-+91-9937148622 |
prerana_bgr@rediffmail.com |
Tuesday 16th June 2026 |
R.N.I. Regd No. ODIODI/2010/46693
Breaking News
21-Nov-2023
ତୁଷୁରା,(ପଞ୍ଚାନନ ନାଏକ) ବଲାଙ୍ଗୀର ଜିଲ୍ଲା ମହକୁମା ସ୍ଥିତ ଟାଉନ ହଲ ଠାରେ ଆଯୋଜିତ ୭୦ତମ ନିଖିଲ ଭାରତ ସମବାୟ ସପ୍ତାହ-୨୦୨୩ ଓ ଜିଲ୍ଲାସ୍ତରୀୟ ସମବାୟ ମହୋତ୍ସବ କାର୍ଯ୍ୟକ୍ରମରେ କେନ୍ଦ୍ର ସମବାୟ ବ୍ୟାଙ୍କ ତୁଷୁରା ଶାଖା ଓ ମ୍ୟାନେଜର କିଶୋର କୁମାର ରାଜପୁତଙ୍କୁ ପାଟଣାଗଡ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ସରୋଜ ମେହେର ମାନପତ୍ର ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସମବାୟ ସମିତି ସମୂହର ଉପନିବନ୍ଧକ ଦମୟନ୍ତି ସିଂ ମୁଖ୍ଯ ବକ୍ତା ଭାବେ ଯୋଗ ଦେଇଥିବା ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ସ୍ମାରକ ରଞ୍ଜନ ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।