-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   (29-Aug-2026)       ||      ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||      ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   (29-Aug-2026)       ||      ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||      *ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   (29-Aug-2026)       ||      ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   (29-Aug-2026)       ||      ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   (29-Aug-2026)       ||      କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||     

HOME   ଜିଲ୍ଲା

ବିଗ୍ରହ ପ୍ରତିଷ୍ଠା ପାଇଁ କଳସ ଶୋଭାଯାତ୍ରା

21-Nov-2023



ବୀରମହାରାଜପୁର,( ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଉଫୁଲା ପଞ୍ଚାୟତର ଅନ୍ତର୍ଗତ ଟିଠିପାଲି ଠାରେ ଏକ ନୂତନ ପଞ୍ଚମୁଖୀ ହନୁମାନ ବିଗ୍ରହଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ସୋମବାର କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ମହାନଦୀ ପଠାରେ ଗଙ୍ଗା ମାତାଙ୍କ ଆବାହନ କରି ରୀତିନୀତି ପୂଜାର୍ଚ୍ଚନା କରାଯାଇଥିଲା। ବହୁ ସଂଖ୍ୟକ ମହିଳା ପୁରୁଷ ପୂର୍ଣ୍ଣ କଳସି ଧରି  ଘଣ୍ଟ, ଶଙ୍ଖ ଓ ସଙ୍କୀର୍ତ୍ତନ ସହ ଏକ ଆଧ୍ୟାତ୍ମିକ ପରିବେଶରେ ନଗର ପରିକ୍ରମା କରି ପୂଜା ମଣ୍ଡପ ସ୍ଥାପନ କରିଥିଲେ । ଏଥିରେ ପୂଜକ ରତନ ନନ୍ଦ, ପୂର୍ଣ୍ଣ ଚନ୍ଦ୍ର ମିଶ୍ର, ଗୋପାଳ ନନ୍ଦ ପୂଜା କାର୍ଯ୍ୟ ତୁଲାଇଥିବା ବେଳେ  ରାଜ କୁମାର ପାତ୍ର ଓ ଧର୍ମପତ୍ନୀ, ବେଲାରସେନ ପାତ୍ର ଓ ଧର୍ମପତ୍ନୀ ସୁରୁଖୁରୁରେ କର୍ତ୍ତା ଦାଇତ୍ୱ ତୁଲାଇଥିଲେ।ମଙ୍ଗଳବାର ଏଠାରେ ପଞ୍ଚମୁଖୀ ହନୁମାନ ବିଗ୍ରହଙ୍କ ପ୍ରାଣ ପ୍ରତିଷ୍ଠା, ତୁଳସୀ ରାମାୟଣ ପାରାୟଣ ସହ ସାମୁହିକ ହନୁମାନ ଚାଳିଶା ପାଠ ଓ ପରମେଶ୍ବର ମଲ୍ଲିକଙ୍କ ଦ୍ଵାରା ପ୍ରବଚନ କାର୍ଯ୍ୟକ୍ରମ ରହିଛି। ବୁଧବାର ଅନ୍ତିମ ଦିନରେ ସାମୁହିକ ଦୀପଯଜ୍ଞ ଓ ତୁଳସୀ ରାମାୟଣ ପାରାୟଣ ସହ କୁସ୍ତି ପ୍ରଦର୍ଶନ କରାଯିବାର କାର୍ଯ୍ୟକ୍ରମ ରହିଛି। ଏଥିରେ ମନ୍ଦିର ପରିଚାଳନା କମିଟି ସଦସ୍ୟଙ୍କ ସହ ସୁବ୍ରତ ପାତ୍ର,ପ୍ରୀୟବ୍ରତ ଅମାତ,ମଳୟ ଅମାତ, ମଣ୍ଟୁ ପାତ୍ର, ଚନ୍ଦନ ପାତ୍ର ଓ ଗ୍ରାମବାସୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ   29-Aug-2026
  ଜିଲ୍ଲା  
ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   29-Aug-2026
  ରାଜ୍ୟ  
ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   29-Aug-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   29-Aug-2026
  ଜିଲ୍ଲା  
ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   29-Aug-2026
  ଜିଲ୍ଲା  
*ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   29-Aug-2026
  ଜିଲ୍ଲା  
ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   29-Aug-2026
  ଜିଲ୍ଲା  
ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   29-Aug-2026
  ଜିଲ୍ଲା  
କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ   29-Aug-2026
  ଜିଲ୍ଲା  
ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   29-Aug-2026

You Might Also Like