-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (28-Aug-2026)       ||      ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   (28-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||     

HOME   ଜିଲ୍ଲା

କଣ୍ଟାମାଳ ମାଟିର ଗର୍ବ ଓ ଗୌରବ ଝିଅ କ୍ରିଷ୍ଣା ମହାପାତ୍ର ରାଷ୍ଟ୍ରପତି ଙ୍କ ଦ୍ୱାରା ସ୍ବର୍ଣ୍ଣପଦକ ରେ ବିଭୂଷିତ

23-Nov-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ସମ୍ବଲପୁର ଜିଲ୍ଲା ବୁର୍ଲା ଭିସୁଟ ର ୧୫ତମ ସମlବର୍ତ୍ତନ ଉତ୍ସବ ଅବସରରେ ଭାରତ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଙ୍କ ଦ୍ୱାରା କଣ୍ଟାମାଳ ମାଟିର ମେଧାବୀ ଝିଅ କ୍ରିଷ୍ଣା ମହାପାତ୍ର ସ୍ନାତକୋତ୍ତର ରେ ବିଶ୍ୱବିଦ୍ୟାଳୟ ଟପର ଭାବେ ସ୍ବର୍ଣ୍ଣପଦକରେ ବିଭୂଷିତ ହୋଇ ବୌଦ୍ଧ ଜିଲ୍ଲା ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି l ସେ କଣ୍ଟାମାଳ ହାଇସ୍କୁଲ ରେ କାର୍ଯ୍ୟରତ

ରଘୁନାଥ ମହାପାତ୍ର ଓ ମାତା ପଦ୍ମାବତୀ ଆଚାର୍ଯ୍ୟ ଙ୍କ ଏକ ମାତ୍ର ଝିଅ l ପିଲାଦିନରୁ ପାଠ ପଢ଼ାରେ ସେ ମେଧାବୀ ଛାତ୍ରୀ ଭାବେ ବିଦ୍ୟାଳୟ ରେ ଶିକ୍ଷକ ମାନଙ୍କ ପ୍ରିୟଭାଜନ ହୋଇ ଆସିଛନ୍ତି l କଣ୍ଟାମାଳ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରୁ ମାଟ୍ରିକ ପାସ କରି ସୁକାନ୍ତି ଏକାଡେମୀ ଆବାସିକ ମହାବିଦ୍ୟାଳୟ ସୋନପୁର ରୁ ବିଜ୍ଞାନରେ ଯୁକ୍ତ ଦୁଇ ଓ ପରେ ଫିଜିକ୍ସ ଅନର୍ସ ରେ ସେହି କଲେଜରୁ କଲେଜ ଟପ୍ପର ହୋଇଥିଲେ l ସୁକାନ୍ତି ଏକାଡେମୀ ରୁ ଡିଗ୍ରୀ ହାସଲ ପରେ ସମ୍ବଲପୁର ୟୁନିଭରସିଟି

ଜ୍ୟୋତି ବିହାର ବୁର୍ଲାରୁ ଫିଜିକ୍ସ ରେ ସ୍ନାତକ ରେ ୟୁନିଭରସିଟି ଟପର ହୋଇ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଙ୍କ ଦ୍ୱlରା ସ୍ବର୍ଣ୍ଣ ପଦକରେ ସମ୍ମାନିତ ହୋଇଛନ୍ତି l ସ୍ନାତକରେ ରାଷ୍ଟ୍ରପତି ଙ୍କ ଠାରୁ ସ୍ବର୍ଣ୍ଣପଦକ ପାଇ ସେ ନିଜକୁ ଗୌରାବାନ୍ୱିତ ଓ ଖୁବ ଉତ୍ସାହିତ ମନେ କରିଛନ୍ତି, ତାଙ୍କର କଠିନ ପରିଶ୍ରମ ଓ ବାପା ମାଆ ଙ୍କର ପ୍ରେରଣା, ପ୍ରୋତ୍ସାହନ ସହ ସମସ୍ତ ଶିକ୍ଷକ, ଅଧ୍ୟାପକ, ପ୍ରଫେସର ଏବଂ ଗୁରୁଜନ ମାନଙ୍କ ଆଶୀର୍ବାଦ ସ୍ନେହ ସଦିଚ୍ଛାକୁ ଶ୍ରେୟ ଦେଇଛନ୍ତି l ଆଗକୁ ଓଡିଶା ପ୍ରଶାସନିକ ଅଧିକାରୀ ହେବା ତାଙ୍କର ଲକ୍ଷ ବୋଲି ସେ ନିଜ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି l କ୍ରିଷ୍ଣା ରାଷ୍ଟ୍ରପତିଙ୍କ ଠାରୁ ସ୍ବର୍ଣ୍ଣପଦକରେ ବିଭୂଷିତ ହେବା ଖବର ପ୍ରକାଶିତ ହେବା ପରେ କଣ୍ଟାମାଳର ବିଭିନ୍ନ ଶିକ୍ଷାନୁଷ୍ଠାନ ର ଶିକ୍ଷକ,ଶିକ୍ଷୟତ୍ରୀ, ଅଧ୍ୟାପକ, ଶିକ୍ଷାବିତ, ରାଜନେତା, ପ୍ରଶାସନ, ସାଙ୍ଗ ସାଥି ଏବଂ ଶୁଭେଛୁ ମାନଙ୍କ ପକ୍ଷରୁ ଶୁଭେଚ୍ଛା ର ସୁଅ ଛୁଟିବାରେ ଲାଗିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   28-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା ବିପର୍ଯୟ ଙ୍କୁ ସାହାଯ୍ୟ କଲେ ସମାଜ ସେବି ଅଜିତ ଜେନା   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   28-Aug-2026
  ଜିଲ୍ଲା  
ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   28-Aug-2026
  ଜିଲ୍ଲା  
ବିରଳ ପ୍ରଜାତିର କଇଁଛ ଉଦ୍ଧାର   28-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   28-Aug-2026
  ଜିଲ୍ଲା  
ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   28-Aug-2026
  ରାଜ୍ୟ  
ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   28-Aug-2026
  ଜିଲ୍ଲା  
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ   28-Aug-2026
  ଜିଲ୍ଲା  
ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   28-Aug-2026
  ରାଜ୍ୟ  
ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   28-Aug-2026

You Might Also Like