-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||     

HOME   ଜିଲ୍ଲା

ଡାବୁଗାଁ ଅଂଚଳରେ ପଞ୍ଚୁକ ପାଇଁ ମନ୍ଦିରରେ ଭିଡ଼

23-Nov-2023



ନବରଙ୍ଗପୁର(ମିହିର ଶଙ୍କର ପାତ୍ର)
ଆଜି ଠାରୁ  ପଞ୍ଚୁକ ବ୍ରତ ଆରମ୍ଭ ।ଏହି ଅବସରରେ ଅଞ୍ଚଳର ସମସ୍ତ ମନ୍ଦିରରେ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି।ସ୍ଥାନୀୟ ଜଗନ୍ନାଥ ମନ୍ଦିରରେ ରତ୍ନ ସିଂହାସନ ଉପରେ ଦାରୁବ୍ରହ୍ମଙ୍କୁ ଏହି ପାଞ୍ଚଦିନ ଆକର୍ଷଣୀୟ ବେଶ କରାଯିବ। ପଞ୍ଚୁକରେ ଶ୍ରୀଜୀଉଙ୍କ ଦର୍ଶନ ପାଇଁ ଭକ୍ତଙ୍କ ସଂଖ୍ୟା ପ୍ରାୟ ଦୁଇଗୁଣ ବୃଦ୍ଧି ପାଇବ। ତାହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ମଧ୍ୟ ସୁରକ୍ଷା ପାଇଁ ବ୍ୟବସ୍ଥା  କରାଯାଇଛି। ଭକ୍ତଙ୍କ ପାଇଁ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କରାଯାଇଛି। ଜଗନ୍ନାଥ ମନ୍ଦିର ରତ୍ନ ସିଂହାସନରେ ଆଜି ମହାପ୍ରଭୁଙ୍କୁ ଠିଆକିଆ ବା ଲକ୍ଷ୍ମୀନାରାୟଣ ବେଶ କରାଯିବ। ଏହାଛଡ଼ା ହରି ଉତ୍‌ଥାପନ ନୀତି ଅନୁଷ୍ଟିତ ହେବ। ୨୪ ତାରିଖ ଶୁକ୍ରବାର ପ୍ରଭୁଙ୍କୁ ବାଙ୍କଚୂଡ଼ ବା ବାମନ ବେଶ କରାଯିବ। ସେଦିନ ଗରୁଡ଼ ଉତ୍‌ଥାପନ ନୀତି ଅନୁଷ୍ଠିତ ହେବ। ୨୫ ତାରିଖ ଶନିବାର ଡାଳିକିଆ ତଥା ତ୍ରିବିକ୍ରମ ବେଶ ଏବଂ ୨୬ ତାରିଖ ରବିବାର ଶ୍ରୀଜୀଉଙ୍କୁ ଲକ୍ଷ୍ମୀ ନୃସିଂହ କରାଯିବ। ୨୭ ତାରିଖ କାର୍ତ୍ତିକ ପୂର୍ଣ୍ଣିମାରେ ରାଜାଧିରାଜ (ସୁନା ବେଶ)ରେ ଭକ୍ତଙ୍କୁ ଦର୍ଶନ ଦେବେ ପରଂବ୍ରହ୍ମ। କାର୍ତ୍ତିକ ମାସର ପଞ୍ଚୁକ ସମୟରେ ମହାପ୍ରଭୁଙ୍କୁ ଦର୍ଶନ କଲେ ମହାପୁଣ୍ୟ ମିଳେ ବୋଲି ଭକ୍ତଙ୍କ ବିଶ୍ୱାସ ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   28-Aug-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   28-Aug-2026
  ଜିଲ୍ଲା  
କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   28-Aug-2026
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026

You Might Also Like