-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳିତ   (30-Aug-2026)       ||      ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||     

HOME   ଜିଲ୍ଲା

ଦୁଇଟି ବ୍ଲକ ଅଧୀନରେ ଗୋଟିଏ ରାସ୍ତା କିନ୍ତୁ ବିକାଶର ନାଁ ଧରୁନି

20-Nov-2023



ବୋଡ଼େନ  (ଡୋଲେସ୍ବର ଵାଗ )
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ଅଧୀନରେ ଖଇର ଭାଡ଼ି ଗ୍ରାମ ଥିବା ବେଳେ ଏହାର ପୁର୍ବ ଦିଗରେ ଅଛି ମହୁଳପଡ଼ା ଗ୍ରାମ ।ମହୁଲପଡ଼ା ଗ୍ରାମର ଅର୍ଦ୍ଧେକ ସିନାପାଲି ବ୍ଲକରେ ଯାଉଥିବାବେଳେ ଆଉ ଅର୍ଦ୍ଧେକ ବୋଡ଼େନ ବ୍ଲକରେ ଯାଏ ।ସେହି ମହୁଲ ପଡ଼ା ଗ୍ରାମର ବିଦ୍ୟାଳୟ ପଟୁ ଖଇରଭାଡି ଗ୍ରାମକୁ ସଂଯୋଗ କରୁଥିବା ରାସ୍ତାର ଆନୁମାନିକ ଦୂରତା ୧.୫ କି ମି ହୋଇପାରେ ।ସେହି ରାସ୍ତାଟି ଉଭୟ ବୋଡ଼େନ ଓ ସିନାପାଲି ବ୍ଲକ ଅଧୀନରେ ।କିନ୍ତୁ ରାସ୍ତାର କିଛି ଅଂଶ  ମାଟି ମୁରୁମ୍ ରେ ତିଆରି ପୁଣି କିଛି ଅଂଶ କଂକ୍ରିଟ । ଆଉ କିଛି ଅଂଶ ନା ଅଛି କଂକ୍ରିଟ ନା ଅଛି ମୁରୁମ ।ସେହି ଖାଲି ଥିବା ଅଂଶଟି କେଉଁ ଅତିତରୁ କେବଳ ମାଟି ଉପରେ ନିର୍ଭର କରି ରହି ଆସୁଅଛି ଯାହାକି ବର୍ଷାରେ ଧୋଇ ହୋଇ ଖାଲ ସୃଷ୍ଟି ହୋଇ ଯିବା ଆସିବାରେ ବ୍ୟାଘାତ ଘଟାଏ ।   ୧୩୪୫ ଜନସଂଖ୍ୟା ବିଶିଷ୍ଟ ଖଇର ଭାଡ଼ି ଗ୍ରାମରେ ସମୁଦାୟ ୩ ଟି ଅଙ୍ଗନୱାଡ଼ି କେନ୍ଦ୍ର ଓ ଗୋଟିଏ ପ୍ରାଥମିକ ବିଦ୍ୟାଳୟ ଅଷ୍ଟମ ଶ୍ରେଣୀ ଯାଏଁ ଅଛି ।ବିଦ୍ୟାଳୟରେ ବର୍ତ୍ତମାନ ୧୮୫ ପିଲା ଅଧ୍ୟୟନରତ ଥିବାବେଳେ ଅଷ୍ଟମ ଶ୍ରେଣୀରେ ଅଛନ୍ତି ୧୭ ଜଣ ଛାତ୍ରଛାତ୍ରୀ ।ସେହି ପିଲାମାନେ ମହୁଲ ପଡ଼ା ଉଚ୍ଚ ବିଦ୍ୟାଳୟ ଉପରେ ନିର୍ଭର କରନ୍ତି ପରବର୍ତ୍ତୀ ଶ୍ରେଣୀରେ ପାଠ ପଢ଼ିବାକୁ । ହେଲେ ଉଭୟ ବ୍ଲକ ପ୍ରଶାସନଙ୍କ ଅବହେଳା ଯୋଗୁଁ ୪୦ ବର୍ଷ ତଳର ରାସ୍ତାର ଅବସ୍ଥା ଯେମିତି ଥିଲା ଆଜି ବି ସେହି ଅବସ୍ଥା ।ତେଣୁ ସାଧାରଣରେ ଦାବି ହେଉଛି କି ଏହି ମିଳିତ ଶାସନ ଅଧୀନରେ ଥିବା ରାସ୍ତାକୁ କେବଳ ଗୋଟିଏ ଶାସନାଧୀନ କରାଯାଉ ଏବଂ ରାସ୍ତାର ଉନ୍ନତି କରି ଲୋକଙ୍କୁ ଯିବାଆସିବା ଦିଗରେ ସହଯୋଗ କରାଯାଉ ।ପୁଣି ଦୁଇଟି ବ୍ଲକ ଉପରେ ନିର୍ଭର କରୁଥିବା ଗ୍ରାମ ମହୁଲପଡ଼ାକୁ ସମ୍ପୂର୍ଣ୍ଣ ଗୋଟିଏ ଗ୍ରାମର ମାନ୍ୟତା ପ୍ରଦାନ କରି ସରକାରୀ ରେକର୍ଡରେ ପରିବର୍ତ୍ତନ ଆଣିବାକୁ ସରକାରଙ୍କ ଆଗରେ ଜନସାଧାରଣ ଦାବି କରୁଛନ୍ତି ।ଏହି ଖଇର ଭାଡ଼ି ଗ୍ରାମରୁ ଆସିଥିବା ରାସ୍ତାଟିକୁ ପ୍ରଧାନ ମନ୍ତ୍ରୀ ସଡ଼କ ଯୋଜନାରେ ସାମିଲ କରି ମହୁଳପଡ଼ା ପାଖରେ ଥିବା 
ପି  ଡବ୍ଲୁ ଡି ରାସ୍ତା ସହ ସଂଯୋଗ କରାଯାଉ ବୋଲି ବୁଦ୍ଧିଜୀବୀ ମହଲରେ ଆଲୋଚନା ସହ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା   31-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   31-Aug-2026
  ଜିଲ୍ଲା  
ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   30-Aug-2026
  ଜିଲ୍ଲା  
*କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   30-Aug-2026
  ଜିଲ୍ଲା  
ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   30-Aug-2026
  ଜିଲ୍ଲା  
ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   30-Aug-2026
  ଜିଲ୍ଲା  
ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   30-Aug-2026
  ଜିଲ୍ଲା  
କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   30-Aug-2026
  ଜିଲ୍ଲା  
*ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   30-Aug-2026
  ଜିଲ୍ଲା  
ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   30-Aug-2026
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳିତ   30-Aug-2026
  ଜିଲ୍ଲା  
ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   29-Aug-2026

You Might Also Like