-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   (27-Aug-2026)       ||      ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||     

HOME   ଜିଲ୍ଲା

ଫାଇନାଲ ଫୁଟବଲ ମ୍ୟାଚରେ ଯୋଗଦେଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି

25-Nov-2023



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ବେଲପଡା ତେତେଲମୁଣ୍ଡା ପଞ୍ଚାୟତ ର ଡେବ୍ରିପାଲି ଗାଁ ରେ ଚାଲିଥିବା ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଫାଇନାଲ ମ୍ୟାଚ ରେ ପହଞ୍ଚି ଯାଇଛି। ସୂଚନା ଅନୁସାରେ ଗତ ୧୬ ତାରିଖ ଦିନ ଠାରୁ ଆରମ୍ଭ ହୋଇଥିବା ବେଳେ ୨୪ ତାରିଖ ଦିନ ଶେଷ ହୋଇଛି। ଉକ୍ତ ପ୍ରତିଯୋଗିତାରେ ୧୬ ଟି ଦଳ ଅଂଶଗ୍ରହଣ କରିଥିବା ବେଳେ ସମସ୍ତଙ୍କୁ ପଛରେ ପକାଇ ତେତେଲମୁଣ୍ଡା ଓ ସଲଣ୍ଡି ଦଳ ଫାଇନାଲ ମ୍ୟାଚ ପାଇଁ ଉତ୍ତୀର୍ଣ୍ଣ ହେବାପରେ ଦୁଇ ଦଳ ମଧ୍ୟରେ ସଂଘର୍ଷ ଲଢ଼େଇ ହୋଇଥିଲା। ସଂଘର୍ଷ ଲଢ଼େଇ ରେ କେହି ପରାଜିତ ହୋଇନଥିବାରୁ ପ୍ଳାଣ୍ଟିକ ରେ ତେତେଲମୁଣ୍ଡା ବିଜୟ ହାସଲ କରିଛନ୍ତି। ଉକ୍ତ

ପ୍ରତିଯୋଗିତାରେ  ଆଦିବାସୀ ନେତା ତଥା ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ୨୬ ନମ୍ବର ଜୋନ୍ ଜିଲ୍ଲା ପରିଷଦ ସଭ୍ୟା ଅନିମା ଦାଶ, ସାଂସଦ ପ୍ରତିନିଧି ପ୍ରଶାନ୍ତ ଦାଶ, ୨୬ ନମ୍ବର ଜୋନ ସଭାପତି କୁନୁ ମୁଣ୍ଡା, ଆଦିବାସୀ ସଂଘ ର ଯୁଗ୍ମ ସମ୍ପାଦକ ଗିରିଧାରୀ ଭୋଇ ମଞ୍ଚାସୀନ ଥିଲେ। ମୁଖ୍ୟ ଅତିଥି ନିଜ ବକ୍ତବ୍ୟ ରେ ଉପସ୍ଥାପନା କରିଥିଲେ କି ଅଞ୍ଚଳର ଖେଳାଳୀ ଆହୁରି ଆଗକୁ ବଢ଼ିବା ସହିତ ଯେଉଁ ମାନେ ଭଲ ଖେଳୁଛନ୍ତି ସେମାନଙ୍କୁ ରାଜ୍ୟ ସ୍ତରୀୟ ରେ ଅଂଶ ଗ୍ରହଣ କରିବାକୁ ସମ୍ପୂର୍ଣ୍ଣ ସହଯୋଗ କରିବେ ।ବିଜୟୀ ଦଳଙ୍କୁ ମୁଖ୍ୟ ଅତିଥି ନିରଞ୍ଜନ ବିଶି ଙ୍କ କରକମଳରେ ପୁରସ୍କାର ଦିଆଯାଇଥିଲା ଓ ସମ୍ମାନୀତ ଅତିଥି ଅନିମା ଦାଶ ପରଆଜଇ ପ୍ରାର୍ଥୀଙ୍କୁ ପ୍ରଦାନ କରିଛନ୍ତି।ପରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଡେବ୍ରିପାଲି ଗାଁ ର ପାରାୟଣ କାର୍ଯ୍ୟକ୍ରମରେ ଯୋଗଦାନ କରି ଆଶିର୍ବାଦ ନେଇଥିବା ସହ ପଞ୍ଚକ ସ୍ନାନ କରୁଥିବା ସ୍ଥାନରେ ଦର୍ଶନ କରିଥିଲେ। ଗାଁ ର ମଧ୍ୟସ୍ଥଳରେ ତାଙ୍କୁ ଗ୍ରାମବାସୀମାନେ ସ୍ବାଗତ ସମ୍ବର୍ଦ୍ଧନା ଦେଇ ଏକ ସଭା

ଅନୁଷ୍ଠିତ ହୋଇଥିଲା। ଉକ୍ତ ସଭାରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ନିଜ ଅଭିଭାଷଣରେ ଆଦିବାସୀ ମାନଙ୍କ ପାରମ୍ପାରିକ ପୂଜା ବିଧି, ଆଦିବାସୀ ମାନେ ଶିକ୍ଷା କ୍ଷେତ୍ରରେ ଆଗେଇବା ବୋଲି ପରାମର୍ଶ ଦେଇଛନ୍ତି। ଏବଂ ରାଜ୍ୟ ସରକାରଙ୍କ ଲୋକାଭିମୁଖୀ ଯୋଜନା ସମ୍ପର୍କରେ ଲୋକଙ୍କୁ ଅବଗତ କରାଇଥିଲେ। ଗାଁରେ ଲୋକଙ୍କ ସୁବିଧା ପାଇଁ ଏକ ମଣ୍ଡପ ତିଆରି କରିବାକୁ ପ୍ରତିଶୃତି ଦେଇଥିବା ଯୋଗୁଁ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଙ୍କୁ ଗ୍ରାମବାସୀ କୃତଜ୍ଞତା ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦିଶା ଓ ଓଡ଼ିଶା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ରାଜଶ୍ରୀ ପବ୍ଲିକ ସ୍କୁଲରେ ରକ୍ଷାବନ୍ଧନ ମହୋତ୍ସବ ପାଳିତ   27-Aug-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026

You Might Also Like