-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||     

HOME   ଜିଲ୍ଲା

ମୁରିବାହାଲ ବନ ବିଭାଗ ବଙ୍ଗଳା ଠାରେ ଆମ ଓଡିଶା ରକ୍ତଦାନ ଅଭିଯାନ ରେ ରକ୍ତଦାନ ଶିବିର ଅନୁଷ୍ଠିତ l

22-Nov-2023



ମୁରିବାହାଲ  (ସୁଦାମ ଚରଣ ବଘlର)
 ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦରମହକୁମା ସ୍ଥିତ ବନ ବିଭାଗ ବଙ୍ଗଳା ଠାରେ  ସମ୍ବାଦ ତରଫରୁ ସାମ୍ବାଦିକ ସଂଘ ମୁରିବାହାଲ ସହଯୋଗ ରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି l ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ମୁଖ୍ଯ ଅତିଥି ଭାବରେ ବରିଷ୍ଠ ଆଇନଜୀବୀ ତଥା ମୁରିବାହାଲ ସାମ୍ବାଦିକ ସଂଘ ର ଆଇନ ପରାମର୍ଶ ଦାତା ଜୟ ଦୀପ ପୁରୋହିତ ଯୋଗଦାନ କରି ରକ୍ତଦାନ ଶିବିର  କୁ ଉଦଘାଟନ କରିଥିଲେ। ପ୍ରଥମ ରକ୍ତଦାତା ଭାବରେ ଆଇନଜୀବୀ ସୁଦାମ ବଘାର ରକ୍ତଦାନ କରିଥିବା ବେଳେ  ମୁରିବାହାଲ ର ସ୍ବାମି ବିବେକାନନ୍ଦ ଯୁବକ ସଂଘ , ମୁରିବାହାଲ ବିକାଶ ମଞ୍ଚ, ନେହେରୁ ସ୍ପୋର୍ଟିଂ କ୍ଲୁବ ଘୁଷୁରାମୁଣ୍ଡା, ନାଇସେଟ କମ୍ପୁଟର ସେଣ୍ଟର ମୁରିବାହାଲ ର ଛାତ୍ରଛାତ୍ରୀ ରକ୍ତଦାନ କରିଥିଲେ, ତଥା ସମାଜ ସେବି ରୀନା ବେହେରା, ଅନିଲ ଶର୍ମା, ପ୍ରକାଶ ବଘାର, ଲଷ୍ମୀକାନ୍ତ ଧାରୁଆ, ଶିକ୍ଷକ ଚନ୍ଦ୍ରଧ୍ୱଜ ଭୋଇ, ଏବଂ ମୁରିବାହାଲ ସ୍ଥିତ ରମାକାନ୍ତ ବେହେରା ଙ୍କ ସପରିବାର ରକ୍ତଦାନ କରିଥିଲେ l ଏହି ଅବସରରେ ସର୍ବମୋଟ 41 ୟୁନିଟ ରକ୍ତ ସଂଗ୍ରହ କାରାଯାଇ ଥିଲା l ଏହି କାର୍ଯ୍ୟକ୍ରମ ରେ କଣ୍ଟାବାଞ୍ଜି ସମ୍ବାଦ ପ୍ରତିନିଧି ପୁଷ୍ପକ ବେହେରା, ତୁରକେଲା ସମ୍ବାଦ ପ୍ରତିନିଧି ବୈକୁଣ୍ଠ ମହାନନ୍ଦ,ମୁରିବାହାଲ ସାଂସଦ ପ୍ରତିନିଧି ଶ୍ରୀବତ୍ସ ବେହେରା, ବ୍ଲକ କଂଗ୍ରେସ ସଭାପତି ପ୍ରଫୁଲ୍ଲ ବଘାର, ବିକାଶ ମଞ୍ଚ ସଭାପତି ଫାଲ୍ଗୁନୀ ହାତୀ, ସମ୍ପାଦକ ଥବିର ସା, ସ୍ୱାମୀ ବିବେକାନନ୍ଦ ସଂଘ ସଭାପତି ପିଙ୍କୁ ପୋଡ଼ ଯାଦବ, ଅଧ୍ୟାପକ ପୂର୍ଣ୍ଣ ପଧାନ, ସମାଜ ସେବି କୁନ୍ତ ପୋଢ଼,ନାରାୟଣ ସାହୁ ନାଇସେଟ କମ୍ପୁଟର ପରିଚାଳକା ପ୍ରଦୀପ ବଘାର, ସାମ୍ବାଦିକ ସଂଘ କୋଷାଧକ୍ଷ୍ୟ ଶିବ କର, ସଦସ୍ୟ ଶଙ୍କର ମାଝୀ ଓ କଣ୍ଟାବାଞ୍ଜି ରକ୍ତଭଣ୍ଡାର ରୁ କିରାଣୀ ଶିବ କୁମାର ସାହୁ, ଡ଼ି. ଏମ. ଏ କୁନାଲ ଦାଶ, ଟେକନିସିଆନ ବିଶ୍ୱଜିତ ଦେବତା, ଆଟେଣ୍ଡାଣ୍ଟ ଦୁର୍ଗା ତାଣ୍ଡି,ପ୍ରଶାନ୍ତ କୁମାର ସାହୁ,ମୁରିବାହାଲ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ର ଡାକ୍ତର କାନ୍ହା ମେହେର ପ୍ରମୁଖ ଙ୍କ ଉପସ୍ଥିତ ଓ ସହଯୋଗ ରେ ରକ୍ତ ସଂଗ୍ରହ କାରାଯାଇ ଥିଲା ଓ ସମସ୍ତ ରକ୍ତ ଦାତା ମାନଙ୍କୁ ମୁରିବାହାଲ ସମ୍ବାଦ ପ୍ରତିନିଧି ସୁବ୍ରତ ମାହାକୁର ଧନ୍ୟବାଦ ଦେବା ସହ ପ୍ରମାଣପତ୍ର ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   28-Aug-2026
  ଜିଲ୍ଲା  
ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   28-Aug-2026
  ଜିଲ୍ଲା  
ବିରଳ ପ୍ରଜାତିର କଇଁଛ ଉଦ୍ଧାର   28-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   28-Aug-2026
  ଜିଲ୍ଲା  
ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   28-Aug-2026
  ରାଜ୍ୟ  
ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   28-Aug-2026
  ଜିଲ୍ଲା  
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ   28-Aug-2026
  ଜିଲ୍ଲା  
ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   28-Aug-2026

You Might Also Like