-+91-9937148622 |

prerana_bgr@rediffmail.com |

  Wednesday 17th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   (17-Jun-2026)       ||      ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (16-Jun-2026)       ||      ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   (16-Jun-2026)       ||      ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   (16-Jun-2026)       ||      *ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   (16-Jun-2026)       ||      ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ    (16-Jun-2026)       ||      ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||     

HOME   ଜିଲ୍ଲା

ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଶାସ୍ତ୍ରୀ ନଗର ଠାରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର ଓ ଚଷମା ବଣ୍ଟନ

20-Nov-2023



ବଲାଙ୍ଗିର(ପ୍ରେରଣା ଖବର ): ଆଜି ସ୍ଥାନୀୟ ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର ଶାସ୍ତ୍ରୀ ନଗର ଠାରେ ଜାତୀୟ ସୁନେତ୍ର ଅଭିଯାନ ଅନ୍ତର୍ଗତ ମାଗଣା ଚକ୍ଷୁ ପରୀକ୍ଷା ଓ ଚଷମା ବଣ୍ଟନ କର ଯାଇଥିଲା l ବିଶେଶତଃ ଯେଉଁ ବ୍ୟକ୍ତି ବିଶେଷ ଙ୍କ ବ୍ୟାପକ ଚକ୍ଷୁ କ୍ଷତି କ୍ଷେତ୍ରରେ ସେମାନଙ୍କୁ  ଅନ୍ୟତ୍ର ଯେଉଁଠି ସୁନେତ୍ର ଯୋଜନା ଅଭିଯାନ ଅନ୍ତର୍ଗତ ଚିକିତ୍ସା ପଦ୍ଧତି ଉପଲବ୍ଧ ସେ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଥିଲା l ଉପରୋକ୍ତ ମାଗଣା ଚକ୍ଷୁ ଶିବିରରେ ସର୍ବମୋଟ ୬୨ ଜଣ ନିଜ ଚକ୍ଷୁ ପରୀକ୍ଷା କରାଇ ଥିବାବେଳେ ୯ ଜଣ ଙ୍କୁ ଉଚ୍ଚ ଚିକିତ୍ସା ପାଇଁ ପରାମର୍ଶ ଦିଆଯାଇଥିଲା l

ଉପରୋକ୍ତ ଶିବିର ରେ ଡ଼ା ଉଷାରଣୀ ଦାସ (ଚକ୍ଷୁ ବିଶେଷଜ୍ଞ ) ଯୋଗଦାନ କରି ସଭିଙ୍କର ଚକ୍ଷୁ ପରୀକ୍ଷା କରାଇଥିବାବେଳେ ସ୍ୱାସ୍ଥ୍ୟ କେନ୍ଦ୍ରର ସଭ୍ୟ ସଭ୍ୟା ଶ୍ରୀମତୀ ସୂର୍ଯ୍ୟାଶ୍ମି ହୋତା, ମାମୀ ସିଂଦେଓ, ରୋଜାଲିନା ହୋତା, ସତ୍ୟ ବ୍ରତ ଷଡ଼ଙ୍ଗୀ, ରୋନି ବଗର୍ତି, ମଣିଭଦ୍ର ବେହେରା ଇତ୍ୟାଦି ଶିବିର ରେ ସହଯୋଗ କରିଥିଲେ l

ସୁନେତ୍ର ଅଭିଯାନ ଅନ୍ତର୍ଗତ ଅନେକ ମାଗଣା ଚକ୍ଷୁ ପରୀକ୍ଷା ଆସନ୍ତା ଦିନ ମାନଙ୍କ ରେ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ରୁ ଆୟୋଜନ କରାଯିବାକୁ ଅନୁଷ୍ଠାନ ର ନିର୍ଦ୍ଧେଶକ, ଚେୟାରମ୍ୟାନ ସତ୍ୟ ରଞ୍ଜନ ମିଶ୍ର ଓ ରବି ରଞ୍ଜନ ପୂଜାରୀ ଜଣାଇ ସଭିଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   17-Jun-2026
  ଜିଲ୍ଲା  
ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   16-Jun-2026
  ଜିଲ୍ଲା  
*ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   16-Jun-2026
  ବିଶେଷ  
ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ   16-Jun-2026
  ଜିଲ୍ଲା  
ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   16-Jun-2026
  ଜିଲ୍ଲା  
ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ   16-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ   16-Jun-2026
  ଜିଲ୍ଲା  
ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ   16-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   16-Jun-2026

You Might Also Like