ସ୍ତରରେ ପ୍ରଦର୍ଶନୀ ର କୃତି ଛାତ୍ରଛାତ୍ରୀ ପ୍ରାଥମିକ ବିଦ୍ୟାଳୟ ରୁ ୩ ଜଣ ଓ ଉଚ୍ଚ ବିଦ୍ୟାଳୟ ର ୫ ଜଣ ଙ୍କୁ ପୁରସ୍କୃତ କରାଯାଇଥିଲା l ଶେଷରେ ବିଦ୍ୟାଳୟ ରେ ଶିକ୍ଷକ ସଚ୍ଚିଦାନନ୍ଦ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   01-Sep-2026
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026

You Might Also Like