-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||     

HOME   ଜିଲ୍ଲା

ରାମଜୀ ଯୁବକ ସଂଘର ଯୁବ ନେତୃତ୍ୱ ବିକାଶ ତାଲିମ

25-Nov-2023



ବଲାଙ୍ଗୀର(ପ୍ରେରଣା ଖବର)- ସଦାଇପାଲି ସ୍ଥିତ ରାମଜୀ ଯୁବକ ସଂଘ ଆନୁକୂଲ୍ୟରେ ତଥା ଜେ.ଏସ୍‌.ଏମ୍‌. ମହାବିଦ୍ୟାଳୟ ସହଯୋଗରେ ରାମଜୀ ଯୁବକ ସଂଘର ସମ୍ପାଦକ ଡା. ନାରାୟଣ ମିଶ୍ରଙ୍କ ଆହ୍ୱାନ କ୍ରମେ ଏକ ଯୁବ ନେତୃତ୍ୱ ବିକାଶ ତାଲିମ ଶିବିର ଜେ.ଏସ୍‌.ଏମ୍‌. ମହାବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଯାଇଛି । ତାଲିମ ଶିବିର ପ୍ରାରମ୍ଭରେ ମହାବିଦ୍ୟାଳୟର ଅଧ୍ୟାପିକା କୁ. ଶାସ୍ୱତୀ ପୁରୋହିତଙ୍କ ଦ୍ୱାରା ସ୍ୱାଗତ ଭାଷଣ ପ୍ରଦାନ ପରେ ମହାବିଦ୍ୟାଳୟର ପ୍ରିନ୍‌ସିପାଲ ବିନୋଦ ପାଢ଼ୀ ତାଙ୍କର ସଂକ୍ଷିପ୍ତ ଭାଷଣ ପ୍ରଦାନ କରିଥିଲେ । ଛାତ୍ରଛାତ୍ରୀଙ୍କୁ ରାମଜୀ ଯୁବକ ସଂଘର କ୍ରୀଡ଼ା ସଂଯୋଜକ ଶ୍ରୀ ସୁନିଲ ବିଶ୍ୱାଲ ସରକାରଙ୍କ ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମରେ ସାମିଲ ହେବା ପାଇଁ ଛାତ୍ର/ଛାତ୍ରୀଙ୍କୁ ଆହ୍ୱାନ ଦେଇଥିଲେ । ତାଲିମରେ ସାଧନକର୍ମୀ ଭାବରେ ଯୋଗଦାନ କରିଥିଲେ ଅଶୋକ କୁମାର ମେହେର, ପ୍ରକଳ୍ପ ସଂଯୋଜକ ରାମଜୀ ଯୁବକ ସଂଘ ଏବଂ ସେ ଯୁବ ନେତୃତ୍ୱ ବିକାଶର ବିଭିନ୍ନ ଦିଗ ଉପରେ ଆଲୋଚନା କରି ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୃଙ୍ଖଳାର ସହିତ ଦେଶର ହିତ ପାଇଁ କାର୍ଯ୍ୟ ସମ୍ପାଦନ କରିବା  ନିମିତ ଉତ୍ସାହିତ କରିଥିଲେ ।

ନିଜର ବାର୍ତ୍ତା  ମାଧ୍ୟମରେ ସାଇଟ୍ ର ପ୍ରତିଷ୍ଠାତା ଡା. ଶ୍ରୀକର ମିଶ୍ର ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ । କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଜେ.ଏସ୍‌.ଏମ୍‌. ମହାବିଦ୍ୟାଳୟର ଅଧ୍ୟକ୍ଷ ସି ଏ ଶ୍ରୀ ଶ୍ରୀକାନ୍ତ ଶର୍ମା ଏବଂ ପରିଚାଳିକା ଶ୍ରୀମତୀ ସୁମନ ଶର୍ମା ସମସ୍ତ ପ୍ରକାର ସହଯୋଗ ପ୍ରଦାନ କରିଥିଲେ । ଶେଷରେ ଅଧ୍ୟାପିକା ଅଙ୍କିତା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ଜେ ଏସ୍ ଏମ୍  ମହାବିଦ୍ୟାଳୟର ସଂଯୋଜିକା ଶ୍ରୀମତୀ ହିମାନୀ ତ୍ରିପାଠୀ । କାର୍ଯ୍ୟକ୍ରମକୁ ସଫଳ କରିବାରେ ତନୁଜା ମିଶ୍ର, ଅନସୂୟା ଚାନ୍ଦ, ଗାର୍ଗୀ ଏବଂ ଦିପ୍ତିରେଖା ସହଯୋଗ କରିଥିଲେ । ତାଲିମରେ ପ୍ରାୟ ୭୦ ଜଣ ଛାତ୍ରଛାତ୍ରୀ  ଉପସ୍ଥିତ ଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026

You Might Also Like