-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||     

HOME   ରାଜ୍ୟ

ବରିଷ୍ଠ ପ୍ରଶାସକ କୂଳମଣି ବିଶ୍ଵାଳ ସମ୍ମାନିତ

24-Nov-2023



ଭୁବନେଶ୍ୱର,  ବରିଷ୍ଠ ପ୍ରଶାସକ କୂଳମଣି ବିଶ୍ବାଳଙ୍କୁ ଛତିଶଗଡ଼ର ରାଜ୍ୟପାଳ ବିଶ୍ଵଭୂଷଣ ହରିଚନ୍ଦନ ସମ୍ମାନିତ କରିଛନ୍ତି। ବିଶ୍ଵ ମାନବାଧିକାର ସୁରକ୍ଷା ସଂଗଠନ ଆନୁକୁଲ୍ୟରେ ଏଠାରେ ଆୟୋଜିତ ଏକ ଆନ୍ତର୍ଜାତିକ କର୍ମଶାଳା ଅବସରରେ ୟୁରୋପୀୟ ଡିଜିଟାଲ ବିଶ୍ଵବିଦ୍ୟାଳୟ ତରଫରୁ ଶ୍ରୀ ହରିଚନ୍ଦନ, ଶ୍ରୀ ବିଶ୍ବାଳଙ୍କୁ ସମ୍ମାନ ସୂଚକ ଡକ୍ଟରେଟ୍ ଉପାଧିରେ ଭୂଷିତ କରିଛନ୍ତି। ଉତ୍କୃଷ୍ଟ ପ୍ରଶାସନିକ ସେବା ଏବଂ ମାନବ ସମାଜର ମଙ୍ଗଳ ପାଇଁ ଉଲ୍ଲେଖନୀୟ ଅବଦାନ ଯୋଗୁଁ  ଶ୍ରୀ ବିଶ୍ବାଳଙ୍କୁ ଏହି ମହତପୂର୍ଣ୍ଣ ସମ୍ମାନ ପାଇଁ ଯୋଗ୍ୟ ବିବେଚିତ କରାଯାଇଥିଲା। ଶ୍ରୀ ବିଶ୍ଵାଳ ଏନ.ଟି.ପି.ସି, ଏମ.ସି.ଏଲ୍ ଆଦି ବହୁ ରାଷ୍ଟ୍ରୀୟ କମ୍ପାନୀର ବିତ୍ତ ନିର୍ଦ୍ଦେଶକ ତଥା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ସଂସ୍ଥାର ଉଚ୍ଚ ପଦପଦବୀରେ ରହି ନିଜର ଉତ୍ତମ କାର୍ଯ୍ୟଦକ୍ଷତା ପାଇଁ ଉଚ୍ଚ ପ୍ରଶଂସିତ ହୋଇଛନ୍ତି। ଏକାଧାରରେ ଜଣେ ପ୍ରଶାସକ, ଅର୍ଥ ବିଶାରଦ, ଆଇନ ପରାମର୍ଶଦାତା, ଆଶୁ କବି, ଚିତ୍ରକାର ଏବଂ ସମାଜସେବୀ ଶ୍ରୀ ବିଶ୍ବାଳ, ଜାତୀୟ ଓ ରାଜ୍ୟ ସ୍ତରର ବହୁ ସାମାଜିକ ଓ ସାଂସ୍କୃତିକ ସଂଗଠନ ସହିତ ଜଡିତ ରହି ଆସିଛନ୍ତି।
 

ଜୟଦେବ ଭବନ ଠାରେ ମା, ମାଟି ଓ ମାନବାଧିକାର ଶୀର୍ଷକ ଏହି ସମାବେଶରେ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିବା ଦେଖାଯାଇଥିଲା। ବିଶ୍ଵ ମାନବାଧିକାର ସୁରକ୍ଷା ସଂଗଠନର ସଭାପତି ଡଃ ଅଭିନ୍ନ ହୋତାଙ୍କର ପୁରୋହିତ୍ୟରେ ଅନୁଷ୍ଠିତ ଉକ୍ତ ଭବ୍ୟ ସମାରୋହରେ ସମ୍ମାନିତ ଅତିଥି ଭାବରେ ଦୁବାଇସ୍ଥିତ ୟୁରୋପୀୟ ଡିଜିଟାଲ ବିଶ୍ଵବିଦ୍ୟାଳୟର କୁଳପତି ଡଃ ଫାରୁକ୍ ଅବଦ୍ଦଲ, ପ୍ରଖ୍ୟାତ ପରିବେଶବିତ୍ ଡଃ ଦିଲ୍ଲୀପ ଶ୍ରୀଚନ୍ଦନ, ଶ୍ରୀ ମନ୍ଦିରର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଓ ୱାର୍ଲଡ୍  ଓଡ଼ିଶା ସୋସାଇଟିର ଅଧ୍ୟକ୍ଷ କିଶୋର ଦ୍ବିବେଦୀ ପ୍ରମୁଖ ଯୋଗ ଦେଇଥିଲେ। ବିଶ୍ଵ ମାନବାଧିକାର ସୁରକ୍ଷା ସଂଗଠନର ଉପସଭାପତି ଡଃ ଦେବବ୍ରତ ପାଣିଗ୍ରାହୀ ସଭା ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026

You Might Also Like