-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

*ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳିତ   (30-Aug-2026)       ||      ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||     

HOME   ଜିଲ୍ଲା

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର,ପଦ୍ମପୁର ର ୩୯ତମ ବାର୍ଷିକ କ୍ରୀଡ଼ା ସମାରୋହ ଉଦଘାଟିତ

20-Nov-2023



ପଦ୍ମପୁର (ପ୍ରେରଣା ଖବର )
 ସରସ୍ୱତୀ ଶିଶୁ  ବିଦ୍ୟାମନ୍ଦିର, ପଦ୍ମପୁର ର ୩୯ତମ ବାର୍ଷିକ କ୍ରୀଡ଼ା ସମାରୋହ ସ୍ଥାନୀୟ ଆରବି ହାଇସ୍କୁଲ ପଡ଼ିଆ ରେ ଆଜି ଉଦଘାଟିତ ହୋଇଯାଇଛି ।ମାନନୀୟ ଶ୍ରୀଯୁକ୍ତ ଲୋକନାଥ ଭୋଇ (ଉପଖଣ୍ଡ ଗୋଷ୍ଠୀ ଶିକ୍ଷା ଅଧିକାରୀ ପଦ୍ମପୁର) ମୁଖ୍ୟ ଅତିଥି ଭାବରେ ଯୋଗଦେଇ ମଶାଲ ସ୍ଥାପନା କରି ଧ୍ୱଜା ଆରୋହଣ ପୂର୍ବକ ୩୯ ଗୋଟି ଆତସ ବାଜିର ଶବ୍ବରେ କ୍ରୀଡ଼ା ସମାରୋହ କୁ ଉଦଘାଟନ ଘୋଷଣା କରି ଉପସ୍ଥିତ ଶିଶୁ ମାନଙ୍କୁ କ୍ରୀଡ଼ାବିତ୍ ମନୋଭାବ ରଖି ସମସ୍ତଙ୍କୁ ଭାଗ ନେବା ପାଇଁ ଉତ୍ସାହିତ କରିଥିଲେ।ପ୍ରାରମ୍ଭରେ ଦୂର୍ଗା ମନ୍ଦିର ରୁ ମଶାଲ ଶୋଭାଯାତ୍ରାରେ ବାହାରି ପଡ଼ିଆ କୁ ଜ୍ୟୋତି ପ୍ରବେଶ କରାଇ ମୂଖ୍ୟ ଅତିଥି ଙ୍କୁ ଦେଇଥିଲେ ମୁଖ୍ୟ ଅତିଥି ଜ୍ୟୋତି ସ୍ଥାପନ କରିଥିଲେ ।ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଯୁବରାଜ ପଧାନ ଅତିଥି ପରିଚୟ ସହ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ।

ଅନ୍ୟତମ ଅତିଥି ଭାବରେ ଶ୍ରୀଯୁକ୍ତ ପୃଥିରାଜ ସାହୁ ସଭାପତି, ଶ୍ରୀଯୁକ୍ତ ଦ୍ୱାଦଶ କୁମାର ପଧାନ ସଂକୁଳ ପ୍ରମୁଖ, ଶ୍ରୀଯୁକ୍ତ ଜନକଲାଲ ମେହେର ସମ୍ପାଦକ ପ୍ରମୁଖ ଯୋଗ ଦେଇଥିଲେ ।ଶିଶୁ ମାନଙ୍କ ସ୍ୱାଗତ ସଂଗୀତ ପରେ ବ୍ୟାୟାମ ଯୋଗ ର ପ୍ରଦର୍ଶନ କରାଯାଇଥିଲା ।ଶେଷରେ ସମ୍ପାଦକ ଜନକଲାଲ ମେହେର ଧନ୍ୟବାଦ ଅର୍ପଣ କରିଥିଲେ ।ଆଜି ର ମୁଖ୍ୟ ଆକର୍ଷଣ ଥିଲା ଶିଶୁ ବାଟିକା ବିଭାଗ ର ଖେଳ,ମାଆ ମାନଙ୍କ ବାଟି ଚାମଚ ଦୌଡ଼,ଅଭିଭାବକ ମାନଙ୍କ ୧୦୦ ମିଟର ଦୌଡ ସହିତ ବିଭିନ୍ନ ଖେଳ ଅନୁଷ୍ଠିତ ହୋଇଥିଲା । ଚୈତନ୍ୟ ଭୋଇ ସହ ପ୍ରଧାନ ଆଚାର୍ଯ୍ୟ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ଶାରୀରିକ ପ୍ରମୁଖ ପ୍ରଦୀପ ରାଜହଂସ ସୂଚନା ପ୍ରଦାନ କରିଥିଲେ।ସମସ୍ତ ଙ୍କ ସହଯୋଗରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   31-Aug-2026
  ଜିଲ୍ଲା  
ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା   31-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   31-Aug-2026
  ଜିଲ୍ଲା  
ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   30-Aug-2026
  ଜିଲ୍ଲା  
*କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   30-Aug-2026
  ଜିଲ୍ଲା  
ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   30-Aug-2026
  ଜିଲ୍ଲା  
ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   30-Aug-2026
  ଜିଲ୍ଲା  
ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   30-Aug-2026
  ଜିଲ୍ଲା  
କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   30-Aug-2026
  ଜିଲ୍ଲା  
*ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   30-Aug-2026
  ଜିଲ୍ଲା  
ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   30-Aug-2026
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳିତ   30-Aug-2026

You Might Also Like