-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   (29-Aug-2026)       ||      ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||      ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   (29-Aug-2026)       ||      ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||      *ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   (29-Aug-2026)       ||      ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   (29-Aug-2026)       ||      ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   (29-Aug-2026)       ||      କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||     

HOME   ଜିଲ୍ଲା

ଅସହାୟ ତିଳୋତ୍ତମାଙ୍କୁ ସରକାରୀ ସହାୟତା ଯୋଗାଇବାକୁ ଦାବି - ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ମହିଳା ସରପଞ୍ଚ

21-Nov-2023



ବୀରମହାରାଜପୁର,(ବିନୋଦ ପାଣ୍ଡେ ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରଜପୁର ବ୍ଲକ ଅନ୍ତର୍ଗତ ଉଫୁଲା  ଗ୍ରାମର ସ୍ବର୍ଗତ ରାଜୀବ ସାହୁ ଙ୍କ ସ୍ତ୍ରୀ ତିଳୋତ୍ତମା ସାହୁ ଆର୍ଥିକ ଅନଟନ ଯୋଗୁଁ ଅସହାୟ ଅବସ୍ଥାରେ ଜୀବନ ଜାପାନ କରୁଥିବା ଅଭିଯୋଗ ହେଉଛି। ଶ୍ରୀମତୀ ସାହୁ ନିଜର ଦୁଇ ଶିଶୁ କନ୍ୟା ଗୁଡ଼ିଆ ରାଣୀ ସାହୁ (୧୨)  ଓ ଆଦ୍ୟାଶା ସାହୁ (୭)ଙ୍କ ଶିକ୍ଷା,ସ୍ଵାସ୍ଥ୍ୟ, ପୁଷ୍ଟି ଅନ୍ୟାନ୍ୟ ଖର୍ଚ୍ଚ ବହନ ପାଇଁ ଉଫୁଲା ସରପଞ୍ଚ ଶ୍ରୀୟା କର୍ମୀ ଙ୍କୁ ଗୁହାରି କରିଥିଲେ କରିଥିଲେ। ତିଳୋତ୍ତମା ତାଙ୍କର ବାର୍ଦ୍ଧକ୍ୟ ଭତ୍ତା ଓ ଜାତୀୟ ପରିବାର ମଙ୍ଗଳ ଯୋଜନା ମଞ୍ଜୁରୀ ପାଇଁ  ଆପତ୍ତି କରିବାରୁ ସରପଞ୍ଚ ଶ୍ରୀ କର୍ମୀ ବ୍ଲକ୍ ପ୍ରଶାସନ ଆଶୁ ପଦକ୍ଷେପ ପାଇଁ ଦୃଷ୍ଟି ଆକର୍ଷଣ କରି ବିଧବା ଭତ୍ତା ମଞ୍ଜୁରୀ ପରେ ପ୍ରଦାନ କରିଥିଲେ। ତିଳୋତ୍ତମା ଙ୍କ ଦୁଇ ଶିଶୁ କନ୍ୟା ଙ୍କ ବିକାଶ ଓ ସୁରକ୍ଷା ପାଇଁ ଜିଲ୍ଲାପାଲ ଓ ଅଧ୍ୟକ୍ଷ ଜିଲ୍ଲା ଶିଶୁ ମଙ୍ଗଳ ସମିତି ଅଧ୍ୟକ୍ଷ ଙ୍କୁ ପତ୍ର ଲେଖି ସରକାରୀ ସହାୟତା ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କ ଜରିଆରେ ପ୍ରଦାନ ପାଇଁ ଅନୁରୋଧ କରିଛନ୍ତି। ଅସହାୟ ଗରିବ ବିଧବା ଓ ବାପ ଛେଉଣ୍ଡ ଶିଶୁ ଙ୍କୁ ଶୀଘ୍ର ସହାୟତା ରାଶି ପ୍ରଦାନ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରିବେ ବୋଲି ସରପଞ୍ଚ ଶ୍ରୀୟା କର୍ମୀ ଆଶ୍ଵାସନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ   29-Aug-2026
  ରାଜ୍ୟ  
ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   29-Aug-2026
  ଜିଲ୍ଲା  
ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ   29-Aug-2026
  ଜିଲ୍ଲା  
ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   29-Aug-2026
  ରାଜ୍ୟ  
ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   29-Aug-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   29-Aug-2026
  ଜିଲ୍ଲା  
ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   29-Aug-2026
  ଜିଲ୍ଲା  
*ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   29-Aug-2026
  ଜିଲ୍ଲା  
ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   29-Aug-2026

You Might Also Like