-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||     

HOME   ଜିଲ୍ଲା

ରାମପୁର ସେବାଶ୍ରମ ଉଚ୍ଚ ବିଦ୍ୟାଳୟ ରେ ଜିଲ୍ଲା ସ୍ତରୀୟ ସର୍ଗିଫୁଳ ର ଉଦଯାପନୀ ଉତ୍ସବ ଅନୁଷ୍ଠିତ

23-Nov-2023



ଆଗଲପୁର, (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ବେନ୍ଦ୍ରା ପଞ୍ଚାୟତ ଅନ୍ତର୍ଗତ ରାମପୁର ସରକାରୀ ସେବାଶ୍ରମ ଉଚ୍ଚ ବିଦ୍ୟାଳୟ ଖେଳପଡିଆ ଠାରେ ଜିଲ୍ଲା ସ୍ତରୀୟ ସର୍ଗୀଫୁଲ ର ଉଦଯାପନୀ ଉତ୍ସବ ଉଦଯାପିତ ହୋଇଯାଇଛି l ଏହି ଉଦଯାପିତ ଉତ୍ସ ବ ରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଉପ ଜିଲ୍ଲା ପାଲ ପ୍ରଭାସ ଚନ୍ଦ୍ର ଦଣ୍ଡସେନା , ଆଗଲପୁର ଅତିରିକ୍ତ ତହସିଦାର ପ୍ରଭାକର ପଧାନ , ପୂର୍ବତନ ହାଇସ୍କୁଲ ପ୍ରଧାନ ଶିକ୍ଷକ ବଳଦେବ ଭୋଇ ଓ ସଭାର ମୁଖ୍ୟବକ୍ତା ଭାବେ ଆଗଲପୁର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ  ଦିଲ୍ଲୀପ ପାଠୀ, ରାମପୁର ହାଇସ୍କୁଲ ପ୍ରଧାନ ଶିକ୍ଷକ ନିତ୍ୟାନନ୍ଦ ରାଉତ ଏବଂ ସଭାର ସଭାପତି ତଥା ଜିଲ୍ଲା ମଙ୍ଗଳ ଅଧିକାରୀ ଅଲେଖ ବିଶ୍ବାଳ ସଭାପତୀତ୍ୱ କରିଥିଲେ l ଏହି ସର୍ଗିଫୁଲ ଉତ୍ସବ ର କ୍ରୀଡା ରେ ଯେଉଁ ଛାତ୍ରଛାତ୍ରୀ ଉତୀର୍ଣ୍ଣ ହୋଇଛନ୍ତି ସେମାନେ ରାଜ୍ୟସ୍ତର କୁ ଖେଳି ଯିବାର ସୂଚନା ମିଳିଛି l ଏହାସହ ପୁରସ୍କାର ବିତରଣ  ଉତ୍ସବ ଅନୁଷ୍ଠିତ ହେବାସହ  ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l

ଏହି ସଭାରେ ସର୍ଗିଫୁଲ୍ ପରି ମହକି ମହାନ୍ ଆଦର୍ଶ ବାନ , ମହତ୍ ଉଦ୍ଦେଶ୍ୟ ନେଇ ପାଠ ପଢ଼ିବା ,ଦେଶ , ଜାତି , ପିତା ମାତା ଙ୍କ ନାମ ରୋଶନ କରିବା ସହ ଖେଳ କୁଦ ରେ ମଧ୍ୟ ଖ୍ୟାତି ଅର୍ଜନ ଭଳି ଅନେକ ବାକ୍ୟ ଅତିଥି ମାନେ ନିଜ ନିଜ ବକ୍ତବ୍ୟ ରଖିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   28-Aug-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   28-Aug-2026
  ଜିଲ୍ଲା  
କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   28-Aug-2026
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026

You Might Also Like