-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   (29-Aug-2026)       ||      ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||      ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   (29-Aug-2026)       ||      ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||      *ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   (29-Aug-2026)       ||      ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   (29-Aug-2026)       ||      ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   (29-Aug-2026)       ||      କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||     

HOME   ଜିଲ୍ଲା

ମୁରିବାହାଲ ବ୍ଲକ ସ୍ତରୀୟ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ I ୩୯୦ ଜଣ ଭିନ୍ନକ୍ଷମ ପୁଞ୍ଜିକୃତ

21-Nov-2023



ମୁରିବାହାଲ (ପ୍ରେରଣା ଖବର )
ବଲାଙ୍ଗୀର ଜ଼ିଲ୍ଲା ମୁରିବାହାଲ ବ୍ଲକ ସ୍ତ୍ରୀରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ  ଶିବିର ମଙ୍ଗଳବାର ଦିନ ବ୍ଲକ ପରିସରରେ ଠାରେ ଅନୁଷ୍ଠିତ ହୋଇ ଯାଇଛି I ଉକ୍ତ ଶିବିର ରେ ମୁରିବାହାଲ ବ୍ଳକ ର ୨୨ ଗୋଟି ଗ୍ରାମ ପଂଚାୟତ ର ଭିନ୍ନକ୍ଷମ ଉପସ୍ଥିତ ରହି ପୁଞ୍ଜିକୃତ କରି ଥିଲେ Iଏହି ଅବସରେ ମୁରିବାହାଲ ବ୍ଲକ ଆକାଉଣ୍ଟ ଅଧିକାରୀ ଘେନୁରାମ ତାଣ୍ଡି ଙ୍କର ଅଧକ୍ଷତା ରେ ମୁରିବାହାଲ ବ୍ଲକ ଅଧକ୍ଷ ହରିବନ୍ଧୁ ମେହେର ମୁଖ୍ୟ ଅତିଥି ରୂପେ ଉପସ୍ଥିତ ରହି ଶିବିର କୁ ଉତଘାଟନ କରିବା ସହ ଭିନ୍ନକ୍ଷମ ମାନଙ୍କୁ ସୁବିଧା ପାଇଁ ବ୍ଲକ ପ୍ରଶାସନ ସଦାସର୍ବଦା କାର୍ଯ୍ୟକରିଵା ଉପରେ ନିଜର ମତବ୍ୟକ୍ତ କରିଥିଲେ Iସମ୍ମାନିତ ଅତିଥି ରୂପେ  ବଲାଙ୍ଗୀର ଜ଼ିଲ୍ଲାପରିଷଦ୍ଧ ଉପାଧକ୍ଷ ମିଥିଲା ମାଝୀ, ସାଂସଦ କଂର ପ୍ରତିନିଧି ଶ୍ରୀବତ୍ସ ବେହେରା, ବ୍ଲକ ଉପାଧକ୍ଷ ଯାଜ୍ଞ ସେନି ହାତୀ, ସରପଞ୍ଚ ସଂଘ ସଭାପତି ବିଶ୍ଵବିହାରୀ ଯୋଶୀ, ଡି ଏସ ଏସଓ ମଦନଜିତ ହୋତା, ସି ଡିପି ଓ, ସୁପ୍ରଭା ମହାପାତ୍ର, ଫେଡେରେସନ ସଭାପତି ସାବେତ୍ରୀ ମହାନନ୍ଦ, ପ୍ରମୁଖ ଉପସ୍ଥିତ ରହି ଭିନ୍ନ କ୍ଷମ କୁ ମାନପତ୍ର ବ୍ୟବସ୍ଥା, କେନ୍ଦ୍ର ଓ ରାଜ୍ୟ ସରକାର କୁ  ବିଭିନ୍ନ ଯୋଜନା, ଭିନ୍ନ କ୍ଷମ ମାନଙ୍କୁ ଶିକ୍ଷା ବ୍ୟବସ୍ଥା ପାଇଁ ସହଯୋଗ, ଓ ଭିନ୍ନକ୍ଷମ କୁ ବିବାହ ପ୍ରଶାସନ ରାଶି ଉପରେ ଆଲୋକ ପାତ କରି ଥିଲେ I ଉକ୍ତ ଶିବିର ରେ ସର୍ବ ମୋଟ ୩୯୦ ଜଣ ଭିନ୍ନକ୍ଷମ ପୁଞ୍ଜିକୃତ କରି ଥିବା ବେଳେ ନାସା,କର୍ଣ୍ଣ, ଆଖି, ଅନ୍ୟାନ୍ୟ  ସମସ୍ୟା ଉପରେ   ଡାକ୍ତର କଂର ପରାମର୍ଶ ନେଇ ଥିଲେ I ଡାକ୍ତର ମାନଙ୍କୁ ମଧ୍ୟରେ ଚକ୍ଷୁରୋଗ ବିଶେଷଜ୍ଞ  ଡ଼ା ସୁନିତା ହୋତା, ଇ,ଏ,ଣ୍ଟି ବିଶେଷଜ୍ଞ ଡ଼ା ଯଦୁମଣି ନାୟକ, ମାନସୀକ ରୋଗ ବିଶେଷଜ୍ଞ ଡ଼ା ଅନଲି କୁମାର ନାୟକ,ଅସ୍ତିଶଲ୍ୟ ବିଶେଷଜ୍ଞ ଡ଼ା ଜୟ ଶଙ୍କର ମିଶ୍ର, ମେଡ଼ିସିନ ବିଶେଷଜ୍ଞ  ଡ଼ା କମଳା କାନ୍ତ ସାହୁ, ପ୍ରମୁଖ ଉପସ୍ଥିତ ରହି ପରାମର୍ଶ ଦେଇ ଥିଲେ ।ଏହି ଅବସରରେ ୪୭ ଜଣ ଭିନ୍ନକ୍ଷମ କ୍ନୁ ସ୍ୱତନ୍ତ୍ର ଉପକାରଣ ଓ  ୩୮ ଜଣକୁ ସାମାଜିକ ସୁରକ୍ଷା ଭତ୍ତା ପ୍ରଦାନ କରା ଯାଇଛି I ମୁରିବାହାଲ ବି, ଏସ ଏସ ଓ  ରିଙ୍କୁ ମେହେର ଙ୍କର ତତ୍ୱବଧାନ ରେ  ମିଶନ ଶକ୍ତି ର ମହିଳା, ଅଙ୍ଗନ ୱାଡି କର୍ମୀ, ଓ ବ୍ଲକ ର ସମସ୍ତ କର୍ମଚାରି  ସହଯୋଗ କରି ଥିବା ବେଳେ ବି ପି ଏମ ଗୋପାଳ କୃଷ୍ଣ ଦୀପ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେI


News Comment




Photo in News

Advertisment
Lastest News
  ରାଜ୍ୟ  
ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   29-Aug-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   29-Aug-2026
  ଜିଲ୍ଲା  
ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   29-Aug-2026
  ଜିଲ୍ଲା  
*ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   29-Aug-2026
  ଜିଲ୍ଲା  
ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   29-Aug-2026
  ଜିଲ୍ଲା  
ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   29-Aug-2026
  ଜିଲ୍ଲା  
କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ   29-Aug-2026
  ଜିଲ୍ଲା  
ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026

You Might Also Like