-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||     

HOME   ଜିଲ୍ଲା

ପୁଣି ବିଧାନସଭାରେ ସିନ୍ଧେକେଲାକୁ ନୂତନ ବ୍ଲକ ଘୋଷଣା ନେଇ ପ୍ରଶ୍ନ ଉଠାଇଲେ ବିଧାୟକ ସାଲୁଜା, ଅଞ୍ଚଳରେ ନୂତନ ଆଶା ସଞ୍ଚାର

22-Nov-2023



ସିନ୍ଧେକେଲା(ଅନୀଲ କୁମାର ତ୍ରିପାଠୀ ): ବଲାଙ୍ଗୀର ଜିଲ୍ଲା ଶେଷ ସୀମାରେ ଅବସ୍ଥିତ ସିନ୍ଧେକେଲା। ବର୍ତ୍ତମାନ ବଙ୍ଗୋମୁଣ୍ଡା ବ୍ଲକ ଅଧିନରେ ଥିବା ବେଳେ ଦୀର୍ଘ ପ୍ରାୟ ତିନି ଦଶନ୍ଧି ଉପରେ ହେଲା ସିନ୍ଧେକେଲାର ପାରିପାର୍ଶ୍ବିକ ସ୍ଥିତି ଯୋଗୁଁ ଏକ ନୂତନ ବ୍ଲକ ଘୋଷଣା କରାଯିବା ପାଇଁ ବାରମ୍ବାର ଦାବି ହୋଇ ଆସୁଛି  l ଏହାରି ଭିତରେ ସରକାର ସିନ୍ଧେକେଲା ପ୍ରତି ବୈମାତୃକ ମନୋଭାବ ପୋଷଣ କରିଆସୁଛନ୍ତି ବୋଲି ଅଭିଯୋଗ କରି ଅଞ୍ଚଳରେ ବିଭିନ୍ନ ସମୟରେ ଅଖଚକ, ଦୋକାନ ବଜାର ବନ୍ଦ କରି ସିନ୍ଧେକେଲାକୁ ଏକ ନୂତନ ବ୍ଲକ ଘୋଷଣା କରାଯିବାକୁ ନେଇ ଦାବି ହୋଇ ଆସିଛି । ତେବେ ସିନ୍ଧେକେଲା ଅଞ୍ଚଳ ବାସୀଙ୍କ ଭାବାବେଗ ଓ ଦାବିକୁ ଓଡିଶା ବିଧାନସଭାର ଶୀତକାଳୀନ ଅଧିବେସନରେ ୨୧ ତାରିଖ ମଙ୍ଗଳବାର ଦିନ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା ପତ୍ର ସଂଖ୍ୟା ୟୁଡିଏକ୍ୟୁ ନମ୍ବର - ୧୬ ର ପ୍ରଶ୍ନ (କ) ରାଜ୍ୟ ସରକାର ରାଜ୍ୟରେ ମୋଟ କେତେ ଗୋଟି ନୂଆ ବ୍ଲକ ଗଠନ କରିବା ପାଇଁ ବିଚାର କରୁଛନ୍ତି ତାର ଜିଲ୍ଲା ନାମ ଓ ନୂତନ ବ୍ଲକର ନାମ ତାଲିକା (ଖ) ସିନ୍ଧେକେଲା ପଞ୍ଚାୟତ ଓ ଲାଠୋର ପଞ୍ଚାୟତ କୁ ନୂଆ ବ୍ଲକ ଘୋଷଣା କରିବା ପାଇଁ ବିଚାର କରିବେ କି ଓ କୋଉ ସମୟ ସୀମା ମଧ୍ୟରେ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିବେ ବୋଳି ପଚାରିଥିଲେ। ଏହାର ଉତ୍ତରରେ ପଞ୍ଚାୟତ ରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ପ୍ରଶ୍ନ (କ) ବର୍ତ୍ତମାନ ରାଜ୍ୟରେ ନୂତନ ବ୍ଲକ ପୁନର୍ଗଠନ ପାଇଁ ସରକାରଙ୍କ କୋୖଣସି ଯୋଜନା ନାହିଁ (ଖ) ଭବିଷ୍ୟତରେ ସରକାର ବ୍ଲକ ପୁନର୍ଗଠନ ପାଇଁ ଯେତେବେଳେ ବିଧିବଦ୍ଧ ନିଷ୍ପତ୍ତି ନେବେ ସେ ସମୟରେ ସିନ୍ଧେକେଲା ପଞ୍ଚାୟତ ଓ ଲାଠୋର ପଞ୍ଚାୟତକୁ ନୂଆ ବ୍ଲକ ଘୋଷଣା କରିବା ପ୍ରସ୍ତାବ ଉପରେ ବିଚାର କରିବେ ବୋଲି ଉତ୍ତର ରଖିଥିଲେ l ବିଧାୟକ ସାଲୁଜା ବିଭିନ୍ନ ସମୟରେ ଐତିହ୍ୟ ସମ୍ପନ୍ନ ରାଣୀପୁର ଝରିଆଲ ହେଉ କି ସିନ୍ଧେକେଲା ବ୍ଲକ ଦାବି ହେଉ ସବୁବେଳେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରୁଥିବା ଯୋଗୁଁ ଅଂଚଳବାସୀ ଧନ୍ୟବାଦ ଦେଇଛନ୍ତି । ସରକାର ମଧ୍ୟ ଠିକ ସମୟରେ ଠିକ ନିଷ୍ପତ୍ତି ନେଲେ ଅଞ୍ଚଳବାସୀ ଉପକୃତ ହୋଇପାରିବେ ବୋଲି ବିଭିନ୍ନ ଅନୁଷ୍ଠାନ ଓ ବ୍ୟକ୍ତି ବିଶେଷ  ଆଶା କରୁଛନ୍ତି । ବ୍ଲକ ଦାବିକୁ ନେଇ ଅଞ୍ଚଳରେ ଏକ ଆଶା ସଞ୍ଚାର ହୋଇଥିବା ବେଳେ ଆଗାମୀ ଦିନରେ ମଧ୍ୟ ଦରକାର ପଡିଲେ ବ୍ଲକ ଦାବିକୁ ନେଇ ଦଳମତ ନିର୍ବିଶେଷରେ ରାଜରାସ୍ତାକୁ ଓହ୍ଲାଇବା ପାଇଁ ପଛଘୁଞ୍ଚା ଦେବୁନାହିଁ ବୋଲି ସମାଜସେବୀ ଅନିଲ କୁମାର ତ୍ରିପାଠୀ, ସିନ୍ଧେକେଲା ବଣିକ ସଂଘ ସଭାପତି ସୁବାସ ଜୈନ , ଝରିଆଲ ସରପଞ୍ଚ ଭରଦ୍ୱାଜ ଗହୀର, ଅଳଣ୍ଡା ସରପଞ୍ଚଙ୍କ ପ୍ରତିନିଧି ଯୁବରାଜ ବାଗ, ଝଲପ ସରପଞ୍ଚଙ୍କ ପ୍ରତିନିଧି ଗୋବିନ୍ଦ ପୁଟେଲ, ବରିଷ୍ଠ ସାମ୍ବାଦିକ ଦିନେଶ ଜୈନ, ବଲାଙ୍ଗୀର ଜିଲ୍ଲା ବିଜେଡ଼ି ଉପସଭାପତି ଉମାକାନ୍ତ ସାହୁ, ଜିଲ୍ଲା ବିଜେପି ସମ୍ପାଦକ ଅନିଲ ନାଏକ, ସିନ୍ଧେକେଲା ମଣ୍ଡଲ ବିଜେପି ଯୁବମୋର୍ଚ୍ଚା ଉପସଭାପତି ହେମନ୍ତ ସାହୁ, ନରେଶ ରଣା, ନିତ୍ୟାନନ୍ଦ ପୃଷେଠ ପ୍ରମୁଖ ସୁଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   28-Aug-2026
  ଜିଲ୍ଲା  
ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   28-Aug-2026
  ଜିଲ୍ଲା  
ବିରଳ ପ୍ରଜାତିର କଇଁଛ ଉଦ୍ଧାର   28-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   28-Aug-2026
  ଜିଲ୍ଲା  
ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   28-Aug-2026
  ରାଜ୍ୟ  
ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   28-Aug-2026
  ଜିଲ୍ଲା  
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ   28-Aug-2026

You Might Also Like