-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||     

HOME   ଜିଲ୍ଲା

ଟାଇକଣ୍ଡୋ ଖେଳାଳିଙ୍କୁ ଜିଲ୍ଲାପାଳଙ୍କ ସମ୍ବର୍ଦ୍ଧନା

24-Nov-2023



ବଲାଙ୍ଗିର, - ଗତ ୧୭ ରୁ ୧୯ ତାରିଖ ପୁରୀର ରେଲୱେ କଲ୍ୟାଣ ମଣ୍ଡପ ଠାରେ ରାଜ୍ୟସ୍ତରୀୟ ସବ୍ ଜୁନିୟର ଓ କ୍ୟାଡେଟ ସବ୍ ଜୁନିୟର ଟାଇକଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅସୀମ ଟାଇକଣ୍ଡୋର ଛାତ୍ରୀ ସାନଭି ପ୍ରଧାନ କ୍ୟୁରୁଗି (ଫାଇଟ) ବିଭାଗରେ ସ୍ୱର୍ଣ୍ଣପଦକ ପାଇଥିବା ବେଳେ ଇସାନା ମହାନ୍ତି କ୍ୟୁରୁଗି ବିଭାଗରେ ବ୍ରୋଞ୍ଚ ପଦକ ହାସଲ କରିଥିଲେ । ଆଜି ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା ନିଜ ଅଫିସ ଚେମ୍ପରରେ ସାନଭି ପ୍ରଧାନ, ଇସାନା ମହାନ୍ତି ଓ ଟାଇକଣ୍ଡୋ କୋଚ ଅସୀମ କୁମାର ଭୋଇ ଙ୍କୁ ଉପଢୈାକନ ଓ ଫୁଟତୋଡା ସହ ସମ୍ବର୍ଦ୍ଧିତ କରିଥିଲେ ଓ ଛାତ୍ର ଛାତ୍ରୀଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିବା ସହ ବଲାଙ୍ଗିର ଜିଲ୍ଲା ଟାଇକଣ୍ଡୋ ସଂଘର କାର୍ଯ୍ୟକଳାପକୁ ଭୁୟସି ପ୍ରଂଶସା କରିଥିଲେ । ଆସନ୍ତା ଡିସେମ୍ବର ୧ ରୁ ୩ ତାରିଖ ପର୍ଯ୍ୟନ୍ତ ଡେହେରାଡୁନ୍ ଠାରେ ହେବାକୁ ଥିବା ଜାତୀୟ ସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତାରେ ଓଡିଶାରୁ ସାନଭି ପ୍ରଧାନ ପ୍ରତିନିଧିତ୍ୱ କରିବେ ବୋଲି କୋଚ ଅସୀମ ଭୋଇ ପ୍ରକାଶ କରିଛନ୍ତି । ଆଗାମୀ ଦିନରେ ଯଦି ଏହି ସଂଗଠନ ପାଇଁ ଭିତ୍ତିଭୂମିର ବିକାଶ କଲେ ଏହି ଜିଲ୍ଲାର ଛାତ୍ର / ଛାତ୍ରୀମାନେ ଏହି ଖେଳରେ  ଆନ୍ତର୍ଜାତୀୟ ସ୍ତରୀୟ ଚମ୍ପିୟନସିପ୍ ରେ ଭାଗ ନେବା ପାଇଁ ସ୍ୱପ୍ନ ଦେଖିପାରିବେ ଏବଂ ନିଜର ଭବିଷ୍ୟତ ଗଠନ କରିପାରିବେ ବୋଲି ଶ୍ରୀ ଭୋଇ ମତପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026

You Might Also Like