-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||      ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   (29-Aug-2026)       ||      ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||      *ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   (29-Aug-2026)       ||      ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   (29-Aug-2026)       ||      ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   (29-Aug-2026)       ||      କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||     

HOME   ଜିଲ୍ଲା

ସିନାପାଲି ବ୍ଲକ ବିଜ୍ଞାନ ଶିକ୍ଷକଙ୍କ ବନ୍ଧୁ ମିଳନ

21-Nov-2023



ନୂଆଁପଡ଼ା /ସିନାପାଲି: ସ୍ଥାନୀୟ ଲିଆଡ ସ୍ଥିତ ପ୍ରାକୃତିକ ପରିବେଶ ମଧ୍ୟରେ ସିନାପାଲି ବ୍ଲକ ଅନ୍ତର୍ଗତ ସମସ୍ତ ହାଇସ୍କୁଲ ବିଜ୍ଞାନ ଶିକ୍ଷକଙ୍କ ବନ୍ଧୁ ମିଳନ ଅନୁଷ୍ଠିତ ହୋଇଯାଇଛି ା କାର୍ଯ୍ୟକ୍ରମରେ ସିନାପାଲି ବିଜ୍ଞାନ ଫୋରମର ସମସ୍ତ କର୍ମକର୍ତ୍ତା ଓ  ସଦସ୍ୟ ଯୋଗ ଦେଇଥିଲେ । ଏ ଅବସରରେ ବ୍ଲକ ସଂଯୋଜକ ସତ୍ୟବାନ ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଅବସରପ୍ରାପ୍ତ ବିଜ୍ଞାନ ଶିକ୍ଷକ ତୁଳସୀରାମ ମେହେର ଏବଂ ଧବଳେଶ୍ବର ମେହେରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।

ସଭାକୁ ମନୋରଞ୍ଜନ ମେହେର ସଂଯୋଜନା କରିଥିବା ବେଳେ ସଭାରେ ଶିକ୍ଷକ କୈଳାସ ଚନ୍ଦ୍ର ଦାସ, ସୁରେଶ ଚନ୍ଦ୍ର ମହାନ୍ତି ପ୍ରମୁଖ ଉପସ୍ଥିତଥିଲେ । ବିଜ୍ଞାନ ଶିକ୍ଷକ ଭାବରେ ଛାତ୍ରଛାତ୍ରୀଙ୍କୁ କିପରି ଉତ୍ତମ ଶିକ୍ଷା ପ୍ରଦାନ କରାଯାଇପାରିବ ସେନେଇ ଆଲୋଚନା ହେବା ସହ ବରିଷ୍ଠ ଶିକ୍ଷକମାନେ ମାର୍ଗଦର୍ଶନ କରିଥିଲେ l  

(ବିଶି ଚନ୍ଦନ ମାଝୀଙ୍କ ରିପୋର୍ଟ୍ )


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   29-Aug-2026
  ଜିଲ୍ଲା  
ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   29-Aug-2026
  ଜିଲ୍ଲା  
*ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   29-Aug-2026
  ଜିଲ୍ଲା  
ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   29-Aug-2026
  ଜିଲ୍ଲା  
ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   29-Aug-2026
  ଜିଲ୍ଲା  
କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ   29-Aug-2026
  ଜିଲ୍ଲା  
ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   28-Aug-2026

You Might Also Like