-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   (28-Aug-2026)       ||      ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||     

HOME   ଜିଲ୍ଲା

ଜିଲ୍ଲା ବରିଷ୍ଠ ନାଗରିକ ମଂଚର ସାଧାରଣ ପରିଷଦ ବୈଠକ ଓ କର୍ମକର୍ତ୍ତା ନିର୍ବାଚନ

23-Nov-2023



ବଲାଙ୍ଗିର(ଚିତ୍ରସେନ ବେହେରା ଙ୍କ ରିପୋର୍ଟ): ଜିଲ୍ଲାର ସର୍ବ ବୃହତ, ପୁରାତନ ତଥା ଅଗ୍ରଣୀ ଜିଲ୍ଲା ବରିଷ୍ଠ ନାଗରିକ ମଂଚର ସାଧାରଣ ପରିଷଦ ବୈଠକ ତଥା କର୍ମକର୍ତ୍ତା ନିର୍ବାଚନ ରାଧାକୃଷ୍ଣ ମନ୍ଦିର, ପଲ୍ଲିଶ୍ରୀ ବିହାର, ସଦାଇପାଲି ଠାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଅଧ୍ୟକ୍ଷତା କରିଥିଲେ ସଭାପତି ପ୍ରଭାକର ମିଶ୍ର । ସଂପାଦକୀୟ ବିବରଣୀ ଉପସ୍ଥାପନ କରିଥିଲେ ସାଧାରଣ ସଂପାଦକ ମନୋରଂଜନ ମିଶ୍ର ଓ ଆୟବ୍ୟୟ ବିବରଣୀ ଉପସ୍ଥାପନ କରିଥିଲେ କୋଷାଧ୍ୟକ୍ଷ ନରେନ୍ଦ୍ର କବାଟ । ମଂଚର କାର୍ଯ୍ୟକାଳ ସମାପ୍ତ ହେବା ପୂର୍ବରୁ ଆସନ୍ତା ଦୁଇ ବର୍ଷ ପାଇଁ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଉପଦେଷ୍ଟା ସୁଧାଂଶୁ ଶେଖର ଦର୍ଜୀ, ଚାରିଜଣ ଉପଦେଷ୍ଟା ପଦ୍ମଚରଣ ଆଚାର୍ଯ୍ୟ, ବାସୁଦେବ ମେହେର, ଧନଞ୍ଜୟ ମିଶ୍ର ଓ ଦୁର୍ଗା ପ୍ରସାଦ ହୋତା, ସଭାପତି

ନାରାୟଣ ପାଢୀ, ଉପ-ସଭାପତି ଇଂ. ପ୍ରଫୁଲ୍ଲ କୁମାର ସାହୁ ଓ ଇଂ. ହରେକୃଷ୍ଣ ମେହେର, ସାଧାରଣ ସଂପାଦକ ଅଶୋକ କୁମାର ଚାନ୍ଦ, ଅତିରିକ୍ତ ସାଧାରଣ ସଂପାଦକ ନୀଳାଞ୍ଚଳ ଚିରଗୁନ, ଯୁଗ୍ମ ସଂପାଦକ ଚୁଡେନ୍ଦ୍ର କୁମାର ବେହେରା ଓ ଗୌର ଚନ୍ଦ୍ର ପୁରୋହିତ, ସଂଗଠନ ସଂପାଦକ ବିନୟ କୁମାର ମିଶ୍ର, କାର୍ଯ୍ୟାଳୟ ସଂପାଦକ ସୁରେନ୍ଦ୍ର ନେଗୀ, କୋଷାଧ୍ୟକ୍ଷ ନରେନ୍ଦ୍ର କବାଟ, ୧୬ ଜଣ କାର୍ଯ୍ୟକାରୀ ସଦସ୍ୟ କପିଳେଶ୍ୱର ଖମାରୀ, ବୃଷକେତୁ ସାହୁ, ମଲିଆ ଗଡୁଆ, ଡା. ଗୋପାଳ କୃଷ୍ଣ ମିଶ୍ର, ଆଡଭୋଇକେଟ ଅଶୋକ କୁମାର ମିଶ୍ର, ଗଜେନ୍ଦ୍ର ତ୍ରିଭୁବନ ଦାସ ଭମର, ନବୀନ କୁମାର ନନ୍ଦ, ପ୍ରମୋଦ ରଂଜନ ପାଣ୍ଡିଆ, ଆର୍ତ୍ତତ୍ରାଣ ମିଶ୍ର, ପୂର୍ଣ୍ଣଚନ୍ଦ୍ର ମେହେର, ପ୍ରମୋଦ କୁମାର ଗୁରୁ, ପ୍ରଦୀପ କୁମାର ଶତପଥି, ଛାୟାକାନ୍ତ ସାହୁ, ସନାତନ ଠାକୁର, ପ୍ରଦ୍ୟୁମ୍ନ ଗଡତ୍ୟା ଓ ସନାତନ ରାଉତ ସର୍ବ ସମ୍ମତିକ୍ରମେ ନିର୍ବାଚନ କମିଟି ଦ୍ୱାରା ନିର୍ବାଚିତ ହୋଇଥିଲେ । ଏହି ନିର୍ବାଚନକୁ ନିର୍ବାଚନ ଅଧିକାରୀ ଭାବରେ ଶ୍ରୀକାନ୍ତ ପାଣିଗ୍ରାହୀ ଓ ସଭ୍ୟ ଭାବେ ଜୟକୃଷ୍ଣ ସାହୁ, ଅଗସ୍ତୀ ବାରିକ, ବିଶ୍ୱନାଥ ତ୍ରିପାଠୀ ପରିଚାଳନା କରିଥିଲେ । ସାଧାରଣ ପରିଷଦ ବୈଠକର ସମସ୍ତ ଖର୍ଚ୍ଚ ବିରଞ୍ଚି ହୋତା ବହନ କରିଥିବାରୁ ଉପସ୍ଥିତ ସମସ୍ତ ସଦସ୍ୟ କୃତଜ୍ଞତା ତଥା ଧନ୍ୟବାଦ ଦେଇଥିଲେ । କାର୍ଯ୍ୟକ୍ରମକୁ ପରିଚାଳନା ତଥା ଧନ୍ୟବାଦ ଅର୍ପଣ କରିଥିଲେ ସୁନିଲ ଚନ୍ଦ୍ର ବିଶ୍ୱାଲ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୧୮୯ ବାଟାଲିୟନ୍ CRPF ଯବାନଙ୍କ ସହ ଜେ ଏସ ଏମ କଲେଜରେ ରାକ୍ଷୀ ପୂର୍ଣ୍ଣିମା ପାଳିତ   28-Aug-2026
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   28-Aug-2026
  ଜିଲ୍ଲା  
କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   28-Aug-2026
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026

You Might Also Like