-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||     

HOME   ଜିଲ୍ଲା

ଆଗକୁ ନିର୍ବାଚନ! ନବରଙ୍ଗପୁର ଲୋକସଭା ନିର୍ବାଚନ ପାଇଁ ଚଳଚଞ୍ଚଳ ରାଜନୀତି

22-Nov-2023



ନବରଙ୍ଗପୁର(ମିହିର ଶଙ୍କର ପାତ୍ର,)
 ନବରଙ୍ଗପୁର ଲୋକସଭା ନିର୍ବାଚନ ମଣ୍ଡଳୀ ରେ ଚଳଚଞ୍ଚଳ ହୋଇ ଉଠୁଛି ରାଜନୀତି। ଏଥର ମଧ୍ୟ ଲଢେଇ ତ୍ରୀମୁଖି ହେବା ସମ୍ଭାବନା ଅଧିକ। ଗତ ନିର୍ବାଚନରେ ମୋଟ ୩,୯୨୫୦୪ ଖଣ୍ଡ ଭୋଟ ପାଇ ବିଜେଡି ରୁ ରମେଶ ଚନ୍ଦ୍ର ମାଝୀ ଲୋକ ସଭା କୁ ନିର୍ବାଚିତ ହୋଇଥିଲେ। କଂଗ୍ରେସ ପ୍ରାର୍ଥୀ ପ୍ରଦୀପ ମାଝୀ ୩,୫୦୮୭୦ ଖଣ୍ଡ ଭୋଟ ଏବଂ ବିଜେପି ର ବଳଭଦ୍ର ମାଝୀ ୩,୪୨୮୩୯ ଖଣ୍ଡ ଭୋଟ ପାଇଥିଲେ। କିଏ ଲଢିବ କେଉଁ ଦଳରୁ ଦଳ ତରଫରୁ ବିଧିବଦ୍ଧ ଭାବେ ଘୋଷଣା ହୋଇ ନ ଥିଲେ ମଧ୍ୟ ବିଜେଡି ର ରମେଶ ମାଝୀ ଏବଂ ବିଜେପି ର ବଳଭଦ୍ର ମାଝୀ ପ୍ରାୟ ନିଶ୍ଚିତ ବୋଲି ଆଲୋଚନା ହେଉଛି। କଂଗ୍ରେସ ହୁଏତ ଡାବୁଗାଁ ପୂର୍ବତନ ବିଧାୟକ ଭୁଜବଳ ମାଝୀ ଉପରେ ଭରସା କରିପାରେ ? କିନ୍ତୁ ଗତ ନିର୍ବାଚନ କଂଗ୍ରେସ ପ୍ରାର୍ଥୀ ପ୍ରଦୀପ ମାଝୀ ଙ୍କୁ ନେଇ ସ୍ଥିତି ଅସ୍ପଷ୍ଟ ଅଛି। ତାଙ୍କ ନାମ ମଧ୍ୟ ଲୋକସଭା ପ୍ରାର୍ଥୀ ପାଇଁ ଚର୍ଚ୍ଚା ରେ ରହୁଛି। ପୁର୍ବତନ ସାଂସଦ ପର୍ଶୁରାମ ମାଝୀ ଙ୍କ ନାମ ମଧ୍ୟ ପ୍ରାର୍ଥୀ ପାଇଁ ଚର୍ଚ୍ଚାରେ ରହୁଛି, ଗତ ନିର୍ବାଚନରେ ଝରିଗାଁ ବିଧାନସଭା ରୁ ସେ ବିଧାୟକ ପ୍ରାର୍ଥୀ ପାଇଁ ଲଢେଇ କରିଥିଲେ । ରାଜନୈତିକ ଦୃଶ୍ୟପଟ୍ଟରୁ ଯାହା ଜଣାପଡ଼ୁଛି ବୁଥ ପର୍ଯ୍ୟନ୍ତ ସଂଗଠନ କୁ ସୁଦୃଢ କରିବା ରେ ଲାଗିପଡିଛନ୍ତି ପୂର୍ବତନ ସାଂସଦ ବଳଭଦ୍ର ମାଝୀ। ଗାଁ ଗାଁ ରେ ପହଞ୍ଚି ଲୋକଙ୍କ ସହ ସିଧାସଳଖ ସଂପର୍କ ସ୍ଥାପନ ଦ୍ବାରା ନବରଙ୍ଗପୁର ଜିଲ୍ଲା ରେ ବିଜେପି ର ସ୍ଥିତି ମଧ୍ୟ ମଜବୁତ ହେବାକୁ ଲାଗିଛି।  ପ୍ରତ୍ୟେକ ଦିଗରୁ ଶକ୍ତ ଦେଖା ଯାଉଥିବା ବିଜେଡି ସହ , ଏଥର କିନ୍ତୁ  ବିଜେପି କଡ଼ା ଟକ୍କର୍ ଦେବାକୁ ପ୍ରସ୍ତୁତ? ଗ୍ରାମାଞ୍ଚଳରେ ବର୍ତମାନ ମଧ୍ୟ କଂଗ୍ରେସ ର ବହୁ ପୁରୁଣା କର୍ମୀ ସକ୍ରିୟ ଥିବା କାରଣରୁ ଯଦି ପ୍ରାର୍ଥୀ ଚୟନରେ ସଠିକ ନିର୍ଣ୍ଣୟ ହୋଇଯାଏ ତାହେଲେ କଂଗ୍ରେସ ର ଭୋଟ ନବରଙ୍ଗପୁର ନିର୍ବାଚନ ମଣ୍ଡଳୀ ପାଇଁ ନିର୍ଣ୍ଣାୟକ ସାବ୍ୟସ୍ତ ହେବ !  ଯାହା ଲୋକମାନଙ୍କ ମତ ରମେଶ ମାଝୀ ଜଣେ ଦକ୍ଷ ନେତା ଅଟନ୍ତି।  ବଳଭଦ୍ର ମାଝୀ ଙ୍କ ସ୍ପଷ୍ଟ ଓ ସରଳ ସ୍ବଭାବ ମଧ୍ୟ ଦଳୀୟ କର୍ମୀଙ୍କୁ ଆତ୍କୃଷ୍ଟ କରି ପାରିଛି। ଏହି ଭଳି ଭୁଜବଳ ମାଝୀ ମଧ୍ୟ କଂଗ୍ରେସ ରେ ଅଧିକ ଗ୍ରହଣୀୟ ହୋଇ ପାରିଛନ୍ତି। ସ୍ଥିତି ଅସ୍ପଷ୍ଟ ଥିଲେ ମଧ୍ୟ ବିଜେଡି ରୁ ରମେଶ ଚନ୍ଦ୍ର ମାଝୀ, ବିଜେପି ରୁ ବଳଭଦ୍ର ମାଝୀ ଏବଂ କଂଗ୍ରେସ ରୁ ଭୁଜବଳ ମାଝୀ ନବରଙ୍ଗପୁର ଲୋକସଭା ପ୍ରାର୍ଥୀ ହୋଇ ପାରନ୍ତି? କିନ୍ତୁ ପ୍ରାର୍ଥୀ ଘୋଷଣା ହେବା ପରେ ହିଁ ନିର୍ବାଚନ ର ପ୍ରକୃତ ତଥ୍ୟ ଜଣା ପଡ଼ିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   28-Aug-2026
  ଜିଲ୍ଲା  
ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   28-Aug-2026
  ଜିଲ୍ଲା  
ବିରଳ ପ୍ରଜାତିର କଇଁଛ ଉଦ୍ଧାର   28-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   28-Aug-2026
  ଜିଲ୍ଲା  
ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   28-Aug-2026
  ରାଜ୍ୟ  
ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   28-Aug-2026
  ଜିଲ୍ଲା  
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ   28-Aug-2026
  ଜିଲ୍ଲା  
ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   28-Aug-2026

You Might Also Like