-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||      ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଲକରେ ଶିକ୍ଷାବ୍ୟବସ୍ଥା"ଦିଦି କହୁଛନ୍ତି ୧୫ମିନିଟ ଲେଟରେ ବିଦ୍ୟାଳୟକୁ ଆସିଲେ ଚଳିବ ଆମର ନିୟମ ଅଛି

22-Nov-2023



ନବରଙ୍ଗପୁର (ମିହିର ଶଙ୍କର ପାତ୍ର)
ଡାବୁଗାଁ ବ୍ଲକ ସରକାରୀ ନୂତନ ପ୍ରାଥମିକ ବିଦ୍ୟାଳୟ, ଜୟନ୍ତୀନଗର ଠାରେ ଦେଖିବାକୁ ମିଳିଛି ଏକ ଅଭାବନିୟ ଘଟଣା ଦିନ ୧୦ଘଣ୍ଟା ପରେମଧ୍ୟ ବିଦ୍ୟାଳକୁ ଆସୁ ନାହାନ୍ତି ଦାଇତ୍ୱରେ ଥିବା ଶିକ୍ଷୟିତ୍ରୀ ମାନେ।ଏହା ଗୋଟିଏ ଦିନର ଘଟଣା ନୁହଁ ଏଭଳି ସବୁବେଲେ ବିଳମ୍ବରେ ଆସୁଥିବା ଆଖପାଖ ଲୋକ ଏବଂ ଛାତ୍ରଛାତ୍ରୀ କହୁଛନ୍ତି। ଦୁଃଖର ସହ କହିବାକୁ ପଡୁଛି ଏହି ବିଦ୍ୟାଳୟ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରୁ ମାତ୍ର ୧ କିଲୋମିଟର ଦୂରରେ ଅବସ୍ଥିତ। ଏକ ପଦରେ କହିବାକୁ ଗଲେ "ଦୀପତଲ ଅନ୍ଧାର ଭଳି" ଶିକ୍ଷାବିଭାଗର ଉପରକ୍ତ ଅଧିକାରୀ ମାନଙ୍କ ଏବଂ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ସଲସୁତାରାରେ ଚାଲିଛି ଡାବୁଗାଁ ବ୍ଲକର ସରକରି ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ଶିକ୍ଷାବ୍ୟବସ୍ଥା। ଆଜି କଣ ପାଇଁ ଆପଣ ମାନେ ୧୦.୩୦ ପରେ ଆସୁଛନ୍ତି ବଲି ପଚାରିବାରୁ ଜୟନ୍ତୀନଗର ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତୀ ପୁଷ୍ପାଳତା ପରିଡା କହିଲେ ୧୫ମିନିଟ ଲେଟରେ ବିଧ୍ୟାଳୟକୁ ଆସିଲେ ଚଲିବ ଆମର ନିୟମ ଅଛି। କିନ୍ତୁ ଏବିଷୟରେ ଡାବୁଗାଁ CRCC ଙ୍କୁ ପଚାରିବାରୁ ଏଭଳି କିଛି ନିୟମ ନାହିଁ ବଲି ଜାଣିଲେ।କିନ୍ତୁ ଏବିଷୟରେ ଅଧିକ ଜାଣିବା ପାଇଁ ଆମ ପ୍ରତିନିଧି 12ଘଣ୍ଟ ବେଳେ ବ୍ଲକ ଗୋଷ୍ଠୀ ଶିକ୍ଷାଅଧିକାରୀଙ୍କ କାର୍ଯ୍ୟାଳୟକୁ ଯାଇଥିଲେ, ଅଫିସ ଖୁଲାଥିଲା କିନ୍ତୁ କର୍ମଚାରୀ ମାନେ ଅଫିସରେ ନଥିଲେ। ଶିକ୍ଷାବିଭାଗର ଉପରକ୍ତ ଅଧିକାରୀଙ୍କୁ ଫୋନ ଯୋଗେ ଯୋଗାଯୋଗ କରିବାପାଇଁ ଉଦ୍ୟମ କରିଥିଲେ କିନ୍ତୁ ଯୋଗାଯୋଗ ହଇନଥିଲା।ଖବର ପ୍ରସାରଣ ପରେ ଜିଲ୍ଲା ଶିକ୍ଷାବିଭାଗ କିଭଳି ପଦକ୍ଷେପ ନେବ ଏବେ ଦେଖିବାକୁ ବାକି ରହିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   29-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   28-Aug-2026
  ଜିଲ୍ଲା  
ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   28-Aug-2026
  ଜିଲ୍ଲା  
ବିରଳ ପ୍ରଜାତିର କଇଁଛ ଉଦ୍ଧାର   28-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   28-Aug-2026
  ଜିଲ୍ଲା  
ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   28-Aug-2026
  ରାଜ୍ୟ  
ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   28-Aug-2026
  ଜିଲ୍ଲା  
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ   28-Aug-2026

You Might Also Like