-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ରାଜ୍ୟ

କ୍ୟାବିନେଟରେ ଆଖୁଚାଷୀଙ୍କ ପାଇଁ ୩୫୦୦ କୋଟିର ସବସିଡି: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର,ଏହି ସବସିଡ଼ି ରାଶି ସିଧାସଳଖ ଚାଷୀ ଙ୍କ ବ୍ୟାଙ୍କ ଆକାଉଣ୍ଟ କୁ ଯିବ।

16-Dec-2020



ଭୁବନେଶ୍ୱର,(ପ୍ରେରଣା ଖବର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ବୁଧବାର ବସିଥିବା କ୍ୟାବିନେଟ୍ ବୈଠକରେ ଆଖୁଚାଷୀଙ୍କ ପାଇଁ ୩୫୦୦ କୋଟି ଟଙ୍କାର ସବସିଡି ମଂଜୁର ହୋଇଛି । ଏହି ସବସିଡ଼ି ରାଶି ସିଧାସଳଖ ଚାଷୀଙ୍କ ବ୍ୟାଙ୍କ୍ ଖାତାକୁ ଯିବା ନିଷ୍ପତିକୁ ସ୍ୱାଗତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।ଚାଷୀଙ୍କ ହିତରେ ନିଆଯାଇଥିବା ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ପାଇଁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ମୋଦି ଓ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାରକୁ ଧନ୍ୟବାଦ ଜଣାଇଛନ୍ତି ।ସେ କହିଛନ୍ତି ଯେ କେନ୍ଦ୍ର କ୍ୟାବିନେଟର ନିଷ୍ପତିଦ୍ୱାରା ଚିନି ରପ୍ତାନୀ ଉପରେ ଦିଆଯାଉଥିବା ସବସିଡ଼ି ଏବେ ସିଧାସିଧା ଚାଷୀଙ୍କ ବ୍ୟାଙ୍କ୍ ଖାତାକୁ ଆସିବ । ଆଖୁ ଚାଷୀଙ୍କ ଆକାଉଂଟକୁ ସିଧାସଳଖ ୩ ହଜାର ୫୦୦ କୋଟି ପ୍ରଦାନ କରାଯିବା ଦ୍ୱାରା ଚାଷୀମାନଙ୍କ ଅନେକ ସମସ୍ୟାର ଅନ୍ତ ଘଟିବ ଏବଂ ସେମାନେ ଉପକୃତ ହୋଇପାରିବେ । ଭାରତବର୍ଷର ପ୍ରାୟ ୫ କୋଟି ଆଖୁଚାଷୀ ଓ ଚିନି ମିଲ ଗୁଡିକରେ କାମ କରୁଥିବା କର୍ମଚାରୀମାନେ ଏହି ନିଷ୍ପତି ଫଳରେ ଉପକୃତ ହେବେ । ଚିନି ଆମଦାନୀରେ ସବସିଡ଼ି ମିଳିବା ଦ୍ୱାରା ଚିନି ଉତ୍ପାଦନ ବଢ଼ିବ, ଅତିରିକ୍ତ ଇଥାନଲ ତିଆରି କରାଯାଇପାରିବ । ଫଳରେ ରୋଜଗାର ସୃଷ୍ଟି ହେବ ଏବଂ ଆଖୁ ଚାଷୀଙ୍କ ଆୟ ବୃଦ୍ଧି ପାଇବ ସେହିପରି କେନ୍ଦ୍ରକ୍ୟାବିନେଟରେ ଡ଼ିଜିଟାଲ ଇଣ୍ଡିଆକୁ ତ୍ୱରାନ୍ୱିତ କରିବା ଦିଗରେ ସେକ୍ଟ୍ରମ ବ୍ରାଣ୍ଡର ନିଲାମୀକୁ ମଞ୍ଜୁରି ଦିଆଯାଇଛି । ଏହାବ୍ୟତିତ ଭାରତର ଉତର ପୂର୍ବାଚଂଳର ପ୍ରଗତି ଓ ସମୃଦ୍ଧି ଦିଗରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର କ୍ୟାବିନେଟ୍ ଉତର ପୂର୍ବାଚଂଳର ୬ଟି ରାଜ୍ୟ ପାଇଁ ଶକ୍ତି ବ୍ୟବସ୍ଥାର ଉନ୍ନତି ପ୍ରକଳ୍ପର ସଂଶୋଧିତ ମୂଲ୍ୟ ଆକଳନକୁ ଅନୁମୋଦନ କରିଛି । ଆନ୍ତରାଜ୍ୟ ସରବରାହ ଏବଂ ବିତରଣ ଭିତିଭୂମିକୁ ମଜବୁତ୍ କରିବା ଦିଗରେ ଏହି ନିଷ୍ପତି ଉତର ପୂର୍ବାଚଂଳରେ ଏକ ନିର୍ଭରଯୋଗ୍ୟ ବିଦ୍ୟୁତ ଗ୍ରୀଡ଼୍ ସୃଷ୍ଟି କରିବା ସହ ଅର୍ଥନୈତିକ ବିକାଶରେ ନୂଆ ସୁଯୋଗ ପାଇଁ ଦ୍ୱାର ଫିଟିବ ବୋଲି ସେ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like