-+91-9937148622 |

prerana_bgr@rediffmail.com |

  Thursday 27th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   (27-Aug-2026)       ||      ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   (27-Aug-2026)       ||      ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   (27-Aug-2026)       ||      ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   (27-Aug-2026)       ||      ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   (27-Aug-2026)       ||      ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   (26-Aug-2026)       ||      ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   (26-Aug-2026)       ||      କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   (26-Aug-2026)       ||      ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   (26-Aug-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   (26-Aug-2026)       ||      ରୋତ୍‌ ଗ୍ରାମରେ ଏକ ନାବାଳକ ର ହତ୍ୟା, ଦିନ ସମୟରେ ହତ୍ୟାକାଣ୍ଡ, ତଦନ୍ତ ଚଳାଇଛି ପୋଲିସ    (26-Aug-2026)       ||      *ରାଜୀବ ଗାନ୍ଧୀ ଶିକ୍ଷା ଓ ସେବା ସମ୍ମାନରେ ସମ୍ମାନିତ ହେଲେ ଅଧ୍ୟାପକ ଦେବାଶିଷ ପଧାନ*   (26-Aug-2026)       ||      ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ ବକ୍ତୄତା ଓ ଗୀତ ପ୍ରତିଯୋଗିତା-   (26-Aug-2026)       ||      *ସୁବର୍ଣ୍ଣପୁର ଠାରେ ‘ପଞ୍ଚମକାର’ ସ୍ମରଣିକା ର ଲୋକାର୍ପଣ*-: *ଏ ସ୍ୱପ୍ନ ଥିଲା ମୋର କିନ୍ତୁ ସବୁ ଶ୍ରେୟ ଓ ସମର୍ଥନ ଆପଣ ମାନଙ୍କ ର*- "ଜିଲ୍ଲାପାଳ" -   (26-Aug-2026)       ||      ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରସ୍ତୁତି ବୈଠକ♦️ ଆସନ୍ତା ସେପ୍ଟେମ୍ବର ୨ତାରିଖରେ ପ୍ରଥମ ପର୍ଯ୍ୟାୟ ଯାତ୍ରା    (26-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିର ଚୋରୀ କୁ ନେଇ ଅସନ୍ତୋଷର ତିବ୍ର ରୂପ , ଆଦିବାସୀ କଲ୍ୟାଣ ସଂଘ ଡାକରାରେ ବିଭିନ୍ନ ସଂଗଠନ ତରଫରୁ ସିନ୍ଧେକେଲା ଥାନା ଘେରାଉ।    (26-Aug-2026)       ||      ଶ୍ରାବଣର ଶେଷ ସୋମବାରରେ ରାଣୀପୁର ଝରିଆଲ ଲୋକାରଣ୍ୟ ,୧୨ ଘଣ୍ଟା ପରେ ଧାଡ଼ି ଦର୍ଶନ ସରିଲା।   (26-Aug-2026)       ||      ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ଚିକିତ୍ସା କେନ୍ଦ୍ର........ସିଭିଲ ସୋସାଇଟି ଦ୍ୱାରା ସ୍ୱାଗତ   (25-Aug-2026)       ||     

HOME   ଜିଲ୍ଲା

ଭିନ୍ନ ଏକ ପରମ୍ପରା, କାର୍ତ୍ତିକରେ କାଳିସୀ ଯାତ୍ରା

25-Nov-2023



ବୀରମହାରାଜପୁର,(ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡର ବିଭିନ୍ନ ଗ୍ରାମରେ ପାରମ୍ପରିକ କାଳିସୀ ଯାତ୍ରା ଅନୁଷ୍ଠିତ ହୋଇଯାଇଛି।  କାର୍ତ୍ତିକ ଦଶମୀ ତିଥିରେ ଦେଉଳବରି ପର୍ବ ମହା ଆଡ଼ମ୍ବରରେ ଅନୁଷ୍ଠିତ ହୋଇଥିଲା। ଗୁରୁବାର ଏକାଦଶୀ ତିଥିରେ ଦେବୀଙ୍କ ସ୍ନାନ ଯାତ୍ରା ଓ ନିଶା ପୂଜା ସମ୍ପନ୍ନ ହୋଇଥିବା ବେଳେ ଶୁକ୍ରବାର ଦ୍ବାଦଶୀରେ ଦେବୀ କଲାସୀ ନଗର ପରିକ୍ରମା ସହ ନିଜ ଗୁଡି (ମନ୍ଦିର) କୁ ପ୍ରତ୍ୟାବର୍ତ୍ତନ କରିଥିଲେ ।  ବ୍ଳକର ଝାରକୁମୁଣ୍ଡା,ଉଫୁଲା,ଲାତୁରପେଟ, ସୁବଳୟା,ଲଖନୀ, କମଳପୁର,ମୁର୍ଷୁଣ୍ଢୀ, କମିରା,  ବଡବର୍ଡାକଟା,ବୁଠିପଦର,ରାମ୍ଭିପାଲି,ଦନ୍ତାପାଲି, ଖଣ୍ଡହତା, ଜଟେସିଂହା, ବାଗବର, ତେନ୍ତୁଲିମହଦା,କେନଝରିଆପାଲି ଓ ସୁନରିବେନୀ ଆଦି ବହୁ ଗ୍ରାମରେ କାଳିସୀ ଯାତ୍ରା ଅନୁଷ୍ଠିତ ହେଉଥିବା ଜଣାଯାଇଛି। ଝାରକୁମୁଣ୍ଡା , ସୁବଳୟା ଓ  ସୁନାରିବେନୀ ଠାରେ ବହୁ ସଂଖ୍ୟକ ଲୋକ ଯାତ୍ରା ଦେଖିବାକୁ ସମାଗମ ହୋଇଥିବା ଦେଖିବାକୁ ମିଳିଛି। ଏଠାରେ ବରୁଆ ମାନଙ୍କ ଦୋଳି ଖେଳ ମଧ୍ୟ ଅନୁଷ୍ଠିତ ହୋଇଥିଲା। ଯାତ୍ରା ସକାଶେ ବିଭିନ୍ନ ଗ୍ରାମରେ ଦଣ୍ଡ, ପାଲା, ସଂର୍କୀନ ବୈଠକି ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା। 


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ମନ୍ଦିର କିଟ ଭୁବନେଶ୍ୱର ତରଫରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ତିଥିରେ ବ୍ରହ୍ମପୁରା ଶ୍ରୀ ବଳଦେବଜୀଉଙ୍କୁ ପାଟ୍ଟ ରାକ୍ଷୀ ଓ ପାଟ୍ଟ ବସ୍ତ୍ର ଅର୍ପଣ   27-Aug-2026
  ଜିଲ୍ଲା  
ଲିଙ୍ଗରାଜ ମନ୍ଦିର ଚଟାଣରେ ପଡିଲା କାର୍ପେଟ୍‌   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ରାଜ୍ୟ  
ପ୍ରଭୁ ଜଗନ୍ନାଥଙ୍କ ଆନିମେଟେଡ୍ ଫିଲ୍ମ ଏବଂ "ଜୟ ଜଗନ୍ନାଥ" ଧାରାବାହିକକୁ ନେଇ ବିବାଦ ଦେଖାଦେଇଛି, ଶଙ୍କରାଚାର୍ଯ୍ୟ ତୀବ୍ର ଆପତ୍ତି ପ୍ରକାଶ କରିଛନ୍ତି।   27-Aug-2026
  ଜିଲ୍ଲା  
ରୁପ୍ରାରୋଡ ସ୍ଥିତ ଏକଲ ଗ୍ରାମୋଥାନ୍ ଫାଉଣ୍ଡେସନ ସିଲେଇ ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ ଥାନାରେ ରକ୍ଷାବନ୍ଧନ ପର୍ବ ପାଳନ।   27-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ଖ୍ୟାତନାମା ମୂତ୍ରରୋଗ ବିଶେଷଜ୍ଞ  ଡା. ଦତ୍ତ୍ୱେଶ୍ୱର ହୋତା ଙ୍କ ମୁକ୍ତ ଚିକିତ୍ସା କେନ୍ଦ୍ର   27-Aug-2026
  ଜିଲ୍ଲା  
ଐତିହାସିକ ବାଲିଯାତ୍ରା କଟକ -୨୦୨୬ ଅୟୋଜନ ନିମନ୍ତେ ପ୍ରସାଶନିକ ସ୍ତରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ | ନଭେମ୍ବର ୨୪ ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏ ବର୍ଷର ବାଲିଯାତ୍ରା |   27-Aug-2026
  ଜିଲ୍ଲା  
ଲୋଇସିଂହା କଲେଜରେ ଆତ୍ମସୁରକ୍ଷା ତାଲିମ ଅନୁଷ୍ଠିତ   26-Aug-2026
  ଜିଲ୍ଲା  
ଲାଭଜନକ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀ ହାତକୁ କାହା ସ୍ୱାର୍ଥରେ ଟେକି ଦିଆଯାଉଛି   26-Aug-2026
  ଜିଲ୍ଲା  
କେନାଲ ପାଣି ଚାଷୀଙ୍କ ପାଇଁ ସ୍ୱପ୍ନ,ହେଲେ ରାଜସ୍ୱ ବିଭାଗ ଜଳକର ନେଉଛି(ଅଭିଯୋଗ ପରେ ତଦନ୍ତ ଆରମ୍ଭ)   26-Aug-2026
  ରାଜ୍ୟ  
ବଲାଙ୍ଗୀର : ଏସ୍ ପି ଓ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କଲା ସିଭିଲ ସୋସାଇଟି   26-Aug-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏଟିଏମ ଶୁଭ ଉଦ୍ଘାଟନ କଲେ ଜିଲ୍ଲାପାଳ*   26-Aug-2026

You Might Also Like