-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   (27-Aug-2026)       ||      *ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   (27-Aug-2026)       ||      ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ସଦର ବ୍ଲକ ଓ ଦେଓଗାଁ ବ୍ଲକର ବିଭିନ୍ନ ଅଂଚଳ ଗସ୍ତ କଲେ ବଲାଙ୍ଗୀର ସାଂସଦ, ଗୁଡଭେଲାର ମେଗା ଇରିଗେସନ ପ୍ରୋଜେକ୍ଟ ଲୋକଙ୍କ ପାନୀୟ ଜଳ ସମସ୍ୟା ଦୁର କରିବାରେ ବିଫଳ ହୋଇଛି- ସାଂସଦ

24-Nov-2023



ବଲାଙ୍ଗୀର(ପ୍ରେରଣା ଖବର)- ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂଦେଓ ଗତ ଦୁଇ ଦିନ ଧର ବଲାଙ୍ଗିର ସଦର ବ୍ଲକ ଓ ଦେଓଗାଁ ବ୍ଲକର ବିଭିନ୍ନ ଗ୍ରାମ ପରିଦର୍ଶନ କରି ଲୋକଙ୍କ ସୁଖଦୁଃଖ ବୁଝିଥିଲେ। ଗସ୍ତ ବେଳେ ବିଭିନ୍ନ ଗ୍ରାମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସଂପର୍କରେ ଲୋକଙ୍କ  ବୁଝାଇ ଥିଲେ । ସାଂସଦଙ୍କ ଆଂଚଳିକ ଉନ୍ନୟନ ପାଣ୍ଠିରୁ ଗାଁର ଉନ୍ନତିମୂଳକ କାମ ପାଇଁ ପାଇଁ ଅନୁଦାନ ମଞ୍ଜୁର କରାଯାଇଛି । ବଲାଙ୍ଗୀର ସାଂସଦ ଶ୍ରୀମତୀ ସିଂଦେଓ ନିଜର କର୍ମୀ ମାନଙ୍କ ସହ 

ବଲାଙ୍ଗୀର ସଦର ବ୍ଲକ  କୁଡାସିଂହା ମଣ୍ଡଳର ସିକାଛିଡା, ସାଆଂତମୁଣ୍ଡା, ଚିକଲବାହାଲ, କୁଡାସିଂହା, ନୂଆଁପଡା, ସାହାଜବାହାଲ, କୁଠୁଲ୍ଲା, ଭୁତିଆରବାହାଲ, କୁମ୍ ପଥର, ଫଟକରା ଆଦି ଗାଁ ପରିଦର୍ଶନ କରି ଲୋକଙ୍କ ବିଭିନ୍ନ ମୌଳିକ ସମସ୍ୟା ଉପରେ ଆଲୋଚନା କରିଥିଲେ । ସେହିପରି ଦେଓଗାଁ ବ୍ଲକର ରୁଗୁଡିପାଲି, ମୁକୁନ୍ଦପୁର, ମୁଣ୍ଡପଲା, ବଡବନ୍ଧ, ଗୌରଗୋଠ, ରତାଖଣ୍ଡି, ଗୁଡଖାପଲା, କୁଲତା ପଡା, ଅର୍ଜୁନପୁର ଆଦି ଗାଁ ଗସ୍ତ କରି ସାଂସଦ ଶ୍ରୀମତୀ ସିଂଦେଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ଯେପରି ଲୋକଙ୍କ ପାଖରେ ପହଂଚି ପାରିବ ସେ ନେଇ କୋକଙ୍କୁ ବୁଝାଇ ଥିଲେ । ରାଜ୍ୟସରକାରଙ୍କ ଚରମ ଅପାରଗତାର ଫଳସ୍ୱରୂପ ଆଜି ଗୁଡଭେଲା ବ୍ଲକର ମେଗା ଇରିଗେସନ୍ ପ୍ରୋଜେକ୍ଟ ଏ ଅଂଚଳର ଲୋକଙ୍କ କୃଷି  ଓ ପାନୀୟ ଜଳ ସମସ୍ୟା ଦୂର କରିବାରେ ବିଫଳ ହୋଇଛି l

ଏ ନେଇ  ଗୁଡଭେଲା ଓ ଦେଓଗାଁ ବ୍ଲକର ବିଭିନ୍ନ ଅଞ୍ଚଳରେ ଗ୍ରମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ତେଣୁ ଲୋକଙ୍କ ପାନୀୟ ଜଳ ସମସ୍ୟା ଦୂର କରିବା ପାଇଁ ସରକାର ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ସାଂସଦ ଶ୍ରୀମତୀ ସିଂଦେଓ ଦାବି କରିଛନ୍ତି । ଆଜିର ଗସ୍ତ ସମୟରେ ସାଂସଦଙ୍କ ସହିତ ବରିଷ୍ଠ ବିଜେପି ନେତା ଗୋପାଳଜୀ ପାଣିଗ୍ରାହୀ, ପୀତାମ୍ବର ଖମାରୀ, ପୁରୁଷୋତ୍ତମ ସାହୁ, ଅମିତ ସିଂନୀନା, ବାସୁଦେବ ସିଂ ନୀନା, ସୁକଦେବ ବାଗ, କର୍ତ୍ତାର ସିଂହ ଓ ଶତାଧିକ ବିଜେପି କର୍ମୀ ସାମିଲ ହୋଇ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଦିବ୍ୟ ଊର୍ଜା ଯୋଗ ସେବା ସମିତି ଓ ଦିବ୍ୟ ଶକ୍ତି ଯୋଗ ସମିତି ପକ୍ଷରୁ ନିଆରା ପ୍ରୟାସ*- *ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଓ ଦିବ୍ୟ।ଙ୍ଗ ସ୍କୁଲ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*-   27-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ୍ ବୀର ମହାରାଜ ପୁର ଜୋନ୍ ଚାମ୍ପିଅନ କୁଡ଼ା ପଡା ଏଫ୍ ସି ଦଳ ୪-୧ ଗୋଲ ରେ ଵିଜୟୀ*-   27-Aug-2026
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026

You Might Also Like