-+91-9937148622 |

prerana_bgr@rediffmail.com |

  Thursday 14th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||      ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   (13-May-2026)       ||      *ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   (13-May-2026)       ||      *ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   (13-May-2026)       ||      କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   (13-May-2026)       ||      *ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   (13-May-2026)       ||      ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   (13-May-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଏଆଇଡିଏସ୍ଓ    (13-May-2026)       ||      ପାଳଲହଡା ଅଞ୍ଚଳରେ ଅବୈଧ ଓ ଅନଧିକୃତ ଲଘୁ ଖଣିଜ ଖନନ ଏବଂ ପରିବହନ ଉପରେ ଚଢାଉ ହାଇବା ଜବତ    (13-May-2026)       ||      ମା ଙ୍କୁ ମନେ ପକାଇଲେ ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ର ସଭ୍ୟସଭ୍ୟା    (13-May-2026)       ||     

HOME   ଜିଲ୍ଲା

ଭିଜିଲାନ୍ସ ଜାଲରେ ଜିଆରଏସ ମ୍ୟାଡାମ୍, ଲାଞ୍ଚ ନେଲାବେଳେ ମାଡିବସିଲା ଟିମ୍

23-Nov-2023



କଳାହାଣ୍ଡି(ଦୁଷ୍ମନ୍ତ କୁମାର ପଣ୍ଡା ):: ମହଙ୍ଗା ପଡିଲା ଲାଞ୍ଚ ନେବା । ଭିଜିଲାନ୍ସ ହାତରେ ଧରାପଡିଲେ ଜିଆରଏସ ମ୍ୟାଡାମ୍ । କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ଜିଆରଏସ ଶ୍ରୀମତୀ ମାରଗ୍ରେଟ ପାଣିଗ୍ରାହୀଙ୍କୁ ଗିରଫ କରିଛି ଭିଜିଲାନ୍ସ । ମନରେଗା କାମ ପାଇଁ ଜବ୍ କାର୍ଡ ହୋଲ୍ଡରଙ୍କ ଠାରୁ ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ୍ ।ସୂଚନା ଅନୁସାରେ, ମନରେଗା ଯୋଜନା ଅଧିନରେ ମଷ୍ଟର ରୋଲ ପ୍ରସ୍ତୁତ କରିବା ପାଇଁ ଜଣେ ଜବ୍ କାର୍ଡ ହୋଲ୍ଡରଙ୍କ ଠାରୁ ୧୫,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଟିମ ଚଢାଉ କରି ଜିଆରଏସ ମାରଗ୍ରେଟ ପାଣିଗ୍ରାହୀଙ୍କୁ ଗିରଫ କରିବା ସହ ତାଙ୍କ ଠାରୁ ନଗଦ ଟଙ୍କା ଜବତ କରିଛି ଭିଜିଲାନ୍ସ ଟିମ୍ । ଗିରଫ ପରେ ଶ୍ରୀମତି ପାଣିଗ୍ରାହିଙ୍କ ବାସଭବନରେ ଚଢାଉ କରିଛି କୋରାପୁଟ ଭିଜିଲାନ୍ସ । ଏହି ପ୍ରସଙ୍ଗରେ ଏକ ମାମଲା ରୁଜୁ ହୋଇ ଆଗାମୀ ତଦନ୍ତ ଜାରି ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ   14-May-2026
  ଜିଲ୍ଲା  
ଦଶମ ଜିଲ୍ଲାପରିଷଦ ବୈଠକ ଶେଷ   14-May-2026
  ଜିଲ୍ଲା  
ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   14-May-2026
  ଜିଲ୍ଲା  
ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   14-May-2026
  ଜିଲ୍ଲା  
ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା   14-May-2026
  ଜିଲ୍ଲା  
ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର   14-May-2026
  ଜିଲ୍ଲା  
ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   14-May-2026
  ଶି‍କ୍ଷା ଓ ନିଯୁକ୍ତି  
ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି   13-May-2026
  ରାଜ୍ୟ  
ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   13-May-2026
  ଜିଲ୍ଲା  
ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   13-May-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    13-May-2026
  ଜିଲ୍ଲା  
ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   13-May-2026

You Might Also Like