-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳିତ   (30-Aug-2026)       ||      ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||     

HOME   ଜିଲ୍ଲା

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ର ଦୁଇ ଜଣିଆ ଟିମ ଭିତ୍ତିଭୂମି ପରଖିଲେ

20-Nov-2023



ବାଲିଗୁଡ଼ା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲାରେ ରହିଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ର ଭିତ୍ତିଭୂମି ସାଙ୍ଗକୁ ଉନ୍ନତ ଶିକ୍ଷା ବ୍ୟବସ୍ଥା କୁ ପରଖିବା ପାଇଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ର ଦୁଇ ଜଣିଆ ଟିମ ଭୁବନେଶ୍ୱର ରୁ କନ୍ଧମାଳ ଜିଲ୍ଲା ଆସି ତିନି ଦିନ ବିଭିନ୍ନ ବିଦ୍ୟାଳୟ ବୁଲି ଦେଖିଛନ୍ତି। ପ୍ରଥମ ଦିନରେ ଖଜୁରୀପଡା, ଫିରିଙ୍ଗିଆ, ଦାରିଙ୍ଗବାଡି , ଦ୍ୱିତୀୟ ଦିନରେ ଦାରିଙ୍ଗବାଡି, କ.ନୂଆଗାଁ ଓ ବାଲିଗୁଡ଼ା ସ୍ଥିତ ଦଣ୍ଡପଦର ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ କୁ ବୁଲି ଦେଖିବା ସହ ତୃତୀୟ ଦିନରେ ରାଇକିଆ ଓ ଜି.ଉଦୟଗିରି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ବୁଲି ଦେଖିଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟ ୫- ଟି ରେ ସାମିଲ ପରେ ବିଦ୍ୟାଳୟ ର ଆର୍ଥିକ ସ୍ଥିତି ଶ୍ରେଣୀ କୋଠରି ,ବିଜ୍ଞାନ ପରୀକ୍ଷାଗାର , ପାଠାଗାର, ଛାତ୍ରୀ ନିବାସ ,ପରିବେଶ ଆଦି ବ୍ୟବସ୍ଥା ବୁଲି ଦେଖିବା ସହ ବିଦ୍ୟାଳୟ ର ଅଧ୍ୟକ୍ଷ,ଅଧ୍ୟାପକ , ଶିକ୍ଷକ, ଶିକ୍ଷୟତ୍ରୀ ଓ ଅନ୍ୟ କର୍ମଚାରୀ ମାନଙ୍କ ସହ ଆଲୋଚନା କରିଥିଲେ କିଭଳି ଛାତ୍ର ଛାତ୍ରୀ ମାନଙ୍କୁ ଉନ୍ନତ ମାନର ଶିକ୍ଷା ପ୍ରଦାନ କରାଯିବ। ବାଲିଗୁଡ଼ା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ବୁଲିବା ସମୟରେ ବିଦ୍ୟାଳୟ ର ଅଧକ୍ଷ ଜିତେନ୍ଦ୍ର ମହାପାତ୍ର ଓ ଅନ୍ୟ କର୍ମଚାରୀ ଉପସ୍ଥିତ ଥିଲେ। ଏହି ଦୁଇ ଜଣିଆ ଟିମରେ  ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ର ଲୋପାମୁଦ୍ରା ପଣ୍ଡା ଓ ପ୍ରଣବ ଶତପଥି ରହିଥିବା ବେଳେ ଜିଲ୍ଲା ର ବିଭିନ୍ନ ବିଦ୍ୟାଳୟ ର ଅଧ୍ୟକ୍ଷ ମାନେ ଉପସ୍ଥିତ ଥିଲେ। ସେଥି ମଧ୍ୟରେ ଫୁଲବାଣୀ ଅଧକ୍ଷ ଆଲୋକ କୁମାର ପଣ୍ଡା, ଚକାପାଦ ଅଧକ୍ଷ ଶ୍ରୀକାନ୍ତ ଖମାରୀ, କୋଟଗଡ ଅଧ୍ୟକ୍ଷ ସ୍ନେହଜିତ ପ୍ରଧାନ, ଭିକାରୀ ବେହେରା ପ୍ରମୁଖ ସାମିଲ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   31-Aug-2026
  ଜିଲ୍ଲା  
*ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   31-Aug-2026
  ଜିଲ୍ଲା  
ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା   31-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   31-Aug-2026
  ଜିଲ୍ଲା  
ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   30-Aug-2026
  ଜିଲ୍ଲା  
*କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   30-Aug-2026
  ଜିଲ୍ଲା  
ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   30-Aug-2026
  ଜିଲ୍ଲା  
ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   30-Aug-2026
  ଜିଲ୍ଲା  
ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   30-Aug-2026

You Might Also Like