-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   (28-Aug-2026)       ||      ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   (28-Aug-2026)       ||      ବିରଳ ପ୍ରଜାତିର କଇଁଛ ଉଦ୍ଧାର   (28-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   (28-Aug-2026)       ||      ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||     

HOME   ଜିଲ୍ଲା

ବୋଲେରୋ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

23-Nov-2023



ସୋନପୁର (ମନୋରଞ୍ଜନ ତ୍ରିପାଠୀ ): ବୋଲେରୋ ଦୁର୍ଘଟଣାରେ ଆଜି ଭୋର ୬ଟା ସମୟରେ ଜାତୀୟ ରାଜପଥ  ନଂ. ୫୭ର ମନମୁଣ୍ଡା ବାସୁଦେବପାଲି ନିକଟରେ ଏକ ବୋଲେରୋ ଦୁର୍ଘଟଣା ହୋଇଥିବା ଜଣାପଡିଛି l ଘଟଣାରୁ ପ୍ରକାଶ ଯେ ଭୁବନେଶ୍ୱରରୁ  ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ସାରି ବଲାଙ୍ଗୀର ଆସୁଥିବା

ଏକ ବୋଲେରୋ ( ଓ ଆର୍ -୪  ଜି ୦୭୭୬)ମନମୁଣ୍ଡା ନିକଟ ବାସୁଦେବପାଲି ଭାଗବତ ମନ୍ଦିର ସାମନାରେ ଥିବା ଏକ ଇଟା ଗଦା ପିଟି ହୋଇ  ଭାରସାମ୍ୟ ହରାଇ ଦୁର୍ଘଟଣା ହୋଇଥିଲା l ଫଳରେ ବୋଲେରୋରେ ଥିବା ୧୨ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ସେଥିମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ହୋଇଛି l ଏହି ସମୟରେ ମନମୁଣ୍ଡାର ବରିଷ୍ଠ ନାଗରିକ ତଥା ସାମ୍ବାଦିକ ତରଣୀ କୁମାର ମେହେର ପ୍ରାତଃ ଭ୍ରମଣରେ ଯାଉଥିବା ସମୟରେ ଦୁର୍ଘଟଣା ହୋଇଥିବା ଦେଖି ସଙ୍ଗେ ସଙ୍ଗେ ୧୦୮ ଆମ୍ବୁଲାନ୍ସକୁ ଫୋନ କରିଥିଲେ l ପ୍ରକାଶ ଥାଉକି ବଲାଙ୍ଗୀର ପୁଇଁତଲା ର ଢୋଲମହୁରୀ ସାଂସ୍କୃତିକ ଦଳ କାର୍ଯ୍ୟକ୍ରମ ସାରି ନିଜ ଘରକୁ ଫେରୁଥିଲେ l ନିର୍ଦ୍ଦେଶକ ନୀଳାଞ୍ଚଳ ନନ୍ଦଙ୍କ ନେତୃତ୍ୱରେ ରବି ନାଗ, କେଶବ ଭୋଇ, ଜପ ମୁଗୁରୀ, ସୁଦେଷ୍ଣା ଭୋଇ, ପଲ୍ଲବୀ ସ୍ୱାଇଁ, ଭକ୍ତ ସୁନା ଓ

ଲବ ସୁନା ଏହି ଦୁର୍ଘଟଣା ବୋଲେରୋ ରେ ଥିଲେ l ସମସ୍ତଙ୍କୁ ଉଦ୍ଧାର କରି ଶ୍ରୀ ମେହେର ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ପଠାଇଥିଲେ ଓ ଆହତ ହୋଇଥିବା ସମସ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଥିଲେ l ସୁବର୍ଣ୍ଣପୁରର ସାଂସ୍କୃତିକ ଅନୁଷ୍ଠାନର ଚୌଧୁରୀ ବିଭାର ଓ ସ୍ୱଚ୍ଛ ଭାରତ ସଂଗଠନର ମନୋରଞ୍ଜନ ତ୍ରିପାଠୀ ମଧ୍ୟ ମୁଖ୍ୟ ଚିକିତ୍ସାଳୟକୁ ଯାଇ ସମସ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ ଓ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ସୋନପୁର ବ୍ଲକ ଓ ମ୍ୟୁନିସିପାଲଟି ଚାମ୍ପିଅନ ଦଳ ଵିଜୟୀ   28-Aug-2026
  ଜିଲ୍ଲା  
ଅଗ୍ନିଶମ ଓ ଜରୁରୀକାଳୀନ ସେବା ଅଧିକାରୀଙ୍କୁ ରାକ୍ଷୀ ବାନ୍ଧିଲେ ଛାତ୍ରଛାତ୍ରୀ   28-Aug-2026
  ଜିଲ୍ଲା  
ବିରଳ ପ୍ରଜାତିର କଇଁଛ ଉଦ୍ଧାର   28-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଗଛକୁ ରାକ୍ଷୀ ବାନ୍ଧି ସଂସ୍କୃତ ଦିବସ ପାଲନ କଲେ   28-Aug-2026
  ଜିଲ୍ଲା  
ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   28-Aug-2026
  ରାଜ୍ୟ  
ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   28-Aug-2026
  ଜିଲ୍ଲା  
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ   28-Aug-2026
  ଜିଲ୍ଲା  
ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   28-Aug-2026
  ରାଜ୍ୟ  
ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   28-Aug-2026
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   28-Aug-2026
  ଜିଲ୍ଲା  
୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   28-Aug-2026

You Might Also Like