-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳିତ   (30-Aug-2026)       ||      ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||     

HOME   ଜିଲ୍ଲା

୫୦ତମ ଟିକ୍ରାପଡା ନାମଯଜ୍ଞର କଳସ ଯାତ୍ରା ଓ ଶୋଭାଯାତ୍ରା

20-Nov-2023



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର ): ଟିକ୍ରାପଡା ଅହୋରାତ୍ର ନାମଯଜ୍ଞର ସୁବର୍ଣ୍ଣ ଜୟନ୍ତି ସମାରୋହ ନଭେମ୍ବର ୨୦ ତାରିଖରୁ ଆରମ୍ଭ ହୋଇଯାଇଛି l  ଏହି ନାମଯଂଜ୍ଞ ର ଅଧିବାସ ଓ କଳସ ଯାତ୍ରା ତା ୧୯.୧୧.୨୦୨୩ ସନ୍ଧ୍ୟା ରେ ଏକ ବର୍ଣ୍ଣlଢ୍ୟ  ଶୋଭାଯାତ୍ରାରେ ପ୍ରଭୁ ଶ୍ରୀ ରାଧାମାଧବଙ୍କୁ ସ୍ୱାଗତ କରି ନାମଯଜ୍ଞ ମଣ୍ଡଳୀ ରେ ସ୍ଥାପନା କରାଯାଇଥିଲା l ଏହି କଳସ ଯାତ୍ରାରେ ପୁରୀ ମଠାଧିସ  ସ୍ଵାମୀ ବଂଶୀଧର ମହାରାଜ ଓ  ବିଶ୍ୱତ୍ମ ଚେତନା ପରିଷଦ ଉପାଧ୍ୟକ୍ଷ ସ୍ଵାମୀ ମୁକ୍ତାନନ୍ଦ ସରସ୍ୱତୀ, ସାଗର ପଡା ଭାଗବତ

ଆଶ୍ରମ ରୁ ବାବା ପ୍ରେମାନନ୍ଦ ଦାସ ଓ ବାବା ବଂଶୀଧର ଦାସ ଙ୍କ  ଗହଣରେ ହଜାର ହଜାର ପୁରୁଷ ତଥା ମହିଳା ଭକ୍ତ ନଗର ପରିକ୍ରମା କରିଥିଲେ l ଏହି ଶୋଭାଯାତ୍ରାରେ ଶ୍ରୀ କୃଷ୍ଣ ଚୈତନ୍ୟ ସେବା ସଂସ୍ଥାନ ର ସମସ୍ତ ସଭ୍ୟ ସଭ୍ୟା, ବଲାଙ୍ଗିର ପୌରାଧ୍ୟ୍ୟକ୍ଷା ଲିକା ସାହୁ, ସମସ୍ତ  କାଉନସିଲର, ଗୋପାଳଜୀ ପାଣିଗ୍ରାହୀ, ହିମାଂଶୁ ପାଢ଼ୀ ନୀଳମଣି ମିଶ୍ର ସାମିଲ ହୋଇଥିଲେ l ସାତଦିନ ଧରି ଏହି ନାମଯଜ୍ଞରେ ଦୂରଦୂରାନ୍ତରୁ ଉଭୟ ପୁରୁଷ ଓ ମହିଳା ସଂକୀର୍ତନ୍ୟ ଦଳ ଆସି ପ୍ରଭୁଙ୍କ ନାମ ନେବେ ଏବଂ ଆସନ୍ତା ୨୨.୧୧.୨୩ ରୁ ଆଧ୍ୟାତ୍ମିକତା ଉପରେ ଆଧାରିତ ବିଭିନ୍ନ ପ୍ରତିଯୋଗିତା ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ବୋଲି ଏହି ଅନୁଷ୍ଠାନର ସଭାପତି ପ୍ରକାଶ କୁମାର ନେପାକ ସୂଚନା

ଦେଇଛନ୍ତି l ୨୦.୧୧.୨୩ ସୋମବାର ସକାଳ ୯ଘଣ୍ଟା ସମୟରେ ଏହି ନାମଯଜ୍ଞ କର୍ତ୍ତା ଅଙ୍କୁଶ ପ୍ରସାଦ ହୋତା ଓ ସହଧର୍ମିଣୀ ସାଗରୀକା ହୋତାଙ୍କ ଦ୍ୱାରା ମୁଖ୍ୟ ପୂଜକ ସୁରେନ୍ଦ୍ର ପାଣି ପୂଜା କାର୍ଯ୍ୟ ସମାପନ କରିବା ପରେ ନାମାରମ୍ଭ ହୋଇଥିଲା l  ଜନସାଧାରଣ ଏହି ନାମଯଜ୍ଞ ତଥା ଆସନ୍ତା ୨୨.୧୧.୨୩ ଆରମ୍ଭ ହେବାକୁ ଥିବା ପଞ୍ଚକୁଣ୍ଡିୟ ବିଶ୍ୱଶାନ୍ତି ବିଷ୍ଣୁ ମହାଯଜ୍ଞ ରେ ଯୋଗଦାନ କରି ପ୍ରଭୁ ରାଧାମାଧବଙ୍କ କୃପା ଲାଭ କରିବାକୁ  କମିଟି ତରଫରୁ ନିବେଦନ  କରା ଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା   31-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   31-Aug-2026
  ଜିଲ୍ଲା  
ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   30-Aug-2026
  ଜିଲ୍ଲା  
*କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   30-Aug-2026
  ଜିଲ୍ଲା  
ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   30-Aug-2026
  ଜିଲ୍ଲା  
ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   30-Aug-2026
  ଜିଲ୍ଲା  
ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   30-Aug-2026
  ଜିଲ୍ଲା  
କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   30-Aug-2026
  ଜିଲ୍ଲା  
*ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   30-Aug-2026
  ଜିଲ୍ଲା  
ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   30-Aug-2026
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳିତ   30-Aug-2026
  ଜିଲ୍ଲା  
ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   29-Aug-2026

You Might Also Like