-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ଏଥର ଫିକା ପଡ଼ିବ ଜିରୋ ନାଇଟ୍ ସେଲିବ୍ରେସନ୍: ପାଳନ ନେଇ କଟକଣା ଲଗାଇଲେ ସରକାର ।

16-Dec-2020



ଭୁବନେଶ୍ୱର,(ପ୍ରେରଣା ଖବର) କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ‘ଜିରୋ ନାଇଟ୍‌ ସେଲିବ୍ରେସନ୍‌’ ବନ୍ଦ ଘୋଷଣା କରାଯାଇଛି ।ଜାନୁଆରୀ ୩ ତାରିଖରୁ ରାଜଧାନୀ ଭୁବନେଶ୍ୱରରେ ଥିବା ଧାର୍ମିକ ଅନୁଷ୍ଠାନ ଗୁଡିକ ଖୋଲିପାରିବ । ତେବେ ଏଥିପାଇଁ ସମ୍ପୃକ୍ତ ଅନୁଷ୍ଠାନର ପରିଚାଳନା କମିଟି ପୂର୍ବର୍ରୁ ଅଣ୍ଡରଟେକିଂ ଲେଖିକରି ଦେବେ। ସେହିପରି ଆସନ୍ତା ୨୫ତାରିଖରେ ବଡ଼ଦିନ ଅବସରରେ ଚର୍ଚ୍ଚ ଖୋଲିବା ପାଇଁ ସ୍ୱତନ୍ତ୍ର ଅନୁମତି ମିଳିବ ବୋଲି କହିଛନ୍ତି ଭୁବନେଶ୍ୱର ମହାନଗର ନିଗମ କମିଶନର ପ୍ରେମ୍‌ ଚନ୍ଦ୍ର ଚୌଧୁରୀ । ଅନୁଷ୍ଠାନର ପିରସରକୁ ଦେଖି କେତେ ଲୋକ ଉପସ୍ଥିତ ରହିପାରିବେ ସେ ନିଷ୍ପତି ନିଆଯିବ ବୋଲି ସେ କହିଛନ୍ତି ।ଅନ୍ୟପଟେ ପ୍ରତିବର୍ଷ ଡିସେମ୍ବର ୩୧ ତାରିଖ ରାତିରେଆୟୋଜିତ ହୋଇଥାଏ ‘ଜିରୋ ନାଇଟ ସେଲିବ୍ରେସନ’ ହୋଇଥାଏ। କ୍ଲବ ଓ ବିଭିନ୍ନ ବାରରେ ନୂଆ ବର୍ଷ ପାଇଁ ଉତ୍ସବ ପାଳନହୋଇଥାଏ। ଏହି ସମୟରେ ବାର ଓ କ୍ଲବରେ ପ୍ରବଳ ଗହଳି ହୋଇଥିବାର ଦେଖାଯାଏ ।ନୂଆ ବର୍ଷକୁ ସ୍ବାଗତ କରିବା ପାଇଁ ଆୟୋଜିତ ହୋଇଥାଏ ସ୍ବତନ୍ତ୍ର ଉତ୍ସବ।ରାଜଧାନୀ ଭୁବନେଶ୍ବର ସମେତ ରାଜ୍ୟରେ ବିଭିନ୍ନ ସ୍ଥାନ ରେ  ‘ଜିରୋ ନାଇଟ୍‌ ସେଲିବ୍ରେସନ୍‌ ପାଳିତ ହୋଇଥାଏ । ତେବେ ଏଥର କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ‘ଜିରୋ ନାଇଟ୍‌ ସେଲିବ୍ରେସନ୍‌’ ବନ୍ଦ ଘୋଷଣା କରାଯାଇଛି।ଏହାକୁ ଦୃଷ୍ଟିରେ ରଖି ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ କହିଛନ୍ତି ଯେ ଭୁବନେଶ୍ବରରେ ଏ ବର୍ଷ ‘ଜିରୋ ନାଇଟ ସେଲିବ୍ରେସନ’ ହେବନାହିଁ। ବର୍ତ୍ତମାନର ଗାଇଡଲାଇନ ଅନୁସାରେ ୨୦୨୦ ଡିସେମ୍ବର ୩୧ ରାତି ଉତ୍ସବ ମନା କରାଯାଇଛି। ତେଣୁ ଭୁବନେଶ୍ୱରରେ ‘ଜିରୋ ନାଇଟ ସେଲିବ୍ରେସନ’ ହେବ ନାହିଁ। ନୂଆବର୍ଷ ପାଇଁ ୩୧ ତାରିଖ ରାତିରେ ଭୁବନେଶ୍ୱରରେ କୌଣସି ପ୍ରକାର ଉତ୍ସବ ପାଳନ କରାଯିବ ନାହିଁ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ‘ଜିରୋ ନାଇଟ ସେଲିବ୍ରେସନ’ ଉପରେ କଟକଣା ଲଗାଯାଇଛି। ଅଧିକ ସଂଖ୍ୟକ ଲୋକ ଏକାଠି ହେବା ଦ୍ବାରା କରୋନା ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ବିଏମ୍‌ସି ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି ବୋଲି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like