-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||     

HOME   ଜିଲ୍ଲା

ଫୁଲଚରାରେ ଯାଦବ ସମାଜର ମହାସଭା - ଯୁବ ଯାଦବ ପାଇଁ ସଂକଳ୍ପ

20-Nov-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବାଗବର ପଞ୍ଚାୟତ ଅନ୍ତର୍ଗତ ଫୁଲଚରା ଆମ୍ବତୋଟା ଠାରେ ରବିବାର ଯାଦବ ସମାଜ ପକ୍ଷରୁ 'ଯାଦବ ମହାସଭା' ଅନୁଷ୍ଠିତ ହୋଇଯାଇଛି।‌ ପ୍ରଥମେ ଇଷ୍ଟ ଦେବତା ଙ୍କୁ ଦୀପ ପ୍ରଜ୍ଜ୍ୱଳନ କରି ସଭା ଆୟୋଜନ ହୋଇଥିଲା।‌ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁପାର ଠେଲା , ଯାଦବ ସମାଜ ଜିଲ୍ଲା ସଭାପତି ତପନ ଯୁଆଡି, ବିନିକା ବ୍ଳକ ସଂପାଦକ ବୃନ୍ଦାବନ ଦୀପ, ବାଗବର ସରପଞ୍ଚ ନିରୁପମା ବଗର୍ତ୍ତି, ବହଳପଦର ସମିତି ସଭ୍ୟା ସୁଗନ୍ଧା ଘିବିଲା, ବୀରମହାରାଜପୁର ଯାଦବ ସମାଜ ବ୍ଳକ ସଭାପତି ବଳରାମ କାଣ୍ଡ, ସମ୍ପାଦକ ବସନ୍ତ ମହାକୁର, କୋଷାଧ୍ୟକ୍ଷ ଇନ୍ଦ୍ରଜିତ ପରୁଆ ,ବାଗବର ପଞ୍ଚାୟତ ଯୁବ ସଭାପତି ଚନ୍ଦ୍ରମଣି ବଗର୍ତ୍ତି, ସଭାପତି ରୁଦ୍ରନାରାୟଣ ଭୋଇ, କମିରା ସଭାପତି ଜନ୍ମ ଭୋଇ ପ୍ରମୁଖ ସମ୍ମାନିତ ଅତିଥି ଙ୍କୁ ଭବ୍ୟ ସମ୍ବର୍ଦ୍ଧନା ପୂର୍ବକ ପୁଷ୍ପମାଲ୍ୟ ଓ ଉପଢ଼ୌକନ ପ୍ରଦାନ କରି ମଞ୍ଚାସୀନ ହୋଇଥିଲେ।‌ ସମାଜର ବିଭିନ୍ନ ସମସ୍ୟା ଉପରେ ବକ୍ତୃତା ପ୍ରଦାନ କରିଥିଲେ। ଖୁବଶୀଘ୍ର ଯାଦବ ସମାକୁ ଆଗକୁ ନେବା ପାଇଁ ବୀରମହାରାଜପୁର ରେ ଯାଦବ ଭବନ ଓ ସମଲେଇ ମନ୍ଦିର ନିର୍ମାଣ ପାଇଁ  ସରକାରଙ୍କ ପକ୍ଷରୁ ଅର୍ଥ ମଞ୍ଜୁର ହୋଇଛି। ଜମି ଚିହ୍ନଟ ହେଲେ ଖୁବ ଶୀଘ୍ର କାମ ଆରମ୍ଭ ହେବ ବୋଲି ମୁଖ୍ୟ ଅତିଥି ପ୍ରକାଶ କରିଥିଲେ।
 ଏହି ଅବସରରେ ଉପସ୍ଥିତ ଥିବା ଗଣମାଧ୍ୟମ ପ୍ରତିନିଧି ଶେଷଦେବ ବାରିକ, ସତ୍ୟବାନ ପୁରୋହିତ,  ସୁଧିର ବିଶ୍ଵାଳ, କିଶୋର ହୋତା ଓ ବିନୋଦ ପାଣ୍ଡେଙ୍କୁ ସମାଜ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା।  ହିଲୁଙ୍ଗ ଗ୍ରାମର ଯାଦବ ସମାଜ ର ବୟସ୍କ ମହିଳା ମଲି ବାଘ (୧୦୭ ) ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏବଂ ବିଭିନ୍ନ ଗ୍ରାମରୁ ଆସିଥିବା ବରିଷ୍ଠ ବ୍ୟକ୍ତିଙ୍କୁ ମଧ୍ୟ ସମ୍ବର୍ଦ୍ଧନା କରାଯାଇଥିଲା। ଉକ୍ତ ମହାସଭା ରେ ଜିଲ୍ଲାର ପ୍ରତ୍ୟେକ ପଞ୍ଚାୟତ ରୁ ବହୁ ସଂଖ୍ୟକ ଯାଦବ ଭାଇ  ମାନେ ଯୋଗଦେଇ ଥିଲେ। ବାଇଧର ଭାଇ, ରଘୁ ଭୋଇ,ମାଧ ଭୋଇ,ଗକୁଲା ନାଗ, ରାଜେନ୍ଦ୍ର ଭୋଇ, ମୃତ୍ୟୁଞ୍ଜୟ ଭୋଇ,ହର ଭୋଇ, ପବିତ୍ର ଭୋଇ, ଭୁଲା ବାଘ, ଡମ୍ପୁରୁ ବାଘ,ଶନ୍ୟାସି ଭୋଇ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026

You Might Also Like