-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   (28-Aug-2026)       ||      *ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||     

HOME   ଜିଲ୍ଲା

ହାଟପଦା ପଡା ମେଟାକନୀ ମନ୍ଦିରର ନାମ ଯଜ୍ଞ ପାଇଁ କଳସ ଯାତ୍ରା

23-Nov-2023



ବଲାଙ୍ଗିର(ପ୍ରେରଣା ଖବର ): ବଲାଙ୍ଗିର ସହର ସ୍ଥିତ ହାଟପଦା ପଡା ମାଁ ମେଟାକାନୀ ମନ୍ଦିର କମିଟି ପକ୍ଷରୁ ସବୁବର୍ଷ ଭର୍ଳି ଚଳିତ ବର୍ଷ ମଧ୍ୟ ନବମ ବର୍ଷୀକ ୨୪ ପ୍ରହରି ନାମଯଜ୍ଞ ପାଳିତ କରାଯାଉଛି । କମିଟୀର ସଭାପତି ଲୋଟସ ଷଢଙ୍ଗୀଙ୍କ ସଭାପତିତ୍ୱରେ ଚଳିତ ବର୍ଷ ବହୁ ଅଡମ୍ବରରେ ଜିଲ୍ଲା ତଥା ଜିଲ୍ଲା ବାହାରୁ ଅନେକ ସଙ୍କୀତନ୍ୟ ଦଳ ଆସିବାର କାର୍ଯକ୍ରମ ରହିଛି । ଚଲିତ ବର୍ଷ  ଜଗନ୍ନାଥ ମିଶ୍ର ଓ ସହଧର୍ମିଣୀ ବିନୋଦ ମଞ୍ଜରୀ ମିଶ୍ର କର୍ତା ଭାବରେ ଥିବା ବେଳେ ପୂଜକ ଭାବରେ ମୁଁରାରୀ ମିଶ୍ର ଦାଇତ୍ୱ ତୁଳାଉଛନ୍ତି । ଆଜି ସଂଧ୍ୟା ୫ଟା ସମୟରେ

ସ୍ଥାନୀୟ ମେଟାକାନୀ ମନ୍ଦିରରୁ ୧୫ ଶହରୁ ଉର୍ଦ୍ଧ ମହିଳା ବାହାରି ନରସିଂହ ମନ୍ଦିରରେ ଥିବା ପୋଖରୀରେ ରିତିନିତି ପରାମ୍ପାରିକ ଫୂଜାର୍ଚନାପରେ  କଳସ ଯାତ୍ରାରେ ବାହରି ହାତପଡା ପଡା ସ୍ଥିତ ନାମଯଜ୍ଞ ମଣ୍ଡଳୀରେ ଶୁଭ କଳସ ସ୍ଥାପନ କରିଥିଲେ । ଚଳିତ ମାସ ୨୪ ତାରିଖ ସକାଳ ୯ ଘଂଟା  ସମୟରୁ ନାମ ଆରମ୍ଭ ହୋଇ ଚଳିତ ମାସ ୨୭ ତାରିଖ ୯ ଘଂଟା ସମୟରେ ପୂର୍ଣ୍ଣାହୁତିର କାର୍ଯ୍ୟକ୍ରମ ରହିଥିବାର କମିଟୀର ସଭାପତି ଶ୍ରୀ ଷଢଙ୍ଗୀ ସୂଚନା ଦେଇଛନ୍ତି । ଏହି ନାମଯଜ୍ଞର କଳସ ଯାତ୍ରରେ ହରିବଂଶ ମିଶ୍ର, ଗିରିଧାରୀ ଶତପଥୀ,ବୈକଣ୍ଠ ଖୁଣ୍ଟିଆ,ବିଭୂଦର୍ତ ଗୁରୁ, ନିର୍ମଳ ନନ୍ଦ, ରଘୁନାଥ ହୋତା, ଶାନ୍ତନୁ ମିଶ୍ର, ରାଧେଶ୍ୟାମ ଷଢଙ୍ଗୀ, ବିଶ୍ୱାମିତ୍ର ସାହୁ,ଶ୍ରୀବତ୍ସ ମିଶ୍ର, ପବିତ୍ର ଖୁଣ୍ଟିଆ, ଶନତ ତ୍ରୀପାଠୀ, ସରତ ପୂଝାରୀ, ପ୍ରଦୀପ ଷଢଙ୍ଗୀ, ରାଜ କୁମାର ମିଶ୍ର, ନିତିଆ ପଧାନ, ଇନ୍ଦ୍ର ନନ୍ଦ, ଲିଜୁ ସାହୁ,ଜତିନ ମିଶ୍ର, କମ୍ବୁ ତ୍ରୀପାଠୀ, ଟୁଙ୍ଗୁରୁ ମୁନୀ. ବେଳା ଥପା, ସନ୍ତୋଷ କୁମାର ପାଢୀ, ପ୍ରତ୍ୟୁଷ ପ୍ରକାଶ ଯୋଷୀ, ଲକ୍ଷ୍ମୀ ସ୍ୱାଇଁ, ଲାଲୁ ଶତପଥୀ, ପୃଥୀରାଜ ବରାଳ, ଟିକୁ ପରିଚ୍ଛା, ମଧୁ ବନଛୋର, ଶିଶିର ବେହେରା, ଦିଲିପ ସ୍ୱାଇଁ, ସଞ୍ଜୟ ଷଢଙ୍ଗୀ, ବଂଶୀ ପତି ସୋନୁ ପଟ୍ଟନାୟକ, ଗୀତା ବରାଡ଼, ନନ୍ଦିନୀ ପୋଢ଼, ଝରଣା ପାଢ଼ୀ, ମୁନା ପାଲ ଓ ଅଂଚଳର ଶତାଧିକ ମାତ୍ରାରେ ମହିଳା,ପୁରୁଷଙ୍କ ସମେତ ବାଳକ ବାଳିକା ମଧ୍ୟ ଆଜିର ଏହି ନାମ ଯଜ୍ଞର କଳସ ଯାତ୍ରରେ ସମିଲ ହୋଇ ସହେଯାଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କାଶୀନାଥ ମହାବିଦ୍ୟାଳୟ, ପହଣ୍ଡି ଠାରେ ରକ୍ଷାବନ୍ଧନ ଉତ୍ସବ ସହିତ +୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ   28-Aug-2026
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026

You Might Also Like