-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳିତ   (30-Aug-2026)       ||      ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||     

HOME   ଜିଲ୍ଲା

ସରପଞ୍ଚ ସଂଘ ଆନ୍ଦୋଳନ ପାଇଁ ପ୍ରସ୍ତୁତି ବୈଠକ

20-Nov-2023



ବୀରମହାରାଜପୁର(ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସରପଞ୍ଚ ସଂଘ ସଭାନେତ୍ରୀ ଶ୍ରୀୟା କର୍ମୀ ଙ୍କ ପୌରହିତ୍ୟରେ ଏକ ଜରୁରୀ ବୈଠକ ଉଫୁଲା ଗ୍ରାମ ପଞ୍ଚାୟତ ସଭଗୃହରେ ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକରେ ସରପଞ୍ଚ ସଂଘ ତରଫରୁ ପ୍ରଶାସନ ଓ ଜନପ୍ରତିନିଧିଙ୍କ ସହ ଆଲୋଚନା ପାଇଁ ଏକ ସମନ୍ୱୟ କମିଟି ମନୋନୟନ କରାଯାଇଥିଲା। ସରପଞ୍ଚ ସଂଘ ବିଭିନ୍ନ ସମସ୍ୟା ସମାଧାନ ଓ ଆଲୋଚନା ପାଇଁ ଉଫୁଲା ସରପଞ୍ଚ ତଥା ସଭାନେତ୍ରୀ ଶ୍ରୀୟା କର୍ମୀ, ଲୁତୁରପଙ୍କ ସରପଞ୍ଚ ତଥା ସମ୍ପାଦକ ସୂର୍ଯ୍ୟ କୁମାର ନନ୍ଦ, ସମନ୍ୱୟ କମିଟି ସଦସ୍ୟ ବରିଷ୍ଠ ସଦସ୍ୟ ତଥା ସରପଞ୍ଚ ପ୍ରମୋଦ ମହାପାତ୍ର, ମୁର୍ଷୁଣ୍ଢୀ ସରପଞ୍ଚ ମନୋଜ କୁମାର ସାହୁ, ଚମ୍ପାମାଲ ସରପଞ୍ଚ ମହେନ୍ଦ୍ର ଜଗଦଲାଙ୍କୁ ସମନ୍ୱୟ କମିଟି ସଭ୍ୟ ସଭ୍ୟା ଭାବରେ ଚୟନ କରାଗଲା।ରାଜ୍ୟ ସରପଞ୍ଚ ମହାସଂଘ ନିଷ୍ପତ୍ତି କ୍ରମେ ଏକ ମାସ ସ୍ଥଗିତ ରହିଥିବା ଆନ୍ଦୋଳନ ଆଗମୀ ୨୧ ତାରିଖ ରୁ ହେବାକୁ ଥିବା ବିଧାନସଭା ଶୀତ ଅଧିବେଶନ ଅବସରରେ ପୁଣି ଗଣଧାରଣା ଓ ଆନ୍ଦୋଳନର ଆବଶ୍ୟକତା ରହିଛି ବୋଲି ସଂଘ କର୍ମକର୍ତ୍ତା ଥିବା ହୃଦବୋଧ କରିଥଲେ। ରାଜ୍ୟ ସରପଞ୍ଚ ମହାସଂଘ ପରବର୍ତ୍ତୀ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ ନେଇ ମତାମତ ଲୋଡ଼ିଥିବା ଉପରେ ଆଲୋଚନା ହୋଇଥିଲା ବିଧାନସଭା ଅଧିବେଶନ ଆରମ୍ଭ ମାତ୍ରେ ପୁଣି ଗଣ ଆନ୍ଦୋଳନ ଓ ଧାରଣାରେ ସାମିଲ୍ ହେବା ନେଇ ସ୍ଥିରୀକୃତ ହେଇଥିଲା। ଅ।ନ୍ତ ମନ୍ତ୍ରୀସ୍ତରୀୟ କମିଟି ଓ ରାଜ୍ୟ ସରକାରଙ୍କ ସହିତ ଆଲୋଚନାରେ ପୂର୍ବରୁ ଉପସ୍ଥାପିତ ୧୫ ଦଫା ଦାବି ହାସଲ ଉଦ୍ଦେଶ୍ୟରେ ଦୁର୍ବାର ଆନ୍ଦୋଳନ ଜାରି ରଖିବା ପାଇଁ ବିଶଦ ଆଲୋଚନା ପାଇଁ ସଭାନେତ୍ରୀ ଓ କାର୍ଯ୍ୟକର୍ତ୍ତାଙ୍କୁ ଦାୟିତ୍ଵ ପ୍ରଦାନ୍ କରାଯାଇଥିଲା।କମିରା ସରପଞ୍ଚ ଅନୁସୁୟା ପଧାନ, ଖଣ୍ଡହତା ସରପଞ୍ଚ ଜୟଶ୍ରୀ ଦେହେରି, ବହଲ ପଦର ସରପଞ୍ଚ ସେଠୀ, ଦୁର୍ଜନ ତୈଳ। ସରପଞ୍ଚ ବିଷ୍ଣୁ ପ୍ରିୟା କୁମ୍ଭାର, ହିଲୁଙ୍ଗ ସରପଞ୍ଚ ବନିତା ସେଠୀ କେଂଝେରିଆ ପାଲି ସରପଞ୍ଚ ସସ୍ମିତା ଦୀପ , ବହଳପଦର ସରପଞ୍ଚ ନିରୂପମା ସେଠି, ସଂଗ୍ରାମପୁର ସରପଞ୍ଚ ଅଳକା କର୍ମୀ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ବ୍ଲକର ସମସ୍ତ ସରପଞ୍ଚ ଯୋଗଦେଇ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   31-Aug-2026
  ଜିଲ୍ଲା  
*ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   31-Aug-2026
  ଜିଲ୍ଲା  
ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା   31-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   31-Aug-2026
  ଜିଲ୍ଲା  
ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   30-Aug-2026
  ଜିଲ୍ଲା  
*କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   30-Aug-2026
  ଜିଲ୍ଲା  
ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   30-Aug-2026
  ଜିଲ୍ଲା  
ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   30-Aug-2026
  ଜିଲ୍ଲା  
ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   30-Aug-2026

You Might Also Like