-+91-9937148622 |

prerana_bgr@rediffmail.com |

  Saturday 29th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||     

HOME   ଜିଲ୍ଲା

ଚନ୍ଦମୁଣ୍ଡା ଦୁର୍ଗା ମନ୍ଦିର ପରିସରରେ ବିଜୁ ଜନତା ଦଳ ର କର୍ମୀ ସମ୍ବିଳନୀ ଅନୁଷ୍ଠିତ l

22-Nov-2023



ସମ୍ବଲପୁର( ସଂଜୀବ ପାଣିଗ୍ରାହୀ )
ରେଙ୍ଗାଲି ନିର୍ବାଚନ ମଣ୍ଡଳୀ ର ଧନକଉଡ଼ା, ରେଙ୍ଗାଲି ଓ ମାନେଶ୍ଵର ବ୍ଲକ ର ବିଜୁ ଜନତା ଦଳ ର ନେତୃସ୍ଥାନୀୟ ବ୍ୟକ୍ତି ଙ୍କୁ ନେଇ ଏକ କର୍ମୀ ସମ୍ବିଳନୀ ଆଜି ଚାନ୍ଦମୁଣ୍ଡା ଦୁର୍ଗା ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି l ବିଜେଡି ର ବରିଷ୍ଠ ନେତା ମାନଭଞ୍ଜନ ପଶାୟତ ଙ୍କର ଅଧ୍ୟକ୍ଷତା ରେ ଆୟୋଜିତ ଏହି କର୍ମୀ ସମ୍ବିଳନୀ ରେ ରେଙ୍ଗାଲି ନିର୍ବାଚନ ମଣ୍ଡଳୀ ର ପୂର୍ବତନ ବିଧାୟକ ରମେଶ ପଟୁଆ ଅତିଥି ଭାବରେ ଯୋଗ ଦେଇଥିଲେ l ଏହି ପରିପେକ୍ଷୀ ରେ ସମାଜ ସେବା ରେ ବ୍ରତୀ ସେବା ଅନୁଷ୍ଠାନ ର ସଭାପତି ଡ଼. ଅମର ତାଣ୍ଡିଆ ଙ୍କୁ ସମାଜ ପ୍ରତି ତାଙ୍କର ସମର୍ପଣ ଭାବ ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା l
ଏହି କର୍ମୀ ସମ୍ବିଳନୀ ରେ ଦଳର ପୁରାତନ ଓ ନୂତନ ନେତୃତ୍ୱ ଯୋଗ ଦେଇଥିବାବେଳେ, ଆଗାମୀ ଦିନରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଦୃଷ୍ଟିରୁ ଦଳ କୁ ଆହୁରି ସଂଗଠିତ ଓ ଶୃଙ୍ଖଳିତ କରାଯିବାକୁ ଗୁରୁତ୍ୱ ର ସହ ବିଚାର କରାଯିବା କଥା ବୋଲି ମତ ରଖିଥିଲେ l ଏଥି ସହ ଗତ ନିର୍ବାଚନ ପରିଚାଳନା ର ଦୋଷ ତ୍ରୁଟି କୁ ସମୀକ୍ଷା ମଧ୍ୟ କରିବା କଥା ବୋଲି ଏନେକେ ମତ ରଖିଥିଲେ l ଅତିଥି ଭାବରେ ଯୋଗ ଦେଇ ରେଙ୍ଗାଲି ନିର୍ବାଚନ ମଣ୍ଡଳୀ ର ପୂର୍ବତନ ବିଧାୟକ ରମେଶ ପଟୁଆ ତାଙ୍କରି ବିଧାୟକ କାଳ ରେ ନିର୍ବାହ କରିଥିବା ବିଭିନ୍ନ ପ୍ରକଳ୍ପ ବିଷୟ ଉତଥାପନ କରିବା ସହ ଆଗାମୀ ସମୟରେ ବିଜେଡି ବିଧାନସଭା ପ୍ରାର୍ଥୀ ଚୟନ ପୂର୍ବରୁ ସବୁ ଦିଗକୁ ଅନୁଧ୍ୟାନ କରିବା ଅତ୍ୟନ୍ତ ଜରୁରୀ ବୋଲି ମନ୍ତବ୍ୟ ଦେଇଥିଲେ l
ସେଯାହାବି ହେଉ ନିର୍ବାଚନ ପୂର୍ବରୁ ମନ ମତାନ୍ତର କୁ ଭୁଲି ଦଳ ର ସଫଳତା ଦିଗରେ କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଥିଲେ l ଆଗାମୀ ଦିନରେ ରେଙ୍ଗାଲି ନିର୍ବାଚନ ମଣ୍ଡଳୀ ର ବିଭିନ୍ନ ଅଂଚଳ ରେ କର୍ମୀ ସମ୍ବିଳନୀ ଆୟୋଜନ କରାଯିବ ବୋଲି ଶ୍ରୀ ପଶାୟତ ସୂଚନା ଦେଇଥିଲେ lଏହି କର୍ମୀ ସମ୍ବିଳନୀର ଆୟୋଜନ ରେ ଶ୍ରବଣ ବହାଦୁର, ବିଜୟ ବେହେରା, ଚିତ୍ତରଞ୍ଜନ ମୁଣ୍ଡା, ବାପି ଧଳ, ପ୍ରମୋଦ ନାଥ ପ୍ରମୁଖ ସକ୍ରିୟ ଭାବେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   28-Aug-2026
  ଜିଲ୍ଲା  
ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   28-Aug-2026
  ଜିଲ୍ଲା  
ବିରଳ ପ୍ରଜାତିର କଇଁଛ ଉଦ୍ଧାର   28-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   28-Aug-2026
  ଜିଲ୍ଲା  
ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   28-Aug-2026
  ରାଜ୍ୟ  
ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   28-Aug-2026
  ଜିଲ୍ଲା  
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ   28-Aug-2026
  ଜିଲ୍ଲା  
ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   28-Aug-2026

You Might Also Like