-+91-9937148622 |

prerana_bgr@rediffmail.com |

  Sunday 30th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   (29-Aug-2026)       ||      ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||      ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   (29-Aug-2026)       ||      ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||      *ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   (29-Aug-2026)       ||      ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   (29-Aug-2026)       ||      ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   (29-Aug-2026)       ||      କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||     

HOME   ଜିଲ୍ଲା

ରାଜ୍ୟ ପୁରସ୍କାରପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା

21-Nov-2023



ବଲାଙ୍ଗିର(ଚିତ୍ରସେନ ବେହେରା)- ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଗ୍ରାମ ପଂଚାୟତ ଉଚ୍ଚ ବିଦ୍ୟାଳୟ ଛତାପିପଲ ରେ ଏକ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଯାଇଛି । ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ କୃଷ୍ଣଚନ୍ଦ୍ର ନାଏକ ଭାରତ ସରକାରଙ୍କ ବିଜ୍ଞାନ ପ୍ରଯୁକ୍ତି ଓ ଯୋଗାଯୋଗ ବିଭାଗ ଦ୍ୱାରା ପରିଚାଳିତ ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସ ର ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମ ଯାହା ଭୁବନେଶ୍ୱର ର ଡୁନ୍ ଇଣ୍ଟରନେସନାଲ ସ୍କୁଲ ଠାରେ ତା.୧୮.୧୧.୨୩ ରୁ ୧୯.୧୧.୨୩ ରେ ଅନୁଷ୍ଠିତ ହୋଇଥିଲା, ତାଙ୍କ ଦୀର୍ଘ ଦିନ ଧରି ବିଜ୍ଞାନ ପ୍ରତି ନିଜର ସମର୍ପିତ କାର୍ଯ୍ୟ ପାଇଁ ରାଜ୍ୟ ପୁରସ୍କାର ସମ୍ମାନରେ ସମ୍ମାନିତ କରାଯାଇଛି । ତେଣୁ ତାଙ୍କୁ ପରିଚାଳନା କମିଟି ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା । ସୂଚନାଯୋଗ୍ୟ ଯେ ଶ୍ରୀ ନାଏକଙ୍କ ମାର୍ଗ ଦର୍ଶନ ରେ ବିଦ୍ୟାଳୟର ୧୨ ଜଣ ଛାତ୍ରଛାତ୍ରୀ ରାଜ୍ୟସ୍ତରୀୟ, ୩ ଜଣ କଲିକତାରେ ଅନୁଷ୍ଠିତ ପୂର୍ବ ଭାରତୀୟ ବିଜ୍ଞାନ ମେଳା ଓ ୨ ଜଣ ଛାତ୍ର ଭୋପାଳ ଓ ଗାନ୍ଧୀନଗର ରେ ଅନୁଷ୍ଠିତ ସର୍ବ ଭାରତୀୟ ବିଜ୍ଞାନମେଳାରେ ଯୋଗଦାନ କରିପାରିଛନ୍ତି । କେବଳ ନିଜ ବିଦ୍ୟାଳୟ ନୁହେଁ ତାଙ୍କ ତତ୍ୱାବଧାନରେ ମଲମୁଣ୍ଡା ଉଚ୍ଚ ବିଦ୍ୟାଳୟ, କେନ୍ଦ୍ରୀୟ ବିଦ୍ୟାଳୟ ବଲାଙ୍ଗିରର ଛାତ୍ର ଛାତ୍ରୀମାନେ ମଧ୍ୟ ସଫଳତା ହାସଲ କରିଛନ୍ତି । ସେ ବର୍ତ୍ତମାନ ପୁଇଁନ୍ତଲା ବ୍ଲକ ବିଜ୍ଞାନ ସଂଯୋଜକ ଭାବେ ଦାୟିତ୍ୱ ତୁଳାଉଛନ୍ତି । ତାଙ୍କ ସଫଳତା ପାଇଁ ବ୍ଲକ ଶିକ୍ଷା ଅଧିକାରୀ ଲୋକନାଥ ସୁନା, ଜିଲ୍ଲା ବିଜ୍ଞାନ ନିରୀକ୍ଷକ ରାଜେଶ ମିଶ୍ର, ଜିଲ୍ଲା ସଂଯୋଜକ ଆନନ୍ଦ ବଡପଣ୍ଡା, ପ୍ରଧାନ ଶିକ୍ଷକ ଭାଗିରଥୀ ବାଗ, ଶିକ୍ଷକ ଗୋବିନ୍ଦ ପଟେଲ, ଗୋବିନ୍ଦ ଥାଟି ଓ ଅନ୍ୟ ଶିକ୍ଷକ, ଅଭିଭାବକ ତଥା ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ଶିକ୍ଷକବୃନ୍ଦ ଶୁଭେଚ୍ଛା ଜଣାଇଛନ୍ତି ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   29-Aug-2026
  ଜିଲ୍ଲା  
ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   29-Aug-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   29-Aug-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ   29-Aug-2026
  ରାଜ୍ୟ  
ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   29-Aug-2026
  ଜିଲ୍ଲା  
ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ   29-Aug-2026
  ଜିଲ୍ଲା  
ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   29-Aug-2026
  ରାଜ୍ୟ  
ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   29-Aug-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   29-Aug-2026

You Might Also Like