-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   (28-Aug-2026)       ||      ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ    (28-Aug-2026)       ||      ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||     

HOME   ଜିଲ୍ଲା

ସମନ୍ଵିତ ଯୁବ ବିକାଶ କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ ଦ୍ୱାରା ଉଦଘାଟିତ

23-Nov-2023



ବିନିକା(ହିମାଂଶୁ ଶେଖର ପୁଟେଲ): କଲେଜରେ ଅଧ୍ୟୟନରତ ଛାତ୍ରଛାତ୍ରୀ ମାନଙ୍କ ଦକ୍ଷତା,ଶକ୍ତି ଓ ତାଙ୍କର ପରିଚୟକୁ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ସ୍ୱରୂପ ସମସ୍ତ କଲେଜକୁ ଅନୁଦାନ ଯୋଗାଇ ଦେଉଛନ୍ତି ।ଏହି ଅବସରରେ ବିନିକା ସିଦ୍ଧାର୍ଥ ଡ଼ିଗ୍ରୀ କଲେଜରେ ଅଧ୍ୟୟନରତ ଛାତ୍ରଛାତ୍ରୀ ମାନଙ୍କ ପ୍ରତିଭାର ବିକଶିତ ପାଇଁ ଅର୍ଥାତ କ୍ରୀଡାର ପ୍ରୋତ୍ସାହନ, ସାଂସ୍କୃତିକ ପ୍ରତିଯୋଗିତା, ସାମାଜିକ କାର୍ଯ୍ୟ ଆଦି କ୍ଷେତ୍ରରେ ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ସମନ୍ଵିତ ଯୁବ ବିକାଶ କାର୍ଯ୍ୟକ୍ରମ(ଆଇୱାଇଡିପି) ତରଫରୁ ୪ ଲକ୍ଷ ଟଙ୍କା ଅନୁଦାନ ମଞ୍ଜୁର କରିଥିବାରୁ କଲେଜ କର୍ମଚାରୀ ତଥା ଛାତ୍ରଛାତ୍ରୀ ମହଲରେ ଖୁସିର ଲହରୀ ଖେଳିଯାଇଛି । ଏହି ପରିପ୍ରେକ୍ଷୀରେ ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟ ମୁଖ୍ୟଅତିଥି ଭାବେ ଯୋଗଦେଇ ଭଗବାନ ବିଷ୍ଣୁଙ୍କ ଠାରେ ଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରି ସମୟ ଆସିଛି ଯୁବ ଶକ୍ତି ନିଜର ଦକ୍ଷତାକୁ ପରିପ୍ରକାଶ କରିବା ସହିତ ମନରେ ଦୃଢ ଲକ୍ଷ୍ୟ ରଖି ନିଜର ପ୍ରତିଭାକୁ ଜାହିର କରନ୍ତୁ ।ଯାହା ଫଳରେ ନିଜେ ସଶକ୍ତ ହେବା ସହ ନିଜ ଅଞ୍ଚଳ ଓ ରାଜ୍ୟର ବିକାଶ ଆଗେଇବ ବୋଲି କହିଥିଲେ। ଅଧ୍ୟାପକ ବିଶ୍ୱନାଥ ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ କଲେଜ ଅଧ୍ୟକ୍ଷ ଡ଼ ଧୀରେନ୍ଦ୍ର କୁମାର ନାୟକ ସଭାପତିତ୍ବ କରି ଯୁବ ସମାଜ ତଥା ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ଦୃଢ ମନୋବଳ ରଖି ଏହି ମହତ କାର୍ଯ୍ୟକ୍ରମରେ ସାମିଲ ହୋଇ ନା ରଖିବାକୁ ପରାମର୍ଶ ଦେଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବେ କାର୍ଯ୍ୟକ୍ରମରେ ଅଧ୍ୟାପକ ତଥା ଆଇୱାଇଡିପି ନୋଡାଲ ଅଫିସର ଗୋପାଳ କୃଷ୍ଣ ଦାଶ, ସଂସ୍କୃତ ଅଧ୍ୟାପକ ହରିଶ୍ଚନ୍ଦ୍ର ହୋତା ଉପସ୍ଥିତ ରହି ସରକାରଙ୍କ ଏହି ଯୋଜନାରେ ଯୁବ ଶକ୍ତି ଅଧିକରୁ ଅଧିକ ସାମିଲ ହୋଇ ନିଜର ପାରଦର୍ଶିତା ଅର୍ଜନ କରିବାକୁ କହିଥିଲେ। ପ୍ରାରମ୍ଭରେ କଲେଜ ଅଧ୍ୟକ୍ଷ ଡ଼ ନାୟକଙ୍କ ରଚିତ ସଙ୍ଗୀତକୁ ଅଧ୍ୟାପିକା ଜାନକୀ ସାମନୀ ଓ ଲାଇବ୍ରେରୀଆନ  ଭାରତୀ ବାବୁ ସୁନ୍ଦର ସ୍ଵରରେ ଗାନ କରି ସମସ୍ତଙ୍କ ମନରେ ଉତ୍ସାହ ସୃଷ୍ଟି କରିଥିଲେ । ଶେଷରେ ନୋଡାଲ ଅଫିସର ତଥା ଇଂରାଜୀ ବିଭାଗ ବରିଷ୍ଟ ଅଧ୍ୟାପକ ବାଣୀ ପ୍ରସାଦ ବିଶ୍ଵାଳ ଧନ୍ୟବାଦ ଅର୍ପଣ କରିଥିଲେ ।ପରେ ସମସ୍ତଙ୍କ ମନୋରଞ୍ଜନ ପାଇଁ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ବିନିକାର ମୁକ୍ତିତୀର୍ଥ ପାପକ୍ଷୟ ଘାଟ ଉପରେ ସଙ୍ଗୀତ ଗାନ କରି ନୃତ୍ୟ ପରିବେଷଣ

କରିଥିଲେ ।ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ ପରିଚାଳନାରେ କଲେଜର ସମସ୍ତ ଷ୍ଟାଫ ସହଯୋଗ କରିଥିଲେ।
ସେହିପରି ସିଦ୍ଧାର୍ଥ ଜୁନିଅର କାର୍ଯ୍ୟକ୍ରମକୁ ମଧ୍ୟ ଜିଲ୍ଲାପାଳ ଉଦ୍ଘାଟନ କରିଥିଲେ। ଏହି ଅବସରରେ କଲେଜ ଅଧ୍ୟକ୍ଷା ରେଖା ପଧାନଙ୍କ ଅଧ୍ୟକ୍ଷତାରେ  ଅନୁଷ୍ଟିତ ସଭାରେ ମୁଖ୍ୟ ଅତିଥି ଜିଲ୍ଲାପାଳ ଶ୍ରୀ ରାୟ ସରକାରଙ୍କ ଏହି ମହତକଂକ୍ଷୀ ଯୋଜନାର ସଫଳ ପାଇଁ ଯୁବ ଶକ୍ତି ନିଜର ଦକ୍ଷତା ପ୍ରତିପାଦନ କରିବାକୁ ପରାମର୍ଶ ଦେଇଥିଲେ । ସମ୍ବାନୀତ ଅତିଥି ଭାବେ ବିନିକା ମହିଳା ଜୁନିଅର କଲେଜ ଅଧ୍ୟକ୍ଷ ପଞ୍ଚାନନ ସାହୁ, ଅଧ୍ୟାପକ ଝସକେତନ ମେହେର ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ କ୍ରୀଡା ସାମାଜିକ ଓ ସାଂସକୃତ ସମନ୍ୱିତର ଉଦେଶ୍ୟ ଉପରେ କହିଥିଲେ l ଅଧ୍ୟାପକ ଧନେଶ୍ୱର ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ ଖେଳ ଶିକ୍ଷକ ନାରାୟଣ ଚୌଦୁରୀ ଧନ୍ୟବାଦ ଅର୍ପଣ କରିଥିଲେ l ପ୍ରାରମ୍ଭରେ କଲେଜ ଷ୍ଟାଫ ଓ ଛାତ୍ରଛାତ୍ରୀ ମାନେ ଜିଲ୍ଲାପାଳଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜଣାଇ କଲେଜକୁ ପାଛୋଟି ଆଣିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପାର୍ବଣ ଅବସରରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ବ୍ୟାପକ ଯାଞ୍ଚ ୩,୬୦୫ କିଲୋଗ୍ରାମ ଅପମିଶ୍ରିତ ଖରାପ ଖାଦ୍ୟ ସାମଗ୍ରୀ ନଷ୍ଟ, ୪୭୫ଟି ନମୁନା ସଂଗ୍ରହ   28-Aug-2026
  ରାଜ୍ୟ  
ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ   28-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   28-Aug-2026
  ଜିଲ୍ଲା  
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ   28-Aug-2026
  ଜିଲ୍ଲା  
ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   28-Aug-2026
  ରାଜ୍ୟ  
ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   28-Aug-2026
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   28-Aug-2026
  ଜିଲ୍ଲା  
୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   28-Aug-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   28-Aug-2026
  ଜିଲ୍ଲା  
କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   28-Aug-2026
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026

You Might Also Like