-+91-9937148622 |

prerana_bgr@rediffmail.com |

  Thursday 14th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||      ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   (13-May-2026)       ||      *ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   (13-May-2026)       ||      *ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   (13-May-2026)       ||      କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   (13-May-2026)       ||      *ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   (13-May-2026)       ||      ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   (13-May-2026)       ||     

HOME   ଜିଲ୍ଲା

ସାମ୍ବାଦିକ ଙ୍କ ମାତୃ ବିୟୋଗ

22-Nov-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ): ଗତକାଲି ବରିଷ୍ଠ ସାମ୍ବାଦିକ ଦିଲିପ ପାତ୍ର ଙ୍କ ମା ଡାଲ୍ଲାମା ଦେବୀ ଙ୍କର ୯୨ ବର୍ଷ ବୟସରେ ସୋନପୁର ଢ଼େରାପଡା ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି । ଏହି ଖବର ରେ ସୁବର୍ଣ୍ଣପୁର ସାମ୍ୱାଦିକ ଓ ବିଭିନ୍ନ ମହଲରେ ଶୋକ ର ଛାୟା ଖେଳି ଯାଇଥିବା ବେଳେ ଓଡିଶା ସାମ୍ୱାଦିକ ସଙ୍ଘ ରାଜ୍ୟ ସଭାପତି ଶଶି ଭୂଷଣ ପ୍ରହରାଜ ଙ୍କ ସମେତ ସୁବର୍ଣ୍ଣପୁର ଜିଲ୍ଲା ଶାଖା ସହ ରାଜ୍ୟ ର ସମସ୍ତ ଜିଲ୍ଲା ଶାଖା ର କର୍ମକର୍ତ୍ତା ଗଭୀର ଶୋକ ପ୍ରକାଶ କରି ଶୋକ ସନ୍ତପ୍ତ ପରିବାର କୁ ସମବେଦନା ଜଣାଇଛନ୍ତି l ସେ ଜଣେ ଆମାୟିକ ଓ ଧର୍ମପରାୟଣ ମହିଳା ଭାବରେ ଅଞ୍ଚଳରେ ବେଶ ଜଣାଶୁଣା ଥିବାବେଳେ ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା ଯୋଗୁଁ ସେ କିଛିଦିନ ହେଲା ଶଯ୍ୟାଶାୟୀ ଥିଲେ। ମୃତ୍ୟୁ ବେଳକୁ ତାଙ୍କ ପାଖରେ ବଡପୁଅ ମୃତ୍ୟୁଞ୍ଜୟ, ଗୁଣନିଧି, ଦିଲିପ ଓ ଶେଷଦେବ ପାତ୍ର ଙ୍କ ସହ ନାତି ନାତୁଣୀ ଓ ପରିବାର ବର୍ଗ ସମସ୍ତେ ଉପସ୍ଥିତ ଥିଲେ। ତେଲୁଗୁ ରୀତିନୀତି ଅନୁଯାୟୀ ସ୍ଥାନୀୟ ରାମେଶ୍ୱର ସ୍ଥିତ ତ୍ରିବେଣୀ ସଙ୍ଗମ ଠାରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   14-May-2026
  ରାଜ୍ୟ  
ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   14-May-2026
  ଜିଲ୍ଲା  
ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   14-May-2026
  ଜିଲ୍ଲା  
ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ   14-May-2026
  ଜିଲ୍ଲା  
ଦଶମ ଜିଲ୍ଲାପରିଷଦ ବୈଠକ ଶେଷ   14-May-2026
  ଜିଲ୍ଲା  
ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   14-May-2026
  ଜିଲ୍ଲା  
ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   14-May-2026
  ଜିଲ୍ଲା  
ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା   14-May-2026
  ଜିଲ୍ଲା  
ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର   14-May-2026
  ଜିଲ୍ଲା  
ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   14-May-2026
  ଶି‍କ୍ଷା ଓ ନିଯୁକ୍ତି  
ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି   13-May-2026
  ରାଜ୍ୟ  
ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   13-May-2026

You Might Also Like