-+91-9937148622 |

prerana_bgr@rediffmail.com |

  Monday 11th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଭିଯୁକ୍ତକୁ ଅଟକରଖି ପୋଲିସକୁ ଦେଇଥିଲେ ଜିମା, ମୋଟୁ ପୋଲିସ ର ଅଧିକ ତଦନ୍ତ ଜାରି   (11-May-2026)       ||      କଟକ ମହାନଦୀ ବିହାର ଡେଭଲପମେଣ୍ଟ ଆସୋସିଏସନ ପକ୍ଷରୁ ଚପଖେଳ ଉଦ୍ ଯାପିତ   (11-May-2026)       ||      ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   (10-May-2026)       ||      ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   (10-May-2026)       ||      ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   (10-May-2026)       ||      ଆମ ଢେଙ୍କାନାଳ- ଆମ ଗୌରବ   (10-May-2026)       ||      ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   (10-May-2026)       ||      ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   (10-May-2026)       ||      ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ    (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   (10-May-2026)       ||      ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   (10-May-2026)       ||      *ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   (10-May-2026)       ||      ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ    (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||     

HOME   ଜିଲ୍ଲା

ଶ୍ରୀ ଅରବିନ୍ଦ ଙ୍କ ସିଦ୍ଧି ଦିବସ ରେ ପୁଷ୍ପ ପ୍ରଦର୍ଶନୀ ଅନୁଷ୍ଠିତ

24-Nov-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୋନପୁର ସ୍ଥିତ ଶ୍ରୀ ଅରବିନ୍ଦ ପୁର୍ଣ୍ଣlଙ୍ଗ ଶିକ୍ଷା ଓ ଗବେଷଣା କେନ୍ଦ୍ର ଠାରେ ଏକ ପୁଷ୍ପ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି l ନଭେମ୍ୱର ୨୪ ଶ୍ରୀ ଅରବିନ୍ଦ ଙ୍କ ପବିତ୍ର ସିଦ୍ଧି ଦିବସ ଅବସରରେ ସ୍କୁଲ୍ ର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ଏହି ପୁଷ୍ପ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିବା ବେଳେ ଶ୍ରୀ ମା ଙ୍କ ଦ୍ଵାରା ନାମକରଣ ହୋଇଥିବା ବିଭିନ୍ନ ପ୍ରକାର ଫୁଲ ର ତାତ୍ପର୍ଯ୍ୟ ବିଷୟରେ ଛାତ୍ରଛାତ୍ରୀ ମାନେ ପୁଙ୍ଖାନୁପୁଙ୍ଖ ଭାବରେ ବର୍ଣ୍ଣନା କରିଥିଲେ l ଏଥିରେ ମୁଖ୍ୟ ଅତିଥି ଭାବରେ ଶ୍ରୀଯୁକ୍ତ ବ୍ରଜମୋହନ ବେହେରା ନବଜୀବନ ଶିକ୍ଷା ପରିଷଦ ମାତୃଭବନ, କଟକ ଯୋଗ ଦେଇଥିବା ବେଳେ ପରିଚାଳନା କମିଟି ର ମଦନ ମୋହନ ଦାନୀ, ହରି ନାରାୟଣ ତ୍ରୀପାଠୀ, ଲକ୍ଷ୍ମଣ ଦାଶ, ପ୍ରିନ୍ସିପାଲ ପତିତ ବେହେରା, ସୁଧାଂଶୁ ଶେଖର ଲୁହା, ଲକ୍ଷ୍ମୀ ନାରାୟଣ ମହାନ୍ତି, ଇନ୍ଦ୍ରମଣି ଦାଶ, ଶ୍ୟାମ ସୁନ୍ଦର ଅଗ୍ରୱାଲା ଙ୍କ ସମେତ ସ୍କୁଲ  ର ଅଭିଭାବକ, ଶିକ୍ଷକ ଶିକ୍ଷୟତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଭିଯୁକ୍ତକୁ ଅଟକରଖି ପୋଲିସକୁ ଦେଇଥିଲେ ଜିମା, ମୋଟୁ ପୋଲିସ ର ଅଧିକ ତଦନ୍ତ ଜାରି   11-May-2026
  ରାଜ୍ୟ  
କଟକ ମହାନଦୀ ବିହାର ଡେଭଲପମେଣ୍ଟ ଆସୋସିଏସନ ପକ୍ଷରୁ ଚପଖେଳ ଉଦ୍ ଯାପିତ   11-May-2026
  ଜିଲ୍ଲା  
ଗ୍ରୀଷ୍ମକାଳୀନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ   10-May-2026
  ଜିଲ୍ଲା  
ସିଦ୍ଧାଶ୍ରମ ସେବା ପ୍ରତିଷ୍ଠାନ ପକ୍ଷରୁ ବୃକ୍ଷର ଯତ୍ନ ନେବା ପାଇଁ କର୍ମଶାଳା   10-May-2026
  ରାଜ୍ୟ  
ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-May-2026
  ରାଜ୍ୟ  
ଆମ ଢେଙ୍କାନାଳ- ଆମ ଗୌରବ   10-May-2026
  ଜିଲ୍ଲା  
ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   10-May-2026
  ଜିଲ୍ଲା  
ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   10-May-2026
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   10-May-2026

You Might Also Like