-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   (28-Aug-2026)       ||      କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ଟିକ୍ରାପଡ଼ା ଗାନ୍ଧି ପାଠାଗାର ଠାରେ ଆରମ୍ଭ ହେଲା ପଞ୍ଚକୁଣ୍ଡିୟ ବିଶ୍ୱ ଶାନ୍ତି ବିଷ୍ଣୁ ମହାଯଜ୍ଞ

23-Nov-2023



ବଲାଙ୍ଗିର (ପ୍ରେରଣା ଖବର ): ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁସାରେ ଶ୍ରୀକୃଷ୍ଣ ଚୈତନ୍ୟ ସେବା ସଂସ୍ଥାନ ଟିକ୍ରାପଡା ଅହୋରାତ୍ର ନାମଯଜ୍ଞର ସୁବର୍ଣ୍ଣ ଜୟନ୍ତୀ ଉପଲକ୍ଷେ ଆୟୋଜନ ହେବାକୁ ଥିବା ପଞ୍ଚକୁଣ୍ଡିୟ ବିଶ୍ୱ ଶାନ୍ତି ବିଷ୍ଣୁ ମହାଯଜ୍ଞ ଟିକ୍ରାପଡା ଗାନ୍ଧୀ ପାଠାଗାର ଠାରେ ପୂଜ୍ୟ ସ୍ୱାମୀଜୀ ତେଜମୟାନନ୍ଦ ସରସ୍ବତୀ ଯଜ୍ଞ ଆରମ୍ଭ କରିଥିଲେ l ପୂଜକ ସଞ୍ଜୟ କୁମାର ଦାସ ଓ ମହାଦେବ ମିଶ୍ରଙ୍କ ନେତୃତ୍ୱରେ ଯଜ୍ଞ କାର୍ଯ୍ୟ କରାଯାଉଛି l  ସକାଳ ୭ଘଣ୍ଟାରୁ କଳସ ଯାତ୍ରା ସହ ସମସ୍ତ ଯଜ୍ଞ କର୍ତ୍ତା ସହ ସମସ୍ତ ସଭ୍ୟ ଉପସ୍ଥିତ ରହି ଏହି ମହାଯଜ୍ଞ ଆରମ୍ଭ କରାଯାଇଥିଲା l ପ୍ରଥମ ଦିନ ଦିବ୍ୟ ବହିଦାର, ଜିତୁ

ମଟାରୀ,ରାହୁଲ ସାହୁ, ହରେକୃଷ୍ଣ ପାତ୍ର, ହରିଶଙ୍କର ପଣ୍ଡା ଓ ତାଙ୍କ ସହଧର୍ମିଣୀ ଯଜ୍ଞକର୍ତ୍ତା ଏବଂ ବୈଷ୍ଣବ ସାହୁ ସହଧର୍ମିଣୀ ସ୍ନେହଲତା ତଥା ଉପମୁଖ୍ୟ କର୍ତ୍ତା ଦିଲୀପ ଅଗ୍ରୱାଲ ସହଧର୍ମିଣୀ ଅନିତା ଅଗ୍ରୱାଲ ଯଜ୍ଞକର୍ତ୍ତାର ଦାୟିତ୍ୱ ତୁଲାଇଥିଲେ l ସନ୍ଧ୍ୟା ସାଂସ୍କୃତିକ କାର୍ଯ୍ୟକ୍ରମରେ  ଶ୍ରୀ କୃଷ୍ଣ ଚୈତନ୍ୟ ସେବା ସଂସ୍ଥାନର ସଭାପତି ପ୍ରକାଶ  ନେପାକଙ୍କ ସଭାପତିତ୍ୱରେ ସମ୍ମାନିତ ଅତିଥି ପଦ୍ମଶ୍ରୀ ନରସିଂହ ପ୍ରସାଦ ଗୁରୁ, ରାଜ୍ୟ ହାଉସିଂ ବୋର୍ଡ ଅଧ୍ୟକ୍ଷ କଳିକେଶ ନାରାୟଣ ସିଂଦେଓ ଯୋଗଦାନ କରି ଟିକ୍ରାପଡା ଅହୋରାତ୍ର ନାମଯଜ୍ଞ ୫୦ବର୍ଷ ପୂରଣ କରି ଇତିହାସ ସୃଷ୍ଟି କରିଛି ବୋଲି ମତ ବ୍ୟକ୍ତ କରିଥିଲେ l  ସୁବର୍ଣ୍ଣ ଜୟନ୍ତି ଅବସରରେ ଏକ ସ୍ମରଣିକା ଅତିଥି ମାନଙ୍କ ଦ୍ୱାରା ଉନ୍ମୋଚନ କରାଯାଇଥିଲା l ଏହି ସଭାରେ ବିଶିଷ୍ଠ ସମାଜ ସେବି ବିକ୍ରମାନନ୍ଦ ବହିଦାରଙ୍କୁ ସମାଜର ଆଧ୍ୟାତ୍ମିକ କାଯ୍ୟକଳାପରେ ସଶ୍ଳିଷ୍ଟ ରହି ସନାତନ ଧର୍ମର ପ୍ରଚାରକ ରୂପେ ନିଜକୁ ନିୟୋଜିତ କରିଥିବାରୁ ତାଙ୍କୁ ମାନପତ୍ର ପ୍ରଦାନ କରି ସମ୍ବଦ୍ଧିତ କରାଯାଇଥିଲା l ଭମରଙ୍କୁ ମଧ୍ୟ ଆଧ୍ୟାତ୍ମିକ  କାର୍ଯ୍ୟରେ ଯୋଗଦାନ ପାଇଁ ମାନପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା l ସ୍ବର୍ଗୀୟ ପ୍ରତିଷ୍ଠାତା ସଭ୍ୟ ମାନଙ୍କ ପରିବାରବର୍ଗଙ୍କୁ ମରୋଣତ୍ତର ମାନପତ୍ର କମିଟି ତରଫରୁ ପ୍ରଦାନ କରାଯାଇଥିଲା l ପ୍ରତିଷ୍ଠାତା ସଭ୍ୟ କୁଳମଣି ନାଏକ, ପ୍ରଫୁଲ୍ଲ ନେପାକ, ଭଗବାନ ବଗର୍ତି, ଦୁଲିଚନ୍ଦ ଅଗ୍ରୱାଲ ଙ୍କୁ

ମାନପତ୍ର ଓ ଉପଢୌକନ ଦେଇ କମିଟି ତରଫରୁ ସମ୍ବର୍ଦ୍ଧନା ଦିଆଯାଇଥିଲା l  ସମ୍ମାନିତ ଅତିଥି ମାନେ ବିଭିନ୍ନ ପ୍ରତିଯୋଗିତାର ବିଜେତା ମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ l ମଞ୍ଚ ପରିଚାଳନା ସଭ୍ୟ ମଧୁ ନାଏକ କରିଥିଲେ l ମଞ୍ଚରେ ଉପସଭାପତି ପ୍ରଦୀପ ସାହୁ, ମୁଖ୍ୟ ଉପଦେଷ୍ଟା ଭଗବାନ ବଗର୍ତି, ସମ୍ପାଦକ ଅଙ୍କୁଶ ହୋତା ଏବଂ ମହିଳା କମିଟି ସଭାପତି ବନେଶ୍ୱରୀ ବେହେରା ମଂଚାସୀନ ଥିଲେ l ସମ୍ପାଦକ ଅଙ୍କୁଶ ହୋତା ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଆନୁକୁଲ୍ୟରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ନିଶା ନିବାରଣ ବ୍ରତ ପାଳିତ   28-Aug-2026
  ଜିଲ୍ଲା  
କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   28-Aug-2026
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026

You Might Also Like