-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||     

HOME   ଜିଲ୍ଲା

ଆରମ୍ଭ ସ୍ବେଚ୍ଛାସେବୀ ଅନୁଷ୍ଠାନ ଓ ତ୍ରିଲୋଚନ ନେତ୍ରାଳୟ ଦ୍ଵାରା ଚକ୍ଷୁ ଶିବିର ଅନୁଷ୍ଠିତ

20-Nov-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ):  ବୌଦ୍ଧ ଜିଲ୍ଲା କଣ୍ଟାମାଳ  କଲ୍ୟାଣ ମଣ୍ଡପ ଠାରେ ଆରମ୍ଭ ସ୍ବେଚ୍ଛାସେବୀ ଅନୁଷ୍ଠାନ କଣ୍ଟାମାଳ ଏବଂ ତ୍ରିଲୋଚନ ନେତ୍ରାଳୟର ସମ୍ବଲପୁର ମିଳିତ ଆନୁକୂଲ୍ୟରେ ଏକ ମାଗଣା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି  l  ଉକ୍ତ ଶିବିରକୁ ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ ମୁଖ୍ୟଅତିଥି  ଓ ଫିରିଙ୍ଗିଆ ବ୍ଲକ ଉପାଧ୍ୟକ୍ଷ ଅଜିତ କୁମାର ସାହୁ, ବରିଷ୍ଠ ସାମ୍ବାଦିକ ଦିବ୍ୟ ଶଙ୍କର ରାଉତ, ସରକାରୀ ଓକିଲ ସୁରେଶ ଚନ୍ଦ୍ର ରଣା,ଆଇନଜୀବି ଶେଷଦେବ ବଗର୍ତ୍ତୀ,ବିଜେପି କଣ୍ଟାମାଳ ମଣ୍ଡଳ ସଭାପତି ଅନିଲ କୁମାର ପ୍ରଧାନ,ଓମ ପ୍ରକାଶ ମିଶ୍ର,କଣ୍ଟlମାଳ ସରପଞ୍ଚ ପ୍ରତିନିଧି ପ୍ରକାଶ ଖଟୁଆ , ଖଲିଆପାଲି ସରପଞ୍ଚ ପ୍ରତିନିଧି ଜେମାକାନ୍ତ ନାୟକ,ସୁଶୀଲ ପୁରୋହିତ ପ୍ରମୁଖ ସମ୍ମାନୀତ ଅତିଥିଭାବେ ଯୋଗଦେଇ ଦ୍ବୀପ ପ୍ରଜ୍ଜ୍ୱଳନ ସହ ଉକ୍ତ ଶିବିରକୁ ଉଦ୍ଘାଟନ କରିଥିଲେ  l ପରିବେଶର ଦ୍ରୁତ ପ୍ରଦୂଷଣ ଯୋଗୁଁ ଚକ୍ଷୁର ଯତ୍ନ ଓ ଚିକିତ୍ସା ପାଇଁ ସ୍ଥାନୀୟ ଅଞ୍ଚଳରେ ବିଶେଷଜ୍ଞ ଡାକ୍ତରଙ୍କ ଅଭାବ ଦୂର ପାଇଁ ଆରମ୍ଭ ଅନୁଷ୍ଠାନର ଉଦ୍ୟମକୁ ଅତିଥିମାନେ ପ୍ରଶଂସାକରିଥିଲେ  l  ଶିବିରରେ ସମ୍ବଲପୁର ତ୍ରିଲୋଚନ ନେତ୍ରାଳୟ ର ଚକ୍ଷୁ ବିଶେଷଜ୍ଞ ଡାକ୍ତର ଦେବାଶିଷ ମହନ୍ତଙ୍କ ସହ ଟେକନିସିଆନ ମାମୁନି ପ୍ରଧାନ, କବିତା କନ୍ଧେର, ଛବିରାଣି ପୃଷେଠ, ଚାନ୍ଦିନୀ ସୁନା, ନିକିତା ଓରାମ,ଟଙ୍କଧର କନ୍ଧେରଙ୍କ ସହଯୋଗ ଦ୍ୱାରା ମୋଟ ୧୮୧ଜଣ ରୋଗୀଙ୍କୁ ଚିକିତ୍ସା କରି ମାଗଣାରେ ଚଷମା ପ୍ରଦାନ କରିଥିଲେ  l  ସେଥିମଧ୍ୟରୁ ୭୨ ଜଣଙ୍କୁ ଅଧିକ ଚିକିତ୍ସା ପାଇଁ ସମ୍ବଲପୁର ସ୍ଥାନାନ୍ତର କରାଯାଇଛି  l   କାର୍ଯ୍ୟକ୍ରମକୁ ଆରମ୍ଭ ଅନୁଷ୍ଠାନ ର ମୁଖ୍ୟ ଯଦୁଵିହାରୀ ବାଘ ଓ ଉମେଶ ରଣା ପରିଚାଳନା କରିଥିବା ବେଳେ ଅନୁଷ୍ଠାନର ଅଜୟ ମହାପାତ୍ର, ସାନନ୍ଦ ମହାକୁଡ଼, ପ୍ରଦୀପ ମହାକୁଡ଼, ରାମଚନ୍ଦ୍ର ତାଣ୍ଡି,ସୁରେଶ ବଘାର, ପ୍ରଶାନ୍ତ ମଟlଲି, ଶାନ୍ତନୁ ସାହୁ ସମେତ ଅନ୍ୟ ସଦସ୍ୟମାନେ ସହଯୋଗ କରିଥିଲେ   l


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026

You Might Also Like