-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   (28-Aug-2026)       ||      ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ    (28-Aug-2026)       ||      ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   (28-Aug-2026)       ||      ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   (28-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   (28-Aug-2026)       ||      ୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||     

HOME   ଜିଲ୍ଲା

ରାଜ୍ୟ ଖାଦ୍ୟ ଆୟୋଗ ଅଧ୍ୟକ୍ଷଙ୍କ ଟିଟିଲାଗଡ ଗସ୍ତ

23-Nov-2023



ବଲାଙ୍ଗିର(ପ୍ରେରଣା ଖବର ): ରାଜ୍ୟ ଖାଦ୍ୟ ଆୟୋଗ ଅଧ୍ୟକ୍ଷ ଅବନୀକାନ୍ତ ସାହୁଙ୍କ ତିନି ଦିନିଆ ବଲାଙ୍ଗିର ଗସ୍ତ ଦ୍ଵିତୀୟ ଦିନରେ ଟିଟିଲାଗଡରେ ବିଭିନ୍ନ ଯୋଜନାର ସମୀକ୍ଷା କରିଛନ୍ତି । ଆଜି ଶ୍ରୀ ସାହୁ ଟିଟିଲାଗଡର ବିଭିନ୍ନ ଅଞ୍ଚଳ ପରିଦର୍ଶନରେ ଯାଇ ଯୋଜନା ଗୁଡିକର କାର୍ଯ୍ୟକାରିତା ଉପରେ  ପଚାରି ବୁଝିଥିଲେ। ପିପଲପଦର  ରେ ଛତୁଆ ଉତ୍ପାଦନ କେନ୍ଦ୍ର ବୁଲିବା ସହ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଥିଲେ । ଛତୁଆର ଉତ୍ପାଦନ ବେଳେ ସଂପୂର୍ଣ୍ଣ ସ୍ଵଛତା ଅବଲମ୍ବନ କରିବା, ପକେଟ ପିଛା ଓଜନ ଓ ମାନ ସଠିକ ରହିବା ପ୍ରତି ଯତ୍ନବାନ ହେବାକୁ ସେ କହିଥିଲେ। ଏହାପରେ ମାଲଗୋଦାମ ପଡାରେ ମଡେଲ  ଅଙ୍ଗନୱାଡି କେନ୍ଦ୍ର ବୁଲିଦେଖିଥିଲେ। ପିଲାଙ୍କୁ ସୁବିଧା ପଚାରି ବୁଝିବାସହ ଅଙ୍ଗନୱାଡି କର୍ମୀଙ୍କୁ  ଯତ୍ନବାନ ହେବାକୁ ତାଗିଦ କରିଥିଲେ । ଭାଟିପଡାରେ ଅଙ୍ଗନୱାଡି କେନ୍ଦ୍ର-୨ରେ ଶିଶୁ ଆହାର ସମୀକ୍ଷା କରିଥିଲେ । ଏହା ପରେ ଦେହସିଲ ଓ ସାନପତ୍ରପାଲିରେ ଅଣସୁଚିତ ଜାତି

ଓ ଅଣସୂଚିତ ଜନଜାତି ବିଭାଗ ପକ୍ଷରୁ ଚାଲିଥିବା ଉଚ୍ଚ ବିଦ୍ୟାଳୟରେ ଖାଦ୍ୟ ଏବଂ ମେଡିକାଲ ସୁବିଧା ତଦାରଖ କରିଥିଲେ । ଜାଗୁଆ ଗ୍ରାମପଞ୍ଚାୟତରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଆଇନ ଆଧାରରେ ମିଳୁଥିବା ରାସନ ବାବଦରେ ବଣ୍ଟନ କେନ୍ଦ୍ରରେ ହିତାଧିକାରୀଙ୍କ ପ୍ରତିକ୍ରିୟା ପଚାରିବୁଝିଥିଲେ। ସେଠାରେ ଗୋଦାମ ଗୃହ ତର୍ଜମା କରିବା ସହ ଷ୍ଟକ ରେଜିଷ୍ଟର ଯାଞ୍ଚ କରିଥିଲେ। ଚାଉଳ ବଣ୍ଟନରେ କୌଣସି ଅନିୟମିତତାକୁ ପ୍ରଶୟ ଦିଆଯିବନି ବୋଲି ସେ ଅଧିକାରୀଙ୍କୁ ତାଗିଦ କରିଥିଲେ । ଅପରାହ୍ନରେ ଟିଟିଲାଗଡ ବ୍ଲକ ଅଫିସ ସମ୍ମିଳନୀ କକ୍ଷରେ ବ୍ଲକସ୍ତରୀୟ

ଅଧିକାରୀ, ପଞ୍ଚାୟତସ୍ତରୀୟ ସଦସ୍ୟଙ୍କୁ ନେଇ ସମୀକ୍ଷା ବୈଠକ କରିଥିଲେ । ସମ୍ମିଳନୀ କକ୍ଷରେ ନୁତନ ହିତାଧିକାରୀଙ୍କୁ ଭତ୍ତା ବାଣ୍ଟିଥିଲେ  । ଏହି ଗସ୍ତ ବେଳେ ତାଙ୍କ ସହ ରାଜ୍ୟ ଖାଦ୍ୟ ଆୟୋଗର ସଦସ୍ୟ ପ୍ରିୟବ୍ରତ ସାମନ୍ତରାୟ, ପ୍ରେମଶିଳା କେରକେଟା, ଆସିଷ୍ଟାଣ୍ଟ ସେକ୍ସନ ଅଫିସର ଅନୁପମ ହୋତା, ଟିଟିଲାଗଡ ଉପଜିଲ୍ଲାପାଳ  ଦୟାମୟ ପାଢୀ, ଜିଲ୍ଲା ପରିଷଦ ସଦସ୍ୟ ଗୀତା ବିଶି, ବ୍ଲକ ଅଧ୍ୟକ୍ଷ ସଞ୍ଜୁକ୍ତା ନାୟକ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସ୍ଵଭାବ କବି ଗଙ୍ଗାଧର ମେହେର ଜୟନ୍ତୀ   28-Aug-2026
  ଜିଲ୍ଲା  
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ   28-Aug-2026
  ଜିଲ୍ଲା  
ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ : ନିଖୋଜ ଛଅ ଜଣ ଉଦ୍ଧାର   28-Aug-2026
  ରାଜ୍ୟ  
ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର ପକ୍ଷରୁ ଆତ୍ମ ପ୍ରଶିକ୍ଷଣ ଶିବିର   28-Aug-2026
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ଖେଳାଳି ଧୀରେନ୍ଦ୍ର ମେହେରଙ୍କୁ ସମ୍ମାନୀତ   28-Aug-2026
  ଜିଲ୍ଲା  
୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   28-Aug-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   28-Aug-2026
  ଜିଲ୍ଲା  
କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   28-Aug-2026
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026

You Might Also Like