-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||     

HOME   ଜିଲ୍ଲା

ରାସ୍ତାକଡରୁ ଅସହାୟ ମାନସିକ ବ୍ୟକ୍ତିକୁ ଉଦ୍ଧାର କଲେ ଉପାଧ୍ୟକ୍ଷ

21-Nov-2023



ବୀରମହାରାଜପୁର,  (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଜଟେସିଂହା ହରିହର ଜୋର ପୋଲ ଉପରୁ ଜଣେ ଅସହାୟ ମାନସିକ ଅଜଣା ବ୍ୟକ୍ତିଙ୍କୁ ସ୍ଥାନୀୟ ବ୍ଳକ ଉପାଧ୍ୟକ୍ଷ ନାରାୟଣ ଲୁହା ଉଦ୍ଧାର କରିଥିଲେ।‌  ସୁବଳୟାକୁ  କୈାଣସି କାର୍ଯ୍ୟରେ  ଯାଉଥିବା ସମୟରେ ଉପାଧ୍ୟକ୍ଷ ଶ୍ରୀ ଲୁହା ଉକ୍ତ ସ୍ଥାନରେ  ଅସହାୟ ଅବସ୍ଥାରେ ଜଣେ ମାନସିକ ବ୍ୟକ୍ତି ପଡି ରହିଥିବା ଦେଖିବାକୁ ପାଇଥିଲେ। ତୁରନ୍ତ ସେଠାରେ ନିଜ ଗାଡି ଅଟକାଇ ଉକ୍ତ ଅପରିଚିତ ଅସହାୟ ବ୍ୟକ୍ତି କୁ ପ୍ରଥମେ ତା'ର ମୁହଁରେ ପାଣି ପକାଇ ଥିଲେ। ଏବଂ ଜୀବିତ ଥିବା ଜାଣି ପାଣି ପିଇବାକୁ ଦେଇଥିଲେ।  ଏହି ମାନସିକ ବ୍ୟକ୍ତି ଜଣକ ଗୁରୁତର ଥିବାରୁ ଶ୍ରୀ ଲୁହା ଉକ୍ତ ସ୍ଥାନରୁ ତୁରନ୍ତ ଉଦ୍ଧାର କରି  ଆମ୍ବୁଲାନ୍ସ ଯୋଗେ ବୀରମହାରାଜପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ସ୍ବପ୍ନେଶ୍ଵର ବେହେରା ଗୁରୁତର ବ୍ୟକ୍ତିକୁ ଚିକିତ୍ସା କରିବା ସହ ବାମ ହାତର ଆଙ୍ଗୁଠି କଟି ପୋକ ଲାଗିଥିବା ସ୍ଥାନରେ ସଫା  କରିଥିଲେ। ସେ ଆଠଗଡ  ବଡମ୍ବା ଗ୍ରାମର ପ୍ରମୋଦ କୁମାର ପ୍ରଧାନ ବୋଲି ପ୍ରକାଶ କରିଥିଲା। ମୋ ନିଜ ସ୍ତ୍ରୀ ମୋତେ ଛାଡି ଯିବାରୁ ମୋର ଏମିତି ଅବସ୍ଥା ହୋଇଛି ବୋଲି ନିଜେ କହିଛି। ଉପାଧ୍ୟକ୍ଷ ଶ୍ରୀ ଲୁହା ତାଙ୍କୁ ଗାଧୋଇ ନୂତନ ବସ୍ତ୍ର ପରିଧାନ କରିବା ସହ ଖାଇବାକୁ ଦେଇଥିଲେ। ଉପାଧ୍ୟକ୍ଷ ମହାନ କାର୍ଯ୍ୟ ଯୋଗୁଁ ଉକ୍ତ ଅସହାୟ ବ୍ୟକ୍ତି ଜଣକ ନୂଆ ଜିବନ ପାଇଛି । ଫଲରେ ଅଞ୍ଚଳର ବିଭିନ୍ନ ମହଲରୁ ଶ୍ରୀ ଲୁହାଙ୍କୁ ସାଧୁବାଦ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ   29-Aug-2026
  ଜିଲ୍ଲା  
ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   28-Aug-2026
  ଜିଲ୍ଲା  
ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   28-Aug-2026
  ଜିଲ୍ଲା  
ବିରଳ ପ୍ରଜାତିର କଇଁଛ ଉଦ୍ଧାର   28-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   28-Aug-2026
  ଜିଲ୍ଲା  
ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   28-Aug-2026
  ରାଜ୍ୟ  
ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   28-Aug-2026

You Might Also Like