-+91-9937148622 |

prerana_bgr@rediffmail.com |

  Friday 28th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||     

HOME   ଜିଲ୍ଲା

ରାଜ୍ୟସଭା ସାଂସଦଙ୍କ ଦ୍ଵାରା ବିଜୁ କନ୍ୟା ରତ୍ନ ଯୋଜନା ଶୁଭାରମ୍ଭ

24-Nov-2023



ପାଟଣାଗଡ଼/ଖପ୍ରାଖୋଲ(ପୁର୍ଣ୍ଣ ଶଶୀ ଶେଖର ରାଓ): ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ  ବ୍ଲକ୍ ର ସଭା ଗୃହଠାରେ ଆଜି ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ର ଆୟୋଜନ କ୍ରମେ ଖପ୍ରାଖୋଲ ବ୍ଲକ୍ ପାଇଁ ବିଜୁ କନ୍ୟା ରତ୍ନ ଯୋଜନା ର ଶୁଭାରମ୍ଭ କରିଥିବା ବେଳେ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଯୋଗଦାନ କରିଥିଲେ।ଏହି ଅବସରରେ   ଏବିଇଓ  ସତ୍ୟନାରାୟଣ ମଟାରି , ବ୍ଲକ ଅଧ୍ୟକ୍ଷ ନିରୂପମା ପଟେଲ୍,ବ୍ଲକ ଉପାଧ୍ୟକ୍ଷ ସୁଖିରାମ୍ ସାଣ୍ଡ ବ୍ଲକ

ସାମାଜିକ ସୁରକ୍ଷା ଅଧିକାରୀ କନିଷ୍କ ବିଭାର, ଗ୍ରାମପଞ୍ଚାୟତ ସମ୍ପ୍ରସାରଣ  ଅଧିକାରୀ ବିକାଶ ବାର୍ଲା, ଶିଶୁ ମଙ୍ଗଳ ସମିତିର ସଭ୍ୟା  ଲୀନା ବାବୁ, ଅଧ୍ୟକ୍ଷ  ଲମ୍ବୋଦର ଦୀପ , ଭାରପ୍ରାପ୍ତ ସିଡିପିଓ ଅଞ୍ଜଳି ମିଶ୍ର,ଉପସ୍ଥିତ ରହି ଲୋଗୋ ଉନ୍ମୋଚନ କରିଥିଲେ। ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ର ସୁରକ୍ଷା ଅଧିକାରୀ ଚୂଡ଼ାମଣି ପଣ୍ଡା ପୋଷ୍ୟ ସନ୍ତାନ ଗ୍ରହଣ, କିଶୋର ନ୍ୟାୟ ଆଇନ, ଶିଶୁ ଗୃହ ଉପରେ ଓ  ବିଭିନ୍ନ ଯୋଜନା , ସଫଳତାର ଉଦାହରଣ ବିଶଦ ଭାବରେ ଜଣାଇଥିଲେ।ଏହି ଅବସରରେ ଅରୁଣା ର ଜିଲ୍ଲା ପରାମର୍ଶଦାତା ପ୍ରମୋଦ ବଗର୍ତ୍ତୀ ପୃଷ୍ଠପୋଷକତା  ସହାୟତା ରାଶି,  ଫୋଷ୍ଟର୍ କେୟାର ବା  ଶିଶୁଙ୍କ ଲାଳନ ପାଳନ ଯତ୍ନ ଓ ମିଶନ୍  ବାତ୍ସଲ୍ୟ ର ମାର୍ଗଦର୍ଶିକାରେ ଗ୍ରାମ ପଞ୍ଚାୟତ ର ଜିପିଡିପି ର ବାର୍ଷିକ ଯୋଜନା ରେ ୫% ଅନୁଦାନ ସ୍ଵତନ୍ତ୍ର ଭାବେ ରଖି କାର୍ଯକାରୀ କରିବାକୁ ବ୍ୟବସ୍ଥା ଥିବାରୁ ବିପଦ ସଙ୍କୁଳ ଅବସ୍ଥାରେ ଥିବା ଶିଶୁ

ମାନଙ୍କ ଯତ୍ନ ନିମନ୍ତେ ଖର୍ଚ୍ଚ କରିପାରିବେ ବୋଲି  ପୁଙ୍ଖାନୁପୁଙ୍ଖ ଭାବେ ଜଣାଇଥିଲେ । ଏହି କାର୍ଯ୍ୟକ୍ରମ ରେ ଖପ୍ରାଖୋଲ ବ୍ଳକ ର ସମସ୍ତ ସରପଞ୍ଚ, ସମିତି ସଭ୍ୟ, ଗଣମାଧ୍ୟମ ପ୍ରତିନିଧି, ବ୍ଳକ କର୍ମଚାରୀ ଉପସ୍ଥିତ ଥିଲେ।ଉକ୍ତ କାର୍ଯ୍ୟକ୍ରମରେ ମନୋରଞ୍ଜନ ଥାନପତି,ସୁଶିଲ କୁମାର ନନ୍ଦ, ଲକ୍ଷ୍ମୀନାରାୟଣ ବିଶି,କୈଳାସ ନନ୍ଦ ଆଶିଷ ଶବର ପ୍ରମୁଖ ସକ୍ରିୟ ଅଂଶଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026

You Might Also Like