-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   (28-Aug-2026)       ||      ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||     

HOME   ଜିଲ୍ଲା

ସମ୍ମନିତ ଯୁବ ବିକାଶ କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ ଦ୍ୱାରା ଉଦଘାଟିତ

22-Nov-2023



ବିନିକା(ହିମାଂଶୁ ଶେଖର ପୁଟେଲ)କଲେଜରେ ଅଧ୍ୟୟନରତ ଛାତ୍ରଛାତ୍ରୀ ମାନଙ୍କ ଦକ୍ଷତା,ଶକ୍ତି ଓ ତାଙ୍କର ପରିଚୟକୁ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ସ୍ୱରୂପ ସମସ୍ତ କଲେଜକୁ ଅନୁଦାନ ଯୋଗାଇ ଦେଉଛନ୍ତି ।ଏହି ଅବସରରେ ବିନିକା ସିଦ୍ଧାର୍ଥ ଡ଼ିଗ୍ରୀ କଲେଜରେ ଅଧ୍ୟୟନରତ ଛାତ୍ରଛାତ୍ରୀ ମାନଙ୍କ ପ୍ରତିଭାର ବିକଶିତ ପାଇଁ ଅର୍ଥାତ କ୍ରୀଡାର ପ୍ରୋତ୍ସାହନ,ସାଂସ୍କୃତିକ ପ୍ରତିଯୋଗୀତା,ସାମାଜିକ କାର୍ଯ୍ୟ ଆଦି କ୍ଷେତ୍ରରେ ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ସମ୍ମନିତ ଯୁବ ବିକାଶ କାର୍ଯ୍ୟକ୍ରମ(ଆଇୱାଇଡିପି) ତରଫରୁ ୪ଲକ୍ଷ ଟଙ୍କା ଅନୁଦାନ ମଞ୍ଜୁର କରିଥିବାରୁ କଲେଜ କର୍ମଚାରୀ ତଥା ଛାତ୍ରଛାତ୍ରୀ ମହଲରେ ଖୁସିର ଲହରୀ ଖେଳିଯାଇଛି ।ଏହି ପରିପ୍ରେକ୍ଷୀରେ ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟ ମୁଖ୍ୟଅତିଥି ଭାବେ ଯୋଗଦେଇ ଭଗବାନ ବିଷ୍ଣୁଙ୍କ ଠାରେ ଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରି ସମୟ ଆସିଛି ଯୁବ ଶକ୍ତି ନିଜର ଦକ୍ଷତାକୁ ପରିପ୍ରକାଶ କରିବା ସହିତ ମନରେ ଦୃଢ ଲକ୍ଷ୍ୟ ରଖି ନିଜର ପ୍ରତିଭାକୁ ଜାହିର କରନ୍ତୁ ।ଯାହା ଫଳରେ ନିଜେ ସଶକ୍ତ ହେବା ସହ ନିଜ ଅଞ୍ଚଳ ଓ ରାଜ୍ୟର ବିକାଶ ଆଗେଇବ ବୋଲି କହିଥିଲେ। ଅଧ୍ୟାପକ ବିଶ୍ୱନାଥ ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ କଲେଜ ଅଧ୍ୟକ୍ଷ ଡ଼ ଧୀରେନ୍ଦ୍ର କୁମାର ନାୟକ ସଭାପତିତ୍ବ କରି ଯୁବ ସମାଜ ତଥା ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ଦୃଢ ମନୋବଳ ରଖି ଏହି ମହତ କାର୍ଯ୍ୟକ୍ରମରେ ସାମିଲ ହୋଇ ନା ରଖିବାକୁ ପରାମର୍ଶ ଦେଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବେ କାର୍ଯ୍ୟକ୍ରମରେ ଅଧ୍ୟାପକ ତଥା ଆଇୱାଇଡିପି ନୋଡାଲ ଅଫିସର ଗୋପାଳ କୃଷ୍ଣ ଦାଶ, ସଂସ୍କୃତ ଅଧ୍ୟାପକ ହରିଶ୍ଚନ୍ଦ୍ର ହୋତା ଉପସ୍ଥିତ ରହି ସରକାରଙ୍କ ଏହି ଯୋଜନାରେ ଯୁବ ଶକ୍ତି ଅଧିକ ରୁ ଅଧିକ ସାମିଲ ହୋଇ ନିଜର ପାରଦର୍ଶିତା ଅର୍ଜନ କରିବାକୁ କହିଥିଲେ। ପ୍ରାରମ୍ଭରେ କଲେଜ ଅଧ୍ୟକ୍ଷ ଡ଼ ନାୟକଙ୍କ ରଚିତ ସଙ୍ଗୀତକୁ ଅଧ୍ୟାପିକା ଜାନକୀ ସାମନୀ ଓ ଲାଇବ୍ରେରୀଆନ  ଭାରତୀ ବାବୁ ସୁନ୍ଦର ସ୍ଵରରେ ଗାନ କରି ସମସ୍ତଙ୍କ ମନରେ ଉତ୍ସାହ ସୃଷ୍ଟି କରିଥିଲେ ।ଶେଷରେ ନୋଡାଲ ଅଫିସର ତଥା ଇଂରାଜୀ ବିଭାଗ ବରିଷ୍ଟ ଅଧ୍ୟାପକ ବାଣୀ ପ୍ରସାଦ ବିଶ୍ଵାଳ ଧନ୍ୟବାଦ ଅର୍ପଣ କରିଥିଲେ ।ପରେ ସମସ୍ତଙ୍କ ମନୋରଞ୍ଜନ ପାଇଁ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ବିନିକାର ମୁକ୍ତିତୀର୍ଥ ପାପକ୍ଷୟ ଘାଟ ଉପରେ ସଙ୍ଗୀତ ଗାନ କରି ନୃତ୍ୟ ପରିବେଷଣ କରିଥିଲେ ।ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ ପରିଚାଳନାରେ କଲେଜର ସମସ୍ତ ଷ୍ଟାଫ ସହଯୋଗ କରିଥିଲେ।
ସେହିପରି ସିଦ୍ଧାର୍ଥ ଜୁନିଅର କାର୍ଯ୍ୟକ୍ରମକୁ ମଧ୍ୟ ଜିଲ୍ଲାପାଳ ଶ୍ରୀ ଉଦ୍ଘାଟନ କରିଥିଲେ। ଏହି ଅବସରରେ କଲେଜ ଅଧ୍ୟକ୍ଷା ରେଖା ପଧାନଙ୍କ ଅଧ୍ୟକ୍ଷତାରେ  ଅନୁଷ୍ଟିତ ସଭାରେ ମୁଖ୍ୟ ଅତିଥି ଜିଲ୍ଲାପାଳ ଶ୍ରୀ ରାୟ ସରକାରଙ୍କ ଏହି ମହତକଂକ୍ଷୀ ଯୋଜନାର ସଫଳ ପାଇଁ ଯୁବ ଶକ୍ତି ନିଜର ଦକ୍ଷତା ପ୍ରତିପାଦନ କରିବାକୁ ପରାମର୍ଶ ଦେଇଥିଲେ ।ସମ୍ବାନୀତ ଅତିଥି ଭାବେ ବିନିକା ମହିଳା ଜୁନିଅର କଲେଜ ଅଧ୍ୟକ୍ଷ ପଞ୍ଚାନନ ସାହୁ,ଅଧ୍ୟାପକ ଝସକେତନ ମେହେର,ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ କ୍ରୀଡା ସାମାଜିକ ଓ ସାଂସକୃତ ସମନ୍ୱିତର ଉଦେଶ୍ୟ ଉପରେ କହିଥିଲେ l  ଅଧ୍ୟାପକ ଧନେଶ୍ୱର ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ ଖେଳ ଶିକ୍ଷକ ନାରାୟଣ ଚୌଦୁରୀ ଧନ୍ୟବାଦ ଅର୍ପଣ କରିଥିଲେ l ପ୍ରାରମ୍ଭରେ କଲେଜ ଷ୍ଟାଫ ଓ ଛାତ୍ରଛାତ୍ରୀ ମାନେ ଜିଲ୍ଲାପାଳଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜଣାଇ କଲେଜକୁ ପାଛୋଟି ଆଣିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀ ସଶକ୍ତିକରଣ ଅଭିଯାନକୁ ନୂତନ ଗତି ପ୍ରଦାନ କରୁଛି ସୁଭଦ୍ରା ଯୋଜନା ♦️ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ଆରଏମସି ତରଫରୁ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   28-Aug-2026
  ଜିଲ୍ଲା  
ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   28-Aug-2026
  ଜିଲ୍ଲା  
ବିରଳ ପ୍ରଜାତିର କଇଁଛ ଉଦ୍ଧାର   28-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   28-Aug-2026
  ଜିଲ୍ଲା  
ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   28-Aug-2026
  ରାଜ୍ୟ  
ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   28-Aug-2026
  ଜିଲ୍ଲା  
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ   28-Aug-2026
  ଜିଲ୍ଲା  
ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   28-Aug-2026

You Might Also Like