-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||     

HOME   ଜିଲ୍ଲା

ଏହେସାସ ତାଇକଣ୍ଡୋ ଏକାଡେମୀକୁ ୧୬ ପଦକ - ରାଜ୍ୟ ସ୍ତରୀୟ ତାଇକଣ୍ଡୋ ପ୍ରତିଯୋଗିତା

24-Nov-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଏହେସାସ ତାଇକଣ୍ଡୋ ଏକାଡେମୀ ରାଜ୍ୟ ସ୍ତରୀୟ ତାଇକଣ୍ଡୋ ପ୍ରତିଯୋଗିତା ରେ ସଫଳତା ହାସଲ କରିଛି।  ଉକ୍ତ ପ୍ରତିଯୋଗିତାରେ ଏକାଡେମୀକର ଖେଳାଳୀଙ୍କୁ ୧୬ ଗୋଟି ପଦକ ମିଳିଥିବା ଜଣାଯାଇଛି । ରାଜ୍ୟ ତାଇକଣ୍ଡୋ ସଂଘ ପକ୍ଷରୁ ପୁରୀ ଇଣ୍ଡୋର ଷ୍ଟାଡିୟମରେ ଅନୁଷ୍ଠିତ ପ୍ରତିଯୋଗିତାରେ ଏହେସାସ ତାଇକଣ୍ଡୋ ଏକାଡେମୀର ୨୭ ଜଣ ଖେଳାଳୀ ଅଂଶଗ୍ରହଣ କରିଥିଲେ । ତେବେ ସେମାନଙ୍କ ମଧ୍ୟରୁ ଓମପ୍ରକାଶ ସେଠୀ ଏବଂ ରାଜଲକ୍ଷ୍ମୀ ସାହୁଙ୍କୁ ସ୍ୱର୍ଣ୍ଣ ପଦକ ମିଳିଥିବାବେଳେ ତଥାସ୍ତୁ ସାହୁ,ଭିଭାନ ଚୌଧିରୀ,ପାୟଳ ଧରୁଆଙ୍କୁ ସିଲଭର ମେଡାଲ ସେହିଭଳି ପ୍ରୀୟଦର୍ଶନୀ କର,ସାଇ ଶୁଭମ,ତନୟା ପଟ୍ଟନାୟକ,ତାସା ନାଏକ,କ୍ରିଷ୍ଣା କୁଦେଇ,ଶିଧାନ୍ତ ପୁରୋହିତ,ଅର୍ପିତା ପ୍ରଧାନ,ବିନାୟକ ଛନ୍ଦ,ଅଙ୍କିତ ମହାକୁର,ଲଭମ ସା,କ୍ରୀଷ୍ଣା କୁଦେଇଙ୍କୁ ବ୍ରୋଂଜ ମେଡାଲ ମିଳିଥିବା ଜଣାଯାଇଛି । ଖେଳାଳୀଙ୍କ ଏହି ସଫଳତା ପାଇଁ ସୁବର୍ଣ୍ଣପୁର ଜିଲ୍ଲା ତାଇକଣ୍ଡୋ ସଂଘ ପକ୍ଷରୁ ସଭାପତି ରବୀନ୍ଦ୍ର ହୋତା ଏବଂ ସଂପାଦକ ଏହେସାସ ହୋତା ସମସ୍ତ ପଦକ ଜିଣିଥିବା ଖେଳାଳୀ ଏବଂ କୋଚ ଅନ୍ୱେଶ ହୋତା,ମହେନ୍ଦ୍ର ରଣା,ମନିଷ ମହାନ୍ତୀ,ହର୍ଷିତା ନଏକ,ସୁରଜ ପଟ୍ଟନାୟକ,ବିଶ୍ୱରଂଜନ ସାହୁ ପ୍ରମୁଖଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026

You Might Also Like