-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

*ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳିତ   (30-Aug-2026)       ||      ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||     

HOME   ଜିଲ୍ଲା

ବିତର୍କ ପ୍ରତିଯୋଗିତା

20-Nov-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ):ଲୋକପ୍ରିୟ ଦୈନିକ ଓଡିଆ ଖବରକାଗଜ ‘ସକାଳ’ର ତୃତୀୟ ସ୍ୱନକ୍ଷତ୍ର ଦିବସ ଉପଲକ୍ଷେ ଜିଲ୍ଲା ସ୍ତରୀୟ ବିତର୍କ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି । ସ୍ଥାନୀୟ ପଟାଭାଡି ସ୍ଥିତ କୋଶଳ ଆବାସିକ ବିଦ୍ୟାଳୟ ପରିସରରେ ରବିବାର ଅନୁଷ୍ଠିତ ହୋଇଛି ଜିଲ୍ଲା ସ୍ତରୀୟ  ବିତର୍କ ପ୍ରତିଯୋଗିତା । ଏହି ପ୍ରତିଯୋଗିତାର ଜୁନିଅର ବିଭାଗରେ ୧୮ ଜଣ ପ୍ରତିଯୋଗୀ ଏବଂ ସିନିଅର ବିଭାଗରେ  ୧୪ ଜଣ ପ୍ରତିଯୋଗୀ ଭାଗ ନେଇଥିଲେ । ତୃତୀୟ ବର୍ଷ ପାଇଁ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବାରୁ ପ୍ରତିଯୋଗୀଙ୍କ ମନରେ ଏକ ସ୍ବତନ୍ତ୍ର ଉତ୍ସାହ ଦେଖିବାକୁ ମିଳିଥିଲା । ତେବେ   ଉଭୟ ବିଭାଗରେ ଛାତ୍ରୀ ମାନେ କମାଲ ଦେଖାଇଛନ୍ତି ।  ଜୁନିଅର ବିଭାଗରେ ସୋନପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ଅନ୍ୟାଶା ଦିକ୍ଷିତ ପ୍ରଥମ,  ସୋନପୁର ସରକାରୀ ବାଳିକା ବିଦ୍ୟାଳୟର ଶ୍ରେୟା ଦାଶ ଦ୍ବିତୀୟ    ଏବଂ ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ସ୍ଥିତପ୍ରଜ୍ଞା ମିଶ୍ର ତୃତୀୟ ସ୍ଥାନ ଅଧିକାର କରିଛନ୍ତ ।  ସେହିଭଳି ସିନିଅର ବିଭାଗରେ ଅର୍ପିତା ମିଶ୍ର ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ରୋହନ ସୁନା ଦ୍ବିତୀୟ ଏବଂ ସ୍ମୃତିମୟୀ ଦାଶ ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ସିନିଅରରେ ବିଜୟୀ  ତିନୋଟି ଯାକ ପ୍ରତିଯୋଗୀ  ସୋନପୁର କଲେଜର ଛାତ୍ରଛାତ୍ରୀ । ପ୍ରଥମ ସ୍ଥାନ ଅଧିକାର କରିଥିବା ଉଭୟ ପ୍ରତିଯୋଗୀଙ୍କୁ ଭୁବନେଶ୍ୱରଠାରେ ହେବାକୁ ଥିବା ରାଜ୍ୟସ୍ତରୀୟ ବିତର୍କ ପ୍ରତିଯୋଗିତାରେ ଭାଗ ନେବା ପାଇଁ ସୁଯୋଗ ମିଳିବ । ଏହି ବିତର୍କ ପ୍ରତିଯୋଗିତାରେ ବିଚାରକ ଭାବେ ବରିଷ୍ଠ ଆଇନଜୀବୀ ଅଦ୍ୱେତ ପ୍ରସାଦ ପଣ୍ଡା, ଶିଶୁ ମଙ୍ଗଳ କମିଟିର ସଦସ୍ୟ ଶାନ୍ତନୁ କୁମାର କର୍ଣ୍ଣ  ଓ ଶିକ୍ଷାବିତ୍ କ୍ଷୀରସାଗର ବିଭାର ଯୋଗ ଦେଇଥିଲେ ।  ଏହି ଅବସରରେ ଆୟୋଜିତ ପୁରସ୍କାର ବିତରଣ ସମାରୋହର ମୁଖ୍ୟ ଅତିଥି ଭାବେ ସୋନପୁର ଏଡିଏମ ଅଞ୍ଜଳିନା ପ୍ରଧାନ, ଏବଂ ସମାଜସେବୀ

ଶ୍ରୀବତ୍ସ ମଲ୍ଲିକ ଯୋଗ ଦେଇ କୃତି ପ୍ରତିଯୋଗୀଙ୍କୁ ମାନପତ୍ର ସହ ଟ୍ରଫି ପ୍ରଦାନ କରିଥିଲେ । ତେବେ ସମସ୍ତ ପ୍ରତିଯୋଗୀଙ୍କ ଅଭିଭାଷଣ ପ୍ରଦାନର ଦକ୍ଷତାକୁ ଅତିଥିଗଣ ଭୂୟସୀ ପ୍ରଶଂସା କରିଥିଲେ । କୋଶଳ ଆବାସିକ ସ୍କୁଲର ଅଧ୍ୟକ୍ଷ ସଂଜୟ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ସକାଳ ଜିଲ୍ଲା ପ୍ରତିନିଧି ଧରଣୀଧର ମିଶ୍ର  ଅତିଥି ପରିଚୟ ପ୍ରଦାନ ସହ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । ଶିକ୍ଷକ ଅବିନାଶ ନାଏକ, ମଳୟ ଛନ୍ଦ, ଦୀପ୍ତିମୟି ପଲିଆ, ସାମ୍ବାଦିକ ସହଦେବ ମେହେର, ସରୋଜ ପଧାନ , ସ୍କୁଲର ସମସ୍ତ କର୍ମଚାରୀ ଏବଂ ଛାତ୍ରଛାତ୍ରୀ କାର୍ଯ୍ୟକ୍ରମ ଆୟୋଜନରେ ସହଯୋଗ କରିଥିଲେ । ଶେଷରେ ପ୍ରଧାନ ଶିକ୍ଷକ ପରମା ନାଏକ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   31-Aug-2026
  ଜିଲ୍ଲା  
ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା   31-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   31-Aug-2026
  ଜିଲ୍ଲା  
ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   30-Aug-2026
  ଜିଲ୍ଲା  
*କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   30-Aug-2026
  ଜିଲ୍ଲା  
ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   30-Aug-2026
  ଜିଲ୍ଲା  
ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   30-Aug-2026
  ଜିଲ୍ଲା  
ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   30-Aug-2026
  ଜିଲ୍ଲା  
କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   30-Aug-2026
  ଜିଲ୍ଲା  
*ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   30-Aug-2026
  ଜିଲ୍ଲା  
ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   30-Aug-2026
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳିତ   30-Aug-2026

You Might Also Like