-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   (29-Aug-2026)       ||      ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||      ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   (29-Aug-2026)       ||      ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||      *ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   (29-Aug-2026)       ||      ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   (29-Aug-2026)       ||      ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   (29-Aug-2026)       ||      କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||     

HOME   ଜିଲ୍ଲା

ତ୍ରିନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ

21-Nov-2023



ବୀରମହାରାଜପୁର,(ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଗ୍ନିଶମ ବିଭାଗ କାର୍ଯ୍ୟଳୟ ନିକଟରେ ଏକ ତ୍ରିନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ ସମ୍ପନ୍ନ ହୋଇଛି। ଏଥିରେ ଅଗ୍ନିଶମ ଅଧିକାରୀ ଭରତଲାଲ ଏକ୍କା ଓ ତାଙ୍କ ପତ୍ନୀ ବାସନ୍ତୀ ଏକ୍କା କର୍ତ୍ତା ରହିଥିବାବେଳେ ବାବୁଲି ପୁରୋହିତ ପୂଜା କାର୍ଯ୍ୟ ତୁଳେଇଥିଲେ। ଏହି ଅବସରରେ କଳସ ଯାତ୍ରା ଓ ହୋମଯଜ୍ଞ ଆଦି ଅନୁଷ୍ଠିତ ହୋଇଥିଲା। କୃଷ୍ଣ ଚନ୍ଦ୍ର ଛୁରିଆ,ସୁଦାମ ବରିହା, ଲକ୍ଷ୍ମଣ ବିଶି, ପ୍ରମୋଦ ନାଗ, ହିମାଂଶୁ ବାରିକ,ସୁରେନ ପଧାନ, ରଘୁବୀର ମିର୍ଦ୍ଧା, ଶତୃଘ୍ନ କିସାନ, ଅରୁଣ ବେହେରା, ମୋତିଲାଲ ପଧାନ, ରାଜନ ସାହୁ, ସୁଶୀଲ ସାହୁ ପ୍ରମୁଖ ଅଗ୍ନିଶମ କର୍ମଚାରୀମାନେ ଏଥିରେ ସହଯୋଗ କରିଥିବା ବେଳେ ବହୁ ସଂଖ୍ୟକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   29-Aug-2026
  ରାଜ୍ୟ  
ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   29-Aug-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   29-Aug-2026
  ଜିଲ୍ଲା  
ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   29-Aug-2026
  ଜିଲ୍ଲା  
*ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   29-Aug-2026
  ଜିଲ୍ଲା  
ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   29-Aug-2026
  ଜିଲ୍ଲା  
ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   29-Aug-2026
  ଜିଲ୍ଲା  
କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ   29-Aug-2026
  ଜିଲ୍ଲା  
ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026

You Might Also Like